ପାଣିରେ ଭିଜା କିସ୍‌ମିସ୍‌ ଖାଆନ୍ତୁ, ମିଳିବ ଏହିସବୁ ଫାଇଦା

କିସ୍‌ମିସ୍‌ ପାଟିକୁ ଯେତିକି ସ୍ବାଦିଷ୍ଟ ଲାଗିଥାଏ, ଶରୀର ପାଇଁ ମଧ୍ୟ ମଧ୍ୟ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। କିସ୍‌ମିସରେ ଆଇରନ, ପୋଟାସିୟମ, ମ୍ୟାଗ୍ନେସିଅମ ଏବଂ ଫାଇବର ଇତ୍ୟାଦି ଭରପୂର ମାତ୍ରାରେ ରହିଥାଏ। କିସ୍‌ମିସ୍‌କୁ ଖାଲି ଖାଇବା ଅପେକ୍ଷା ଏହାକୁ ପାଣିରେ ଭିଜାଇ ଖାଇଲେ ଅଧିକ ଲାଭ ମିଳିଥାଏ। ଭିଜା କିସ୍‌ମିସ୍‌ ନିୟମିତ ଖାଇବା ଦ୍ୱାରା ଶରୀରରେ ରକ୍ତର ପରିମାଣ ବଢିଥାଏ। ଏହାକୁ ନିୟମିତ ଖାଇଲେ ହଜମ ଜନିତ ସମସ୍ୟା ଦୂର ହୋଇଥାଏ। ଗୋଟିଏ ଗ୍ଲାସ ପାଣିରେ ୧oରୁ ୧୨ଟି କିସ୍ମିସ ଭିଜାଇ ଖାଇବା ଦ୍ୱାରା ପେଟ ସଫା ହୋଇଯାଇଥାଏ। ଉଭୟଉଚ୍ଚ ଓ ନିମ୍ନ ରକ୍ତଚାପ ଲାଗି ଅତ୍ୟନ୍ତ ଲାଭକାରୀ ଅଟେ କିସ୍‌ମିସ୍‌। କାରଣ କିସମିସରେ ପୋଟାସିଅମର ମାତ୍ରା ଅଧିକ ରହିଥିବା କାରଣକୁ ଏନେଇ ଏହା ଶରୀରରେ ଲବଣର ମାତ୍ରାକୁ ନିୟନ୍ତ୍ରଣରେ ରଖିଥାଏ। କିସ୍‌ମିସ୍‌ ସେବନ ଯୋଗୁ ଦୃଷ୍ଟିଶକ୍ତି ତୀକ୍ଷ୍ଣ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?