ପାଣିଘେରରେ ଅଙ୍ଗନବାଡ଼ି କେନ୍ଦ୍ର, ପଦକ୍ଷେପ ନେବାକୁ ଗ୍ରାମବାସୀଙ୍କ ଦାବି

ମାଲକାନଗିରି,୬ା୭(ଡି.ଏନ୍‌.ଏ.) : କୋମଳମତି ଶିଶୁଙ୍କ ଶିକ୍ଷା ଏବଂ ସ୍ବାସ୍ଥ୍ୟରେ ଉନ୍ନତି ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର ଅନେକ ଯୋଜନା ମାଧ୍ୟମରେ ବିପୁଳ ଅର୍ଥ ବ୍ୟୟ କରୁଛନ୍ତି। କିନ୍ତୁ ଲଗାଣ ବର୍ଷାରେ କେନ୍ଦ୍ର ମଧ୍ୟରେ ପାଣି ପଶି ଯିବାରୁ ସେହି ପାଣି ଭିତରେ ପିଲାମାନେ ଖେଳକୁଦ, ପାଠପଢ଼ା ଏବଂ ଖାଦ୍ୟ ଖାଉଥିବା ଦେଖିବାକୁ ମିଳିଛି। ଏପରି ଏକ ଦୃଶ୍ୟ ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ସାଲିମି ଗ୍ରାମରେ ଥିବା ଅଙ୍ଗନବାଡ଼ି କେନ୍ଦ୍ରରେ ଦେଖିବାକୁ ମିଳିଛି। ଉକ୍ତ କେନ୍ଦ୍ରର ୪୦ରୁ ଊର୍ଦ୍ଧ୍ୱ ଶିଶୁ ବର୍ଷାରେ ଅକଥନୀୟ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ଫଳରେ ଏହି ଶିଶୁମାନଙ୍କର ସ୍ବାସ୍ଥ୍ୟ ବିଗିଡ଼ିବା ସହ ଜ୍ୱର ଏବଂ ଡାଇରିଆ ହେବାର ସମ୍ଭାବନା ରହିଛି। ତୁରନ୍ତ ଜିଲା ପ୍ରଶାସନ ପଦକ୍ଷେପ ନେବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

ବଢ଼ିବ ତାତି: ଗରମ-ଗୁଳୁଗୁଳିରେ ଛଟପଟ ହେବେ ଏସବୁ ଜିଲାର ଲୋକେ, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୦।୪: ରାଜ୍ୟରେ ପାରଦ ପୁଣି ଉପରମୁହାଁ ହେବ। ଦୁଇଦିନ ମଧ୍ୟରେ ୪ରୁ ୬ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ। ବିଶେଷକରି ଶନିବାର ୧୧ ତାରିଖରୁ ପଶ୍ଚିମ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri