ପାଣିରେ ବୁଡ଼ି ଯୁବକଙ୍କ ମୃତ୍ୟୁ

ଉଦଳା,୨ା୧(ଡି.ଏନ୍‌.ଏ.)- ନୂଆ ବର୍ଷକୁ ସ୍ବାଗତ କରିବା ନିମନ୍ତେ ସମସ୍ତେ ମସଗୁଲ୍‌ ଥିବା ବେଳେ ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଆମ୍ବଡିହା ଗ୍ରାମରେ ଏକ ଅଘଟଣ ଘଟିଛି। ଗାଧୋଇବା ପାଇଁ ନଦୀକୁ ଯାଇଥିବା ବେଳେ ପାଣିରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୁରୁଭା ସିଂଙ୍କ ପୁଅ ସୁଶାନ୍ତ ସିଂ(୨୨)। ପୂର୍ବାହ୍ନ ୧୧ଟା ସମୟରେ ସେ ଗ୍ରାମ ନିକଟରେ ପ୍ରବାହିତ ଦେଓ ନଦୀକୁ ଗାଧୋଇବାକୁ ଯାଇ ଦୀର୍ଘ ସମୟ ଧରି ଘରକୁ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ନଦୀ ପଠାରେ ତାଙ୍କର ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ ା ଖବରପାଇ ଉଦଳା ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଫି’ ବୃଦ୍ଧିକୁ ନେଇ ଛାତ୍ର ଅଶାନ୍ତି

ଉଦଳା,୪ ।୨(ଡି.ଏନ.ଏ.) ବର୍ଦ୍ଧିତ ଫି’କୁ ନେଇ ମୟୂରଭଞ୍ଜ ଜିଲା ଉଦଳା କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଛି। ଏନେଇ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରମାନେ କଲେଜ...

ଦୁର୍ଘଟଣାରେ ଗଲା ୨ ଜୀବନ

ବାରିପଦା ଅଫିସ,୩୦ା୭: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ସାନମଣଦା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ...

ଅମର୍ଦ୍ଦାରୋଡ ଏୟାରଷ୍ଟ୍ରିପ୍‌ କାର୍ଯ୍ୟକ୍ଷମ ପାଇଁ କେନ୍ଦ୍ରକୁ ଚିଠି

ବାଲେଶ୍ୱର ଅଫିସ/ବାରିପଦା ଅଫିସ,୧୬।୨:  ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ସୀମାରେ ଥିବା ରାସଗୋବିନ୍ଦପୁର ନିକଟ ଅମର୍ଦ୍ଦାରୋଡ ଏୟାରଷ୍ଟ୍ରିପ୍‌ କାର୍ଯ୍ୟକ୍ଷମ ପାଇଁ ଆଶା ସଞ୍ଚାର ହୋଇଛି। ଏନେଇ...

ଜବରଦଖଲ ଉଚ୍ଛେଦ ନୋଟିସକୁ ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘର ବିରୋଧ

ବାରିପଦା ଅଫିସ,୨୯।୭- ବାରିପଦା ସହର ଦେବେନ୍ଦ୍ରପୁରରେ ବସବାସ କରୁଥିବା ପଟ୍ଟା ବିହୀନ ବାସିନ୍ଦାଙ୍କୁ ଜବରଦଖଲ ସ୍ଥାନରୁ ଉଚ୍ଛେଦ କରିବା ପାଇଁ ଜିଲା ପ୍ରଶାସନ ନୋଟିସ ଜାରି...

ଓଲଟିଲା ଓଟୋ: ଜଣେ ମୃତ,୧୧ ଆହତ

ଠାକୁରମୁଣ୍ଡା,୧୭।୧(ଡି.ଏନ.ଏ.): ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ମାଛଗଡ଼- ଅସନବଣି ରାସ୍ତାର ସାରୁବିଲ ନିକଟରେ ମଙ୍ଗଳବାର ଏକ ଓଟୋ ଭାରସାମ୍ୟ ହରାଇ ଓଲଟି ପଡିଛି। ଏଥିରେ...

ତଦନ୍ତ ବେଳେ ଛାତରୁ ଡେଇଁ କନ୍‌ଷ୍ଟେବଳ ଫେରାର

ବାରିପଦା ଅଫିସ,୧୨।୧: ମୟୂରଭଞ୍ଜ ଜିଲାରେ କାର୍ଯ୍ୟରତ ପୋଲିସ କନଷ୍ଟେବଳ ନୀହାର ରଞ୍ଜନ ଦଣ୍ଡପାଟଙ୍କ ଘରେ ମଙ୍ଗଳବାର ସକାଳେ ଭିଜିଲାନ୍ସ ଚଢ଼ାଉ କରିଛି। ତେବେ ତଦନ୍ତ ଚାଲିଥିବା...

ମୁଖ୍ୟମନ୍ତ୍ରୀଙ୍କ ରିଲଫ ପାଣ୍ଠିକୁ ୨୫ ହଜାର ସହାୟତା

ବାରିପଦା ଅଫିସ, ୭ା୪- ମହାମାରୀ କରୋନା ମୁକାବିଲା ପାଇଁ ବାରିପଦାର ବାସିନ୍ଦା ତଥା ଓଡ଼ିଶା ପ୍ରଶାସନିକ ସେବାର ଅବସରପ୍ରାପ୍ତ ଅଧିକାରୀ ବୈଦ୍ୟନାଥ କର ମୁଖ୍ୟମନ୍ତ୍ରୀଙ୍କ ରିଲିଫ...

ୟୁଟ୍ୟୁବ୍‌ରେ ଓଡ଼ିଆ ପ୍ରତିଭା

ବାରିପଦା ଅଫିସ, ୧୨ା୭-ଆଗଭଳି ଆଉ କଳାକାରମାନଙ୍କୁ ନିଜର ପ୍ରତିଭା ଦେଖାଇବା ପାଇଁ ସଂଘର୍ଷ କରିବାକୁ ପଡ଼ୁନାହିଁ। ନିଜ ପ୍ରତିଭାକୁ ସୋସିଆଲ୍‌ ମିଡ଼ିଆରେ ପୋଷ୍ଟ କରିବା ପରେ...

Advertisement
Archives

Model This Week