ପାଣିରେ ବୁଡ଼ି ଶିଶୁକନ୍ୟା ଜୀବନ ଗଲା

ରୂପ୍‌ସା,୨୧।୮(ଡି.ଏନ.ଏ.):  ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ ବଳବୁଧି ଗ୍ରାମରେ ୧୧ମାସର ଶିଶୁକନ୍ୟା ଚାନ୍ଦିନୀ ପାଣିରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତ ଶିଶୁ ହେଲେ ବିଶ୍ୱନାଥ ବେହେରାଙ୍କ କନ୍ୟା । ଅସାବଧାନତା ବଶତଃ ସେ ଘର ପାଖ ଏକ ପାଣି ଭର୍ତ୍ତି ଜମିରେ ପଡି ବୁଡ଼ି ଯାଇଥିଲେ। ପରିବାର ଲୋକେ ଖୋଜାଖୋଜି କରି ତାଙ୍କୁ ପାଣିରୁ ଉଦ୍ଧାର କଲା ବେଳକୁ ତାଙ୍କର ମୃତ୍ୟୁ ଘଟି ସାରିଥିଲା। ବସ୍ତା ଥାନା ପୋଲିସ ଏନେଇ ଏକ ଅପମୃତ୍ୟୁ ମାମଲା (ନଂ. ୩୧/୧୯) ରୁଜୁ କରି ତଦନ୍ତ କରୁଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri