ପାଟପୁର ପୋଲିସ ପକ୍ଷରୁ ରନ୍ଧାଖାଦ୍ୟ ବଣ୍ଟନ

ପାଟପୁର,୧୬ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଟପୁର ପୋଲିସ କର୍ମଚାରୀ କରୋନା ଲକ୍‌ଡାଉନ୍‌ ସମୟରେ ଗରିବ ଅସହାୟ ଲୋକଙ୍କୁ ସହାୟତା ଯୋଗାଇ ଦେବାକୁ ଆଗେଇ ଆସିଛନ୍ତି। ପାଟପୁର ଥାନାଧିକାରୀ ନିଜ ଅର୍ଥରେ ସମାଜର ଗରିବ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇଛନ୍ତି।ପାଟପୁର, ରାଧାଦେଇପୁର, ମହାନଳା, ପଳାସପୁର, ଏରେଣ୍ଡ୍ରl ଗ୍ରାମର ଗରିବ ଲୋକଙ୍କୁ ଖାଇବାକୁ ଦେଇଥିଲେ। ଲକ୍‌ଡାଉନ୍‌ ସରିବା ପର୍ଯ୍ୟନ୍ତ ଏପରି ଖାଦ୍ୟ ଯୋଗାଇ ଦିଆଯିବ ବୋଲି ଥାନାଧିକାରୀ କହିଛନ୍ତି। ଉକ୍ତ କାର୍ଯ୍ୟରେ ଏସ୍‌ଆଇ ଶୁଭ୍ରଜିତ ସାମନ୍ତରାୟ ଓ ଅନ୍ୟ ପୋଲିସ କର୍ମଚାରୀ ତାଙ୍କୁ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Why Dharitri