ପାଣିରେ ଯୋଗାସନ କଲେ ଯବାନ

ଇଟାନଗର,୨୧।୬: ସମଗ୍ର ବିଶ୍ୱରେ ଶୁକ୍ରବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଯୋଗ ଦିବସକୁ ସ୍ମରଣୀୟ କରିବା ଯବାନମାନେ ପାଣି ଓ ପାହାଡ଼ ଉପରେ ଯୋଗ କରୁଥିବା ଦେଖିବାକୁ ମିଳିଛି। ଏହିି ପରିପ୍ରେକ୍ଷୀରେ ଅରୁଣାଚଳ ପ୍ରଦେଶରେ ୯ମ ବାଟାଲିୟନର ଆଇଟିବିପି ଯବାନମାନେ ଦିଗାହ ନଦୀରେ ଯୋଗ କରିଥିବା ଦେଖିବାକୁ ମିଳିଛି। ଏଥିରେ ଶତାଧିକ ଯବାନ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଘବ ଚଢାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୮।୯: ଗୁଜରାଟ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଜୋରଦାର ପ୍ରସ୍ତୁତି କରୁଥିବା ଆମ ଆଦମୀ ପାର୍ଟି(ଏଏପି) ଏକ ବଡ ପଦକ୍ଷେପ ନେଇଛି। ନିର୍ବାଚନ ପାଇଁ ଏଏପି...

୨୨ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ବହିଷ୍କାର ଆଦେଶ: ନିଯୁକ୍ତି ଆଇନଗତ ନୁହେଁ କହିଲେ ହାଇକୋର୍ଟ…

କୋଲକତା,୧୫।୩ : କୋଲକାତା ହାଇକୋର୍ଟ କହିଛନ୍ତି ଯେ ପଶ୍ଚିମବଙ୍ଗର ୨୨ ଟି ସରକାରୀ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ନିଯୁକ୍ତି କିମ୍ବା ପୁନଃନିଯୁକ୍ତି ଆଇନ ଅନୁଯାୟୀ ସ୍ଥାୟୀ ନୁହେଁ...

ନିଜ ଜୀବନକୁ ବାଜି ଲଗାଇ ୩ ଜୀବନ ରକ୍ଷା କଲେ ପୋଲିସ କନଷ୍ଟେବଳ

କରୌଲି,୫।୪: କୁହାଯାଏ ଯେ ଏକ ଫଟୋ ହଜାରେ ଶବ୍ଦ ବୟାନ କରେ। ରାଜସ୍ଥାନର କରୌଲିରେ ହୋଇଥିବା ହିଂସା ମଧ୍ୟରେ ଏଭଳି ଏକ ଫଟୋ ସାମ୍ନାକୁ ଆସିଛି।...

ଛାତ୍ରୀଛାତ୍ରଙ୍କୁ ସଂସ୍କୃତ ଶ୍ଳୋକ ପଢ଼ାଇଲେ ଥମିବ ବଳାତ୍କାର: ମହାରାଷ୍ଟ୍ର ରାଜ୍ୟପାଳ

ନାଗପୁର,୨୦।୧୨: ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀ ଏକ ଅଜବ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଛାତ୍ରୀଛାତ୍ରଙ୍କୁ ସଂସ୍କୃତ ଶ୍ଳୋକ ପଢାଇଲେ ବଳାତ୍କାର ଥମିଯିବ ବୋଲି...

ସଂସଦର ବିଶେଷାଧିକାର କମିଟି ସାମ୍ନାରେ ନିଜର ପକ୍ଷ ରଖିବେ ଅଧିର ରଂଜନ

ନୂଆଦିଲ୍ଲୀ, ୧୮।୮: ସଂସଦରେ ଅସଂସଦୀୟ ବ୍ୟବହାର ପାଇଁ ଲୋକସଭାରେ କଂଗ୍ରେସ ନେତା ଅଧିର ରଂଜନ ଚୌଧୁରୀଙ୍କୁ ନିଲମ୍ବନ କରାଯାଇଥିଲା। ସଂସଦର ବିଶେଷାଧିକାର କମିଟି ଆଧୀରଙ୍କ ନିଲମ୍ବନର...

ରାଜସ୍ଥାନ ନିର୍ବାଚନ ୨୦୨୩: ଏହିଦିନ ଜାରି ହୋଇପାରେ କଂଗ୍ରେସ ପ୍ରାର୍ଥୀଙ୍କ ପ୍ରଥମ ତାଲିକା

ଜୟପୁର,୩୧।୮: ରାଜସ୍ଥାନରେ ବିଧାନସଭା ନିର୍ବାଚନକୁ ନେଇ କଂଗ୍ରେସ ଦଳ ସହ ଜଡିତ ଏକ ବଡ ଖବର ସାମ୍ନାକୁ ଆସିଛି। ୨୦୦ ବିଧାନସଭା ଆସନ ଲାଗି ଦଳ...

ପୋଲିସ ଚାପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲୁ, ନ୍ୟାୟ ନ ମିଳିଲେ ଉଠାଇବୁ ତଲୁଆର: କମଲେଶଙ୍କ ମା’

ଲକ୍ଷ୍ନୌ,୨୦।୧୦: ହିନ୍ଦୁବାଦୀ ନେତା କମଲେଶ ତିୱାରୀଙ୍କୁ ହତ୍ୟା ପରେ ତାଙ୍କ ପରିବାର ଲୋକ ରବିବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଥିଲେ। ତିୱାରୀଙ୍କ ମା’, ସ୍ତ୍ରୀ...

ପ୍ରେମିକାଙ୍କ କବର ଉପରେ ବସି ସିରିଏଲ୍‌ କିଲର ପ୍ରେମିକ ପିଉଥିଲେ ମଦ, ତାପରେ ଘଟିଲା ଏପରି…

ଭୋପାଳ, ୨୯।୮: ପ୍ରେମରୁ ସମ୍ପର୍କ ଏହା ପରେ ଅପରାଧ। ପ୍ରେମିକାଙ୍କୁ ହତ୍ୟା କରି ଘରେ କବର ଦେଇଥିଲେ ସିରିଏଲ୍‌ କିଲର ପ୍ରେମିକ। ପ୍ରେମିକାଙ୍କ କବର ଉପରେ...

Advertisement
Archives

Model This Week