ପାଟଣା ଅବକାରୀ ବିଭାଗର ଚଢ଼ାଉ: ୧୧୩ ଲିଟର ଦେଶୀ ମହୁଲି ଜବତ, ୪ ଗିରଫ

ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ପାଟଣା ଥାନା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ବ୍ୟାପକ ଅବକାରୀ ଚଢ଼ାଉ କରାଯାଇଛି। ଏଥିରେ ୧୧୩ ଲିଟରରୁ ଊଦ୍ଧର୍‌ବ ବେଆଇନ ଦେଶୀ ମହୁଲି ଜବତ କରାଯିବା ସହ ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛିି।

ପାଟଣା ଅବକାରୀ ଥାନା ପକ୍ଷରୁ ତୁରୁମୁଙ୍ଗା ଥାନା ଅଞ୍ଚଳର ଭଗପଶି ଗ୍ରାମର ମାଘୁ ମୁଣ୍ଡାଙ୍କ ଝିଅ ମାଳତୀ ମୁଣ୍ଡାଙ୍କଠାରୁ ୬୦ ଲିଟର, କଣ୍ଟିଆପଡାର ବିନ ବେହେରାଙ୍କଠାରୁ ୫ ଲିଟର ଓ ପାଟଣା ଥାନା ମଙ୍ଗଳପୁର ଗ୍ରାମର ଦୁର୍ଗାଚରଣ ମହାନ୍ତଙ୍କଠାରୁ ୮ ଲିଟର ଓ ଡିଆନାଳୀ ଗ୍ରାମର କୁନି ମୁଣ୍ଡାଙ୍କଠାରୁ ୪୦ ଲିଟର ଦେଶୀ ମହୁଲି ମଦ ଜବତ କରାଯାଇଛି। ଏ ନେଇ ଥାନାରେ ପିଆର କେଶ (ନଂ ୨୦, ୨୧, ୨୨ ଓ ୨୩ /୧୯) ରୁଜୁ କରାଯାଇଛି। ଡାକ୍ତରୀ ପରୀକ୍ଷା ପରେ ପୋଲିସ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ଚଢ଼ାଉରେ ଅବକାରୀ ଅଧିକାରୀ ଦିଲୀପ କୁମାର ତାଣ୍ଡି,ଏଏସ୍‌ଆଇ ପୁଷ୍ପଲତା ଗୋସ୍ବାମୀ, ଏକ୍ସାଇଜ୍‌ କନଷ୍ଟେବଳ ଯତୀନ କୁମାର ମହାନ୍ତ, ଲକ୍ଷ୍ମଣ ନାଏକ ଓ ରଞ୍ଜନ କୁମାର ସାହୁ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟାଙ୍କ ନିରୋଧୀ କ୍ଷେପଣାସ୍ତ୍ର ‘ଧ୍ରୁବାସ୍ତ୍ର’ ସଫଳ

ବାଲେଶ୍ୱର ଅଫିସ,୨୩ା୭: ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ଥିତ ଆଇଟିଆର୍‌ ପରିସରରେ ଟ୍ୟାଙ୍କ ନିରୋଧୀ କ୍ଷେପଣାସ୍ତ୍ର ‘ଧ୍ରୁବାସ୍ତ୍ର’ର ସଫଳ ପରୀକ୍ଷଣ ହୋଇଛି। ଭାରତୀୟ ସେନାର ଧ୍ରୁବ ହେଲିକପ୍ଟର...

କୋର୍ଟ କାର୍ଯ୍ୟକ୍ଷମରେ ବିଳମ୍ବ, ବଢୁଛି ଅସନ୍ତୋଷ

ଖଇରା, ୨୩।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକରେ ଜେଏମ୍‌ଏଫସି କୋର୍ଟ ପାଇଁ ସମସ୍ତ କାର୍ଯ୍ୟ ଶେଷ ପରେ ଏହା ଖୋଲିବାରେ ଅହେତୁକ ବିଳମ୍ବ ଯୋଗୁ ଜନସାଧାରଣଙ୍କ...

ନିମ୍ନମାନର ରାସ୍ତା ନିର୍ମାଣକୁ ବିରୋଧ: ଠିକାଦାରଙ୍କୁ ଘେରିଲେ ଗ୍ରାମବାସୀ

ବନ୍ତ, ୩୧।୫ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକ ଷେଣ୍ଡତିରା ପଞ୍ଚାୟତ ପରମାନନ୍ଦପୁରଠାରେ ନିର୍ମାଣାଧୀନ ପ୍ରଧାନମନ୍ତ୍ରୀ ଗ୍ରାମ୍ୟସଡ଼କ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହୋଇଛି।...

ଅନ୍ଧାରରେ ୧୦ରୁ ଊର୍ଦ୍ଧ୍ୱ ପଞ୍ଚାୟତ

ସଜନାଗଡ଼, ୧୪।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ୧୯ନଂ. ରାଜ୍ୟ ରାଜପଥ ସଜନାଗଡ଼ ପଞ୍ଚାୟତ ରାସ୍ତା ପାର୍ଶ୍ୱରେ ଥିବା ୩୩ କେଭି ବିଦ୍ୟୁତ୍‌ଖୁଣ୍ଟକୁ ଏକ ଅଜଣା...

ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ତାଲା

ଖଇରା, ୧୨।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାଦିକପୁର ୟୁଜିୟୁପି ସ୍କୁଲର ବିଜ୍ଞାନ ଶିକ୍ଷକଙ୍କୁ ବଦଳି ପ୍ରତିବାଦରେ ଗୁରୁବାର ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇ ବିରୋଧ...

ଭାଗୀଦାରିରେ ଲୋକଙ୍କୁ ମିଳି ପାରିବ ନ୍ୟାୟୋଚିତ ସେବା

ଜଳେଶ୍ୱର,୧୨।୧୧(ଡି.ଏନ.ଏ.)-ପ୍ରଶାସନ ଓ ଲୋକ ପ୍ରତିନିଧିଙ୍କ ଭାଗୀଦାରିରେ ସମସ୍ତ ଉନ୍ନୟନ କାର୍ଯ୍ୟ ସୂଚାରୁ ରୂପେ ହୋଇପାରିବ ବୋଲି କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ, ମତ୍ସ୍ୟ,...

ଉବୁଟୁବୁ କଣାସ, ବେଘର ଲୋକେ

ପୁରୀ ଅଫିସ/କଣାସ (ସ୍ବ.ପ୍ର.),୩୧ା୮: ମହାନଦୀରେ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ପୁରୀ ଜିଲାର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଜିଲା ମଧ୍ୟଦେଇ ଯାଇଥିବା ଦୟା,...

ଅସ୍ତ୍ରୋପଚାରରେ ତ୍ରୁଟି ଯୋଗୁ ଯୁବତୀଙ୍କ ମୃତ୍ୟୁ ଅଭିଯୋଗ: ମୃତଦେହ ରଖି ପରିବାର ପକ୍ଷରୁ ଧାରଣା

ସୋର, ୧୫।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ଉତ୍ତରେଶ୍ୱରଠାରେ ଥିବା ଏକ ଘରୋଇ ନର୍ସିଂହୋମ୍‌ରେ ଅସ୍ତ୍ରୋପଚାରରେ ତ୍ରୁଟି ଯୋଗୁ ଜଣେ ଯୁବତୀଙ୍କ...

Advertisement
Archives

Model This Week