ପାଟ୍ରୋଲିଂ ବେଳେ ମଦ ଜବତ: ଜଣେ ଗିରଫ

ଧାମନଗର,୧୮।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଥାନା ପୋଲିସ ସୋମବାର ରାତିରେ ଭଗବାନପୁର ଛକ ନିକଟରୁ ଜଣଙ୍କୁ ଗିରଫ କରିଛି। ତାଙ୍କଠାରୁ ୩୧ ବୋତଲ (୬ ଲିଟର ୨ ଶହ ଗ୍ରାମ) ଦେଶୀ ମଦ ଜବତ କରିଛି। ଅଭିଯୁକ୍ତ ଜଣକ ହେଲେ ଭଗବାନପୁର ଗ୍ରାମର ରମେଶ ବେହେରା। ପୋଲିସ ପାଟ୍ରୋଲିଂ କରୁଥିବାବେଳେ ରମେଶଙ୍କୁ କାବୁ କରିଥିଲା। ଏ ନେଇ ଥାନାରେ ନଂ. ୩୫/୨୦ରେ ମାମଲା ରୁଜୁ ହୋଇ ମଙ୍ଗଳବାର ରମେଶଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri