ପାଟଣା ଥାନାରେ ଥାର୍ଡ ଡିଗ୍ରୀ ଭିଡିଓ ଭାଇରାଲ ଘଟଣା: ତଦନ୍ତ ଦାବିକଲେ ଅଞ୍ଚଳବାସୀ

ପାଟଣା,୨୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଆଇଆଇସି ଜଣେ ୨୨ ବର୍ଷୀୟ ମୁଦାଲାଙ୍କୁ ଥାନା ଭିତରେ ଲାଠି ଓ ଗୋଇଠା ମାରୁଥିବାର ଭିଡିଓ ସୋମବାର ଭାଇରାଲ ହେବା ପରେ ବିଭିନ୍ନ ମହଲରୁ ଘଟଣା ନିରପେକ୍ଷ ତଦନ୍ତ ପାଇଁ ଦାବି ହେଉଛି। ଏନେଇ ପାଟଣା ଅଞ୍ଚଳବାସୀଙ୍କ ପକ୍ଷରୁ ଶତାଧିକ ଲୋକଙ୍କ ଦସ୍ତଖତ ସମ୍ବଳିତ ଦାବିପତ୍ରରେ ଘଟଣାର ନିରପେକ୍ଷ ତଦନ୍ତ କରି ଦୋଷୀଙ୍କୁ ଦଣ୍ଡ ପ୍ରଦାନ ସହ ପାଟଣା ପୋଲିସ ଲୋକଙ୍କ ଆସ୍ଥା ଭାଜନ ହେବା ଲାଗି ଜିଲା ଆରକ୍ଷୀ ଅଧୀକ୍ଷକ ମିତ୍ରଭାନୁ ମହାପାତ୍ରଙ୍କୁ ଲୋକେ ବୁଧବାର ଦାବିପତ୍ର ମେଲ୍‌ ମାଧ୍ୟମରେ ପଠାଇଛନ୍ତି। ଏଥିସହ ଏହାର ନକଲ ଓଡ଼ିଶାର ମୁଖ୍ୟମନ୍ତ୍ରୀ,ପୋଲିସ ମହାନିର୍ଦ୍ଦେଶକ, କେନ୍ଦୁଝର ଏମ୍‌ପି, ପାଟଣା ବିଧାୟକ, କେନ୍ଦୁଝର ଜିଲାପାଳ ଓ ଘଟଗାଁ ଏସ୍‌ଡିପିଓଙ୍କୁ ଡାକ ଯୋଗେ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶର୍ଟ ସର୍କିଟରୁ ମୁଖ୍ୟମନ୍ତ୍ରୀ ବସ୍‌ରେ ଲାଗିଲା ନିଆଁ, ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ୨୦ ଯାତ୍ରୀଙ୍କ ଜୀବନ

ବେଲଗୁଣ୍ଠା, ୨୩ା୭(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର ବେଲଗୁଣ୍ଠା ବ୍ଲକ ଅଞ୍ଚଳରେ ଏକ ବଡ଼ ଧରଣର ବସ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଡ୍ରାଇଭରଙ୍କ ସମୟୋଚିତ ପଦକ୍ଷେପ ଯୋଗୁଁ ବସରେ…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି

ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍‌ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri