ପାଟଣା ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ

ପାଟଣା,୨୬।୧(ସ୍ବ.ପ୍ର.): ଜିଲାସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ କେନ୍ଦୁଝର ଜିଲା ମୁଖ୍ୟାଳୟ ଷ୍ଟାଡିୟମରେ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ କେନ୍ଦୁଝର ଜିଲା ପାଟଣା ଥାନାକୁ ଶେଷ୍ଠ ଥାନା ଭାବରେ ପୁରସ୍କୃତ କରାଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଯୋଗ ଦେଇଥିଲେ। ପାଟଣା ଥାନାଧିକାରୀ ସନ୍ଧ୍ୟାରାଣୀ ଜେନା ମନ୍ତ୍ରୀଙ୍କଠାରୁ ଏହି ପୁରସ୍କାର ଓ ମାନପତ୍ର ଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଆଶିଷ ଠାକ୍‌ରେ, ଜିଲା ଆରକ୍ଷୀ ଅଧୀକ୍ଷକ ମିତ୍ରଭାନୁ ମହାପାତ୍ର ଓ ଜିଲାର ସମସ୍ତ ଉଚ୍ଚପଦସ୍ଥ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବଭାରତୀୟ ପ୍ରଧାନପାଟ କପ୍‌ ଫୁଟବଲ ଟୁର୍ନାମେଣ୍ଟ :ନାଲକୋ ଚାମ୍ପିୟନ

ଦେବଗଡ଼଼,୧୩ା୧(ଡି.ଏନ.ଏ.): ଦେବଗଡ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ସର୍ବଭାରତୀୟ ପ୍ରଧାନପାଟ କପ ଫୁଟବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି ା ଫାଇନାଲ ମ୍ୟାଚ ଅନୁଗୋଳ ଜିଲା ନାଲକୋ...

ବଳାତ୍କାର ଘଟଣା : ୮ ସପ୍ତାହ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

କଟକ ଅଫିସ,୨୧ା୧୦ : ନିଆଳି ଥାନା ଅଞ୍ଚଳରେ ଗତ ଅଗଷ୍ଟ ୮ରେ ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତ ଦିପୁନା ଭୋଇଙ୍କୁ ଗିରଫ...

ଅନ୍ତର୍ଜାତୀୟ ପର୍ଯ୍ୟାୟ ସାରଣୀ ବର୍ଷ ପାଳନ

ବଲାଙ୍ଗୀର ଅଫିସ, ୨୦।୮: ବଲାଙ୍ଗୀର ନବଜୀବନ ବିଦ୍ୟାପୀଠ ପରିସରରେ ବଲାଙ୍ଗୀର ବିଜ୍ଞାନ ସାହିତ୍ୟ ପରିଷଦ ପକ୍ଷରୁ ନବଜୀବନ ବିଦ୍ୟାପୀଠ ଓ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ...

‘ସମନ୍ବୟ ରହିଲେ ଜୀବନ ବଞ୍ଚତ୍ବ’

ବଲାଙ୍ଗୀର ଅଫିସ,୧୧ା୩: ବଲାଙ୍ଗୀର ଜିଲା ଜରୁରୀକାଳୀନ ଅପରେଶନ ସେଣ୍ଟର ଓ ଜିଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ପକ୍ଷରୁ ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର...

ବାୟୁସେନା ବିମାନ ଭଗ୍ନାବଶେଷ ଠାବ ପରେ ଆଶଙ୍କାରେ ବଳିଆପଲ୍ଲୀବାସୀ

କବିସୂର୍ଯ୍ୟନଗର,୧୨ା୬- ନିଖୋଜ ଭାରତୀୟ ବାୟୁସେନା (ଆଇଏଏଫ୍‌) ବିମାନ ଏଏନ୍‌-୩୨ର ଧ୍ୱଂସାବଶେଷ ମଙ୍ଗଳବାର ଠାବ ହୋଇଛି। ସୋମବାର ଆସାମ ଜୋରହାଟରୁ ବାହାରି ଅରୁଣାଚଳ ପ୍ରଦେଶ ମେଚୁକା ଯାଉଥିବାବେଳେ...

ବିଜୁ ଯୁବ ଜନତା ପକ୍ଷରୁ ମାସ୍କ, ସାନିଟାଇଜର ବଣ୍ଟନ

ରେମୁଣା, ୧୬।୪(ଡି.ଏନ୍‌.ଏ.)-ରେମୁଣା ବ୍ଲକର ନୂଆପାଢ଼ୀ, ବଡ଼ପାଳ ଓ ହରିପୁର ପଞ୍ଚାୟତର ବିଭିନ୍ନ ଗଁାରେ ବିଜୁ ଯୁବ ଜନତା ପକ୍ଷରୁ ମାସ୍କ, ସାବୁନ ଓ ସାନିଟାଇଜର ବଣ୍ଟନ...

ରୌଦ୍ରତାପରେ ଜଳୁଛି ଟିଟିଲାଗଡ଼, ବଲାଙ୍ଗୀର

  ବଲାଙ୍ଗୀର ଅଫିସ, ୨୬ା୫ ବଲାଙ୍ଗୀର ଜିଲାରେ ଗତ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ଜାରି ରହିଛି ା ରାଜ୍ୟର ସର୍ବାଧିକ ତାପମାତ୍ରା ଟିଟିଲାଗଡ଼ରେ ରେକର୍ଡ...

ଗୋଲାପଲ୍ଲୀରେ ବୋମାମାଡ଼

ଛତ୍ରପୁର,୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ଗୋଲାପଲ୍ଲୀ ଗ୍ରାମରେ ଜନୈକ ବ୍ୟକ୍ତିଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଶନିବାର ବିଳମ୍ବିତ ରାତିରେ ଗ୍ରାମର ବି.ଉଦୟନାଥ...

Advertisement
Archives

Model This Week