ପାଣିରୁ ଯୁବକଙ୍କୁ ଉଦ୍ଧାର କରିଥିବା ଆଗ୍ନିକଙ୍କୁ ପ୍ରଶଂସା

ଆଗ୍ନିକ ପ୍ରକାଶ କୁମାର ବଳଙ୍କୁ ସ୍ଥାନୀୟ ଅଞ୍ଚଳବାସୀ ବେଶ୍‌ ପ୍ରଶଂସା କରୁଛନ୍ତି। ପାଲଲହଡ଼ା ଦମକଳ କେନ୍ଦ୍ରର ମୁଖ୍ୟ ଆଗ୍ନିକ ଭାବେ କାର୍ଯ୍ୟରତ ପ୍ରକାଶ ନିଜ ଜୀବନକୁ ବିପଦରେ ପକାଇ ଯେପରି ଉଦ୍ଧାର କାର୍ଯ୍ୟ କଲେ ତାହା ସ୍ଥାନୀୟ ଲୋକଙ୍କ ମନକୁ ବେଶ୍‌ ଛୁଇଁଛି। ଗତ ସପ୍ତାହରେ ଲଗାଣ ବର୍ଷା ଯୋଗୁ ଅନ୍ଧାରି ନାଳରେ ହଠାତ୍‌ ବଢି ପାଣି ଆସିଯାଇଥିଲା। ସେହି ସମୟରେ ଶୌଚ ହେବାକୁ ଯାଇଥିବା ସ୍ଥାନୀୟ ଅଞ୍ଚଳର ଦୋଳଗୋବିନ୍ଦ ଦାସ ଓ ସୁଶାନ୍ତ କୁମାର ନାୟକ ପାଣିରେ ଭାସିଯାଇଥିଲେ। ଖବରପାଇ ପ୍ରକାଶ ଅନ୍ୟ କର୍ମଚାରୀଙ୍କ ସହ ସେଠାରେ ପହଞ୍ଚି ପ୍ରାୟ ୫ ଶହ ମିଟର ପ୍ରଖର ଜଳସ୍ରୋତରେ ଭିତରକୁ ଯାଇ ଦଉଡି ସାହାଯ୍ୟରେ ଦୋଳଗୋବିନ୍ଦଙ୍କୁ ଉଦ୍ଧାର କରିବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଉଳୁଛି କୁମ୍ଭକାରଙ୍କ ଆଶା

ବଅଁରପାଳ,୧ା୯(ଡି.ଏନ.ଏ.) – ଖରା ହେଉ କି ବର୍ଷା, ସର୍ବଦା ଚଳଚଞ୍ଚଳ ଥାଏ କୁମ୍ଭାରଶାଳ। ବର୍ଷକ ବାର ମାସ ମାଟି ସାମଗ୍ରୀ ବିକି ଭଲ ଆୟ କରନ୍ତି...

ମୃଦୁ ପାନୀୟରେ ନିଶା ଦେଇ ଯୁବକଙ୍କଠାରୁ ମୋବାଇଲ, ଟଙ୍କା ଲୁଟ୍‌; ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର

ଅନୁଗୋଳ ଅଫିସ,୨୦।୬: ଅନୁଗୋଳ ଜାମୁଣ୍ଡା ଜଙ୍ଗଲ ଅଞ୍ଚଳର ଜଣେ ଯୁବକଙ୍କୁ ମୃଦୁ ପାନୀୟରେ ନିଶା ଦେଇ ଲୁଟ୍‌ କରାଯାଇଥିବା ଗୁରୁବାର ଅଭିଯୋଗ ହୋଇଛି। ଲୁଟ୍‌ର ଶିକାର...

ତାଳଚେର ବାଣିଜ୍ୟକର କାର୍ଯ୍ୟାଳୟ ପ୍ରତି ଅବହେଳା:ବର୍ଷେ ହେଲା ବନ୍ଦ ଘରେ ଅଫିସ ସାମଗ୍ରୀ

ତାଳଚେର, ୨ା୭(ନି.ପ୍ର.)ବାର୍ଷିକ ୬ ଶହ କୋଟି ରାଜସ୍ବ ଦେଉଥିବା ତାଳଚେର ବାଣିଜ୍ୟକର କାର୍ଯ୍ୟାଳୟ ପ୍ରତି କରାଯାଉଛି ଚରମ ଅବହେଳା। ଭଡ଼ା ଘରେ ଚାଲିଆସିଥିବା ଏହି କାର୍ଯ୍ୟାଳୟ...

ସହାୟତା ଡେସ୍କରୁ ମିଳୁନି ସହଯୋଗ

ଅନୁଗୋଳ ଅଫିସ, ୩୦।୧୧: ମେଡିକାଲ ଆସିଥିବା ରୋଗୀଟିଏ ଉପଯୁକ୍ତ ଚିକିତ୍ସା ସେବା ପାଇପାରୁ ନ ଥିବା ଅନେକ ସମୟରେ ଦେଖାଯାଇଥାଏ। ଏପରି କି ବିଭାଗୀୟ ଡାକ୍ତରଙ୍କ ନିକଟରେ...

ଭିଜିଲାନ୍ସ ହାତରୁ ବଞ୍ଚିବା ପାଇଁ ଲାଟିନ୍‌ ପ୍ୟାନ୍‌ରେ ଟଙ୍କା ଫୋପାଡିଲେ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟର ଅମିନ

କଣିହାଁ,୧।୧୦(ଡି.ଏନ.ଏ): ଅନୁଗୋଳ ଜିଲା କଣିହାଁ ଆର୍‌.ଆଇ ଅଫିସରେ କାର୍ଯ୍ୟରତ ଅମିନ ସୌମ୍ୟରଞ୍ଜନ ଦାସ ଲାଞ୍ଚ ନେଇ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କଣିହାଁ ବ୍ଲକ ତେଲସିଂହା...

ପରୀକ୍ଷା ବାତିଲ ଦାବିରେ ବିକ୍ଷୋଭ

ଅନୁଗୋଳ ଅଫିସ,୧।୨ ଯୁକ୍ତ ୨ ବୋର୍ଡ ପରୀକ୍ଷା ବାତିଲ ଦାବିରେ ଅନୁଗୋଳ ଜିଲାର ବିଭିନ୍ନ ମହାବିଦ୍ୟାଳୟ ଛାତ୍ରମାନେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲାପାଳଙ୍କୁ...

ଶ୍ରାବଣ ଶେଷ ସୋମବାର: ଛେଣ୍ଡିପଦାର ସମସ୍ତ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଛେଣ୍ଡିପଦା,୧୨।୮(ଡିଏନଏ): ଅନୁଗୋଳ ଜିଲାର ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଥିବା ସମସ୍ତ ଶୈବପୀଠ ତଥା ଶିବ ମନ୍ଦିରରେ ପବିତ୍ର ଶ୍ରାବଣ ମାସର ଶେଷ ସୋମବାର ଅବସରରେ ଶ୍ରଦ୍ଧାଳୁଙ୍କ...

ବଢ଼ାଇଦେଲେ ବଜାର ଦର

ଅନୁଗୋଳ ଅଫିସ,୫ା୫ – ଲକ୍‌ଡାଉନ୍‌ ନେଇ ରାଜ୍ୟ ସରକାରଙ୍କ ଘୋଷଣା ପୂର୍ବରୁ ଅନୁଗୋଳ ବଜାରରେ ଆଳୁ ଦର ଠିକ୍‌ଠାକ୍‌ ଥିଲା। ପରିବା ମୂଲ୍ୟ ମଧ୍ୟ ସେପରି...

Advertisement
Archives

Model This Week