ପାଟ୍ରୋଲିଂ ସମୟରେ ଚୋରା ଗାଡ଼ି ଧରିଲା ପୋଲିସ

ଆଠଗଡ଼,୧୩।୩(ସ୍ବ.ପ୍ର.): ଚୋରଙ୍କୁ ଅଡୁଆ ଏବେ ପୋଲିସର ଚେକିଂ। ଏହାର ପ୍ରଭାବ ଆଠଗଡ଼ରେ ଦେଖିବାକୁ ମିଳିଛି। ଗୁରୁବାର ରାତିରେ ଏକ ଚାରିଚକିଆ ଚୋରା ଗାଡ଼ିକୁ ଦୁର୍ବୃତ୍ତମାନେ ଆଠଗଡ଼ ରଥଗଡ଼ା ଛକଠାରେ ଛାଡ଼ି ଫେରାର ହୋଇଯାଇଥିଲେ। ଏହାକୁ ପାଟ୍ରୋଲିଂ କରୁଥିବା ପୋଲିସ ଉଦ୍ଧାର କରିଛି। ଏହି ଚୋରା ଗାଡ଼ିର ମାଲିକ ତାଳଚେର ଅଞ୍ଚଳର ବୋଲି ଜଣାପଡ଼ିଛି। ଗତ ୮ ତାରିଖ ରବିବାର ଗାଡ଼ି ନଂ. ଓଡି ୦୨-ଜେଡ୍‌ ୬୩୫୩ ଚୋରି ହୋଇଥିବା ନେଇ ତାଳଚେର-ବିକ୍ରମପୁର ଥାନାରେ ଲିଖିତ ଅଭିଯୋଗ କରିଥିବା ଗାଡ଼ି ମାଲିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିକ୍‌ଅପ୍‌ ଭ୍ୟାନ, ୧୫ ଆହତ

ପଦ୍ମପୁର,୧୨ା୧୦(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା ହର୍ଲାଗୁଡା ଗ୍ରାମ ନିକଟ ବୁଲାଣି ରାସ୍ତାରେ ଏକ ପିକ୍‌ଅପ୍‌ ଭ୍ୟାନ ଓଲଟି ପଡିବାରୁ ୧୫ ଜଣ ଆହତ ହୋଇଛନ୍ତି ା ସେମାନଙ୍କୁ...

ସରକାରୀ ଯୋଜନାରେ ଅନିୟମିତତା ଅଭିଯୋଗ: ପ୍ରତିବାଦରେ ଭାଜପାର ଗଣଧାରଣା

ବାସୁଦେବପୁର,୧୧।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ଅନ୍ତ୍ୟୋଦୟ ଯୋଜନାରେ ଅନିୟମିତତା ହୋଇଥିବା ଭାଜପା ଅଭିଯୋଗ କରିଛି।...

ଓଡ଼ିଶାରେ ଶାହା: ପୂର୍ବାଞ୍ଚଳ ଜୋନ୍‌ ପରିଷଦ ବୈଠକରେ ଯୋଗ ଦେଲେ

ଭୁବନେଶ୍ୱର, ୨୭।୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକରେ ଯୋଗ ଦେଇଛଛନ୍ତି। ବିମାନ...

ସେବାଶ୍ରମ ଛାତ୍ରୀଙ୍କୁ ପଢ଼ାଇଲେ ମନ୍ତ୍ରୀ

ଦାରିଙ୍ଗବାଡି,୧୭ା୧୨(ଡି.ଏନ୍‌.ଏ.)-ଆଇଟି ଏବଂ କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଦାରିଙ୍ଗବାଡି ବ୍ଲକ ଗସ୍ତରେ ଆସିଥିଲେ। ସୋମବାର ପୂର୍ବାହ୍ନରେ ସ୍ଥାନୀୟ କନ୍ୟାଶ୍ରମକୁ ଯାଇଥିବା ବେଳେ ସେଠାରେ...

ଗ୍ରାହକଙ୍କୁ ଲୁଟିବାକୁ ସୁଯୋଗ ଦେଉଛନ୍ତି ସରକାର

ବ୍ରହ୍ମପୁର ଅଫିସ୍‌,୧୪ା୭-ରାଜ୍ୟର ୪ ଡିସ୍‌କମ୍‌(ବିଦ୍ୟୁତ୍‌ ବିତରଣ ସଂସ୍ଥା) ଯଥା ସାଉଥ୍‌କୋ, ସେସୁ, ନେସ୍‌କୋ ଏବଂ ୱେସ୍‌କୋକୁ ସମ୍ପୂୂର୍ଣ୍ଣ ଭାବେ ଘରୋଇ ସଂସ୍ଥା ହାତକୁ ଟେକିଦେବା ପାଇଁ...

ରାସ୍ତାରେ ଉପୁଡ଼ିପଡ଼ିଛି ବିଦ୍ୟୁତ୍‌ ଖୁଣ୍ଟ: ଯାତାୟାତ ବାଧାପ୍ରାପ୍ତ

ରତ୍ନଗିରି,୨୦ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅନ୍ତର୍ଗତ କିମ୍ଭିରିଆପାଳ ପଞ୍ଚାୟତର ମିଳିମିଳାପୁର ଗ୍ରାମରେ ବାତ୍ୟା ଅମ୍ଫନ୍‌ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ଯୋଗୁ ରାସ୍ତାରେ...

ଲକଡାଉନ୍‌ ବେଳେ ମଦ ଦୋକାନ ସିଲ୍‌ ଭଙ୍ଗାଗଲା

ଯୋଡ଼ା,୧୫।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ସହରର ବାଂଶପାଣି ରୋଡ୍‌ ନିକଟରେ ଥିବା ଏକ ବିଦେଶୀ ମଦ ଦୋକାନରେ ସିଲ୍‌ ଭଙ୍ଗାଯାଇଛି। ଅବକାରୀ ବିଭାଗର ଜଣେ ଅଧିକାରୀ...

ବିଳମ୍ବ ବ୍ୟୟ ବୃଦ୍ଧି

ଅବିଭକ୍ତ ଗଞ୍ଜାମ (ଗଜପତି ସହ) ଜିଲାର ପ୍ରାୟ ୭୦% ଜନସାଧାରଣ କେବଳ କୃଷି କାର୍ଯ୍ୟ ଉପରେ ନିର୍ଭର କରନ୍ତି। ତେବେ ଚାଷ ପାଇଁ ସେଚ ବ୍ୟବସ୍ଥାର...

Coronavirus Update

Archives

Model This Week

Why Dharitri