ପାଟଣା ବ୍ଲକର ପ୍ରଥମ କରୋନା ଆକ୍ରାନ୍ତ ୧୮ ବର୍ଷର ଯୁବକ

ପାଟଣା,୨୬।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତର ଜଣେ ୧୮ ବର୍ଷୀୟ ଯୁବକ କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ଏନେଇ ମଙ୍ଗଳବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଉକ୍ତ ଯୁବକ ଜଣକ ଚେମେଣା ସ୍ଥିତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିଲେ। ଉକ୍ତ ଯୁବକ ଗୁଜୁରାଟ ଅହମଦବାଦର ଏକ କାରଖାନାରେ କାମ କରୁଥିଲେ। ଗତ ୧୯ରେ ଉକ୍ତ ଯୁବକ ଟ୍ରେନ୍‌ରେ ଆସି ଭଦ୍ରକରେ ଓହ୍ଲାଇବା ପରେ ସେଠାରୁ ବସ୍‌ ଯୋଗେ ପାଟଣା ମୁଖ୍ୟାଳୟରେ ପହଞ୍ଚିଥିଲେ। ଫିଭର କ୍ଲିନିକରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ପରେ ତାଙ୍କୁ ଚେମେଣା ସ୍ଥିତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଥିଲା। ସୋମବାର ଯୁବକଙ୍କ ଆସିଥିବା ସ୍ବାବ ରିପୋର୍ଟରେ କରୋନା ପଜିଟିଭ୍‌ ବାହାରିଥିଲା। ଏହାପରେ ତାଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଅପରପକ୍ଷେ ତାଙ୍କ ସହ ଗୋଟିଏ କକ୍ଷରେ ରହୁଥିବା ଅନ୍ୟ ବ୍ୟକ୍ତିମାନଙ୍କ ସ୍ବାବ ପରୀକ୍ଷା ପାଇଁ ପଠାଯିବ ବୋଲି ସୂଚନା ମିଳିଛି। ମଙ୍ଗଳବାର ପାଟଣା ଅଗ୍ନିଶମ ବାହିନୀ ସମ୍ପୃକ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ବିଶୋଧିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଡିକାଲ କାନ୍ଥ ଡେଇଁ କରୋନା ଆକ୍ରାନ୍ତ ଚମ୍ପଟ୍‌

ନବରଙ୍ଗପୁର,୬।୭(ଡି.ଏନ.ଏ.)-ନବରଙ୍ଗପୁରସ୍ଥିତ କୋଭିଡ୍‌ ହସ୍ପିଟାଲରୁ ଜଣେ କରୋନା ଆକ୍ରାନ୍ତ ଚମ୍ପଟ ମାରିଛନ୍ତି। ଏ ନେଇ ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷ କୁମାର ନାଗ ନବରଙ୍ଗପୁର ଥାନାରେ ଏତଲା ଦେଇଛନ୍ତି।...

ବାଲିଗୁଡାର ପୂର୍ବତନ ବିଧାୟକ ସାହୁରା ମଲ୍ଲିକଙ୍କ ପରଲୋକ

ବାଲିଗୁଡା,୧୬ା୮(ଡି.ଏନ.ଏ.)- କନ୍ଧମାଳ ଜିଲା ବାଲିଗୁଡାର ପୂର୍ବତନ କଂଗ୍ରେସ ବିଧାୟକ ସାହୁରା ମଲ୍ଲିକଙ୍କ ଶୁକ୍ରବାର ୮୫ ବର୍ଷରେ ପରଲୋକ ଘଟିଛି। କିଛିଦିନ ଧରି ସେ ଅସୁସ୍ଥ ଥିଲେ।...

ଗୁରୁପୂଜନ, ପ୍ରତିଭା ସମ୍ମାନ ଉତ୍ସବ ଅନୁଷ୍ଠିତ

ତାଳଚେର,୫।୯(ନି.ପ୍ର.):ଆମ ପ୍ରତିଭା ଆମ ପରିଚୟ ପରିବାର ପକ୍ଷରୁ ଗୁରୁପୂଜନ ଓ ପ୍ରତିଭା ସମ୍ମାନ ଉତ୍ସବ ସ୍ଥାନୀୟ ଅଫିସର୍ସ କ୍ଲବ ମଙ୍ଗଳମ ଦେଉଳ ବେଡାଠାରେ ଅନୁଷ୍ଠିତ ହୋଇଯାଇଛି।...

ଚାଷଜମି ଫାଟି ଆଁ, ଚିନ୍ତାରେ ଚାଷୀ

କୃଷ୍ଣପ୍ରସାଦ,୨୦ା୮(ଡି.ଏନ୍‌.ଏ.): ବର୍ଷା ଅଭାବରୁ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଞ୍ଚଳରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି। କ୍ଷେତରେ ଧାନ ଫସଲ କରାଯାଇଥିଲେ ମଧ୍ୟ ପାଣି ନ...

ଆଜିଠୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍‌ ମୋଡ୍‌ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ...

ଗିରଫ ହେଲେ ଚିଟଫଣ୍ଡ ସଂସ୍ଥାର ମାଲିକ

ବ୍ରହ୍ମପୁର ଅଫିସ,୧୧ା୨: ଟାଉନ ଥାନା ପୋଲିସ ୱାରେଣ୍ଟ ବଳରେ ଏକ ଚିଟଫଣ୍ଡ ସଂସ୍ଥାର ମାଲିକଙ୍କୁ ଗିରଫ କରିଛି। ସେ ହେଲେ ଗ୍ରୀନ୍‌ ଇଣ୍ଡିଆ ଚିଟଫଣ୍ଡ ସଂସ୍ଥାର...

ଜିଲାର ଉନ୍ନତି ପାଇଁ ପ୍ରସ୍ତୁତ ହେଲା ଭିଜନ ବାଲେଶ୍ୱର ୨୦୩୦

ବାଲେଶ୍ୱର ଅଫିସ, ୧୨।୬ ବାଲେଶ୍ୱର ସହରସ୍ଥିତ ଟେକ୍‌ନିକାଲ ପଡିଆ ଛକରେ ଥିବା ଏକ ଘରୋଇ ହୋଟେଲ ସମ୍ମିଳନୀ କକ୍ଷରେ ସାମାଜିକ ସଙ୍ଗଠନ ଫ୍ୟୁଚର ବାଲେଶ୍ୱର ପକ୍ଷରୁ...

ଆଜି ରାଜ୍ୟରୁ ୧୩୪ ପଜିଟିଭ୍‌ ଚିହ୍ନଟ, କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ସୋମବାର ରାଜ୍ୟରେ ୧୩୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୪୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା...

Advertisement
Archives

Model This Week