ପାଟଣାଗଡ଼ ଶିଶୁମନ୍ଦିରରେ ଯୋଗ ଦିବସ

ପାଟଣାଗଡ଼,(ଡି.ଏନ୍‌.ଏ.): ପାଟଣାଗଡ ସରସ୍ବତୀ ଶିଶୁମନ୍ଦିରରେ ଶୁକ୍ରବାର ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଯାଇଛି। ଯୋଗ ଶିକ୍ଷକ ପ୍ରଦୀପ ସିଂ ବାବୁଙ୍କ ନେତୃତ୍ୱରେ ବିଦ୍ୟାଳୟର ୯୦୦ ଜଣ ଛାତ୍ରୀ ଛାତ୍ର ଏକତ୍ର ହୋଇ ଯୋଗାଭ୍ୟାସ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଓଁକାର ନାଥ ମେହେର ଏବଂ ଭଜନାନନ୍ଦ ସେଠୀଙ୍କ ତତ୍ତ୍ୱାବଧାନରେ ସମଗ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରାନ୍ତସ୍ତରୀୟ କାର୍ଯ୍ୟକର୍ତ୍ତା ଚକ୍ରଧର ପାଣିଗ୍ରାହୀଙ୍କ ସମେତ ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ କି.ମି. ରାସ୍ତାରେ ୧୦ ହମ୍ପ୍ସ

ନୂଆପଡ଼ା,୨୬ା୪ (ମକାରୁ ବେମାଲ): ଛତିଶଗଡ଼ ରାଜ୍ୟ ରାୟପୁରଠାରୁ ନୂଆପଡ଼ା ଜିଲା ଦେଇ ଗୋପାଳପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥରେ ଅତ୍ୟଧିକ ହମ୍ପ୍ସ (ସ୍ପିଡ୍‌ ବ୍ରେକର) ଯୋଗୁ ଯାତାୟାତରେ…

ଦେର୍ଲାଠିର ହିତାଧିକାରୀଙ୍କୁ ମିଳିଲା ପକ୍କାଘର କାର୍ଯ୍ୟାଦେଶ

ଥୁଆମୂଳ ରାମପୁର,୨୬ା୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ବାସ୍ତବ ରୂପ ନେଇଛି। କିଛିଦିନ ପୂର୍ବେ କଳାହାଣ୍ଡି ଜିଲା ପରିଷଦର ମୁଖ୍ୟ ଉନ୍ନୟନ…

୨ ପରିବାରରେ ଖଣ୍ଡଯୁଦ୍ଧ: ୨ ବାଇକ୍‌ରେ ଠେଙ୍ଗାବାଡ଼ି ଧରି ଆସି…

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମରେ ପାରିବାରିକ ହିଂସା କାରଣରୁ ଦୁଇ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ ଘଟିଛି। ଆକ୍ରମଣ ଓ ପ୍ରତିଆକ୍ରମଣରେ…

ପିଆଜ ଚାଷଜମି ପରିଦର୍ଶନ କଲେ ଅତିରିକ୍ତ ସଚିବ, ଚାଷୀଙ୍କୁ କହିଲେ…

ନୂଆପଡ଼ା,୨୬ା୪(ମକାରୁ ବେମାଲ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା ଅତିରିକ୍ତ ସଚିବ ମନୋଜ କୁମାର ରବିବାର ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ତୁକଳାପଡା…

ଅନୁଦାନ ମିଳିଲାନି, ବନ୍ଦ ହେଲା ସରକାରୀ କାର୍ଯ୍ୟକ୍ରମ

ହାଟଡିହୀ/ଛେନାପଦୀ,୨୬ା୪(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ଅନୁଦାନ ପ୍ରଦାନ ନ ହେବାରୁ ଏକ ସରକାରୀ କାର୍ଯ୍ୟକ୍ରମ ବନ୍ଦ ହୋଇଛି। ଯାହାକୁ ନେଇ କଳାକାରମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। କଳାକାରମାନଙ୍କୁ ଉପେକ୍ଷା…

ଗୋପାଳପୁର-ରାୟଗଡ଼ା ନୂଆ ରେଳଲାଇନ୍‌ ଦାବି, ଆଲାଇନ୍‌ମେଣ୍ଟ ନକ୍ସାର ପୁନଃ ଅନୁଧ୍ୟାନ କରି…

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ସମଗ୍ର ଦକ୍ଷିଣ ଓଡ଼ିଶାର ବହୁ ପ୍ରତୀକ୍ଷିତ ଗୋପାଳପୁର-ରାୟଗଡ଼ା ନୂତନ ରେଳପଥ ପ୍ରକଳ୍ପ ନିମନ୍ତେ ନକ୍ସା ପ୍ରସ୍ତୁତି ଚାଲିଛି। ତୃତୀୟ ପାଳି ପାଇଁ କେନ୍ଦ୍ରରେ…

ପୁଣି ଶିବମନ୍ଦିରକୁ ଟାର୍ଗେଟ୍‌ କଲେ ଦୁର୍ବୃତ୍ତ, ମନ୍ଦିର ଖୋଲିଲା ବେଳକୁ ଏମିତି ଦେଖି…

ଗଞ୍ଜାମ,୨୬ା୪(ବିଦ୍ୟାଧର ସାହୁ): କିଛି ଦିନର ନୀରବତା ପରେ ପୁଣି ଶିବ ମନ୍ଦିରକୁ ଟାର୍ଗେଟ କରିଛନ୍ତି ଦୁର୍ବୃତ୍ତ। ଗଞ୍ଜାମ ବ୍ଲକ ଅନ୍ତର୍ଗତ ସନ୍ତୋଷପୁର ପଞ୍ଚାୟତ ସାନ ଗୋପାଳପୁର ଗ୍ରାମରେ…

ବସ୍‌ର କାଚରେ ଭବିଷ୍ୟବାଣୀ ଲେଖିଥିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ଯିଏ ଦେଖୁଛି ସିଏ କରୁଛି ପ୍ରଶଂସା

ନୂଆଦିଲ୍ଲୀ,୨୬।୪: ପ୍ରତିବର୍ଷ, IPL ଆକାଶରେ ନୂତନ ତାରାମାନେ ଉଜ୍ଜ୍ୱଳ ଭାବରେ ଝଲସୁଛନ୍ତି। ତଥାପି, 2026 ସିଜିନ ଜଣେ ଯୁବ ଧୁରନ୍ଧରଙ୍କ ନାମ ଆସିଛି ଯିଏ ପ୍ରତିଷ୍ଠିତ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri