ଭବାନୀପାଟଣା,୮।୬(ଡ.ଏନ୍.ଏ.): ବଲାଙ୍ଗୀର ଜିଲା ପାଟନାଗଡ଼ ନବନିର୍ବାଚିତ ବିଧାୟକ ସରୋଜ ମେହେର ଆଦିବାସୀ ସମ୍ପ୍ରଦାୟର ଜନୈକ କନିଷ୍ଠ ଯନ୍ତ୍ରୀଙ୍କୁ ବେଆଇନ ଭାବେ ସର୍ବସାଧାରଣରେ ଉଠ୍ବସ୍ କରାଇବା ଓ ଜନସାଧାରଣଙ୍କ ସମ୍ମୁଖରେ ଜାତିଆଣ ଆକ୍ଷେପକରି ଗାଳିଗୁଲଜ କରିବା ଘଟଣାରେ ସମ୍ପୃକ୍ତ ବିଧାୟକ ଓ ନିର୍ବାହୀଯନ୍ତ୍ରୀଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି ହୋଇଛି। ଦାବି ପୂରଣ ନ ହେଲେ ବାଧ୍ୟହୋଇ ସାରା ରାଜ୍ୟର ଆଦିବାସୀ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନାମତ୍କ ପନ୍ଥା ଗ୍ରହଣ କରିବେ ବୋଲି ଶୁକ୍ରବାର ଆଦିବାସୀ କଲ୍ୟାଣ ସଂଘ କଳାହାଣ୍ଡି ଶାଖା ତରଫରୁ ଚେତାବନୀ ଦିଆଯାଇଛି। ଘଟଣାରୁ ପ୍ରକାଶ ଯେ, ନିମ୍ନମାନର କାମକୁ ନେଇ ପାଟନାଗଡ଼ ନବନିର୍ବାଚିତ ବିଧାୟକ ସରୋଜ କୁମାର ମେହେର ସର୍ବସାଧାରଣଙ୍କ ସମ୍ମୁଖରେ ପାଟନାଗଡ଼ ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଜୟନ୍ତ କୁମାର ଶବରଙ୍କୁ ଉଠ୍ବସ୍ କରାଇବା ସହିତ ଜାତିଆଣ ଆକ୍ଷେପକରି ଅଶ୍ଳୀଷ ଭାଷାରେ ଗାଳିଗୁଲଜ କରିବା ଏବଂ ବିଧାୟକ ମେହେରଙ୍କ ନିର୍ଦ୍ଦେଶ କ୍ରମେ ନିର୍ବାହୀଯନ୍ତ୍ରୀ ଲୋକନାଥ ମିଶ୍ର ସଂପୃକ୍ତ କନିଷ୍ଠ ଯନ୍ତ୍ରୀ ଶ୍ରୀ ଶବରଙ୍କୁ ଗାଲରେ ଚାପୁଡା ମାରିଥିଲେ।
ପାଟନାଗଡ଼ ବିଧାୟକ, ନିର୍ବାହୀଯନ୍ତ୍ରୀଙ୍କୁ ତୁରନ୍ତ ଗିରଫ ଦାବି: ଦାବି ପୂରଣ ନ ହେଲେ ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ
ଶୀତରେ ଥରୁଛି କଳାହାଣ୍ଡି
ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...
୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…
ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...
ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ…
ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...
ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…
ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I ମୃତ ବୃଦ୍ଧା...
ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା
ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...
ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…
ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...
ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ
ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ...
ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ
ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ...
Archives


