Posted inଫୁରସତ

ପାଣି ବଦଳାଇ ଦିଏ ଏହି ଫୁଲର ରୂପ

ପାହାଡ଼ିଆ ଅଞ୍ଚଳ ବୁଲିବା ପାଇଁ ଗଲେ ବିଭିନ୍ନ ପ୍ରକାର ଫୁଲ ଫୁଟିଥିବାର ନଜରକୁ ଆସିବ। ମାତ୍ର ଏମିତି ଏକ ଫୁଲ ଅଛି ଯାହା ଦେଖିଲେ ଆଖିକୁ ଆଉ ଫେରାଇ ପାରିବେନି। ଏହି ଫୁଲର ନାଁ ହେଉଛି ‘ଡିପ୍‌ହିଲ୍‌ନେୟା ଗ୍ରେ’। ସବୁ ଫୁଲଠାରୁ ନିଆରା ଏହି ଫୁଲ। ଏହାର ବିଶେଷତ୍ତ୍ୱ ହେଉଛି ପାଣି ସଂସ୍ପର୍ଶରେ ଆସିଲେ ଏହି ଫୁଲର ରୂପ ବଦଳିଯାଏ। କୋଶିକା ସଂରଚନା କାରଣରୁ ଫୁଲର ପାଖୁଡ଼ା ଢିଲା ହୋଇଯାଏ। ପାଖୁଡ଼ା ଉପରେ ପାଣି ପଡ଼ିଲେ ଏହି ଫୁଲ ଜଳଛାୟା ପରି ଦେଖାଯାଇଥାଏ। ଏପରି ଫୁଲ ଜାପାନର ପାହାଡ଼ିଆ ଅଞ୍ଚଳରେ ବହୁଳମାତ୍ରାରେ ଦେଖିବାକୁ ମିଳିଥାଏ। ସେଠାକାର ଲୋକେ ଏହାକୁ ସ୍କେଲିଟନ୍‌ ଫ୍ଲାଓ୍ବାର ବି କହିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାକୁ ନେଇ ଭବିଷ୍ୟବାଣୀ କରିଥିଲେ ମାଇକେଲ ଜ୍ୟାକସନ!

ଲସ୍‌ ଆଞ୍ଜେଲସ୍‌,୨୯।୩: କରୋନା ଭାଇରସ ଏବେ ସାରା ବିଶ୍ୱର ମୁଣ୍ଡ ବିଗାଡିଥିବା ବେଳେ ଏହାକୁ ନେଇ ବିଭିନ୍ନ କଥା ଶୁଣିବାକୁ ପଡିଛି। ତେବେ ପପ୍‌ ଗାୟକ...

ଏମିତି ଦେଶ, ଯେଉଁଠି ସ୍ବାମୀ-ସ୍ତ୍ରୀ ଚାହିଁଲେ ବି ନେଇ ପାରନ୍ତିନି ଛାଡ଼ପତ୍ର

ବୈବାହିକ ଜୀବନରେ ଝଡ଼ ଉଠିଲେ ସାଧାରଣତଃ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଥାଏ। ବିଶ୍ୱର ଅନେକ ଦେଶରେ ଏହି ଛାଡ଼ପତ୍ର ପରମ୍ପରା ଏବଂ ନିୟମ ରହିଛି। ମାତ୍ର...

ଦିବ୍ୟାଙ୍ଗତା ମାନିଛି ହାର

ଶରୀରର ୭୫% ଭାଗ ଭିନ୍ନକ୍ଷମ। ନିଜର ଇଚ୍ଛାଶକ୍ତି ଓ ଦୃଢ଼ ମନୋବଳ ଯୋଗୁ ସେ ଆଜି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ପେସାରେ ସେ ଜଣେ...

୨ କୋଟି ୫୫ ଲକ୍ଷ ଟଙ୍କାରେ ନିଲାମୀ ହେଲା ଗାନ୍ଧୀଙ୍କ ଚଷମା

ଲଣ୍ଡନ, ୨୨।୮: ସାରା ବିଶ୍ୱରେ ମହାତ୍ମା ଗାନ୍ଧୀଙ୍କ ବିଚାରଧାରା ଓ ଆଦର୍ଶକୁ ସମ୍ମାନ ଦେଉଥିବା ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ଇହଲୀଳା ସମ୍ବରଣ କରିବାର...

ଝିଅ ବାହାଘର ହେଉଛି ୫୧ ଟଙ୍କାରେ

ରାଞ୍ଚି: ହଜାର କି ଶହେ ନୁହେଁ ୫୧ ଟଙ୍କାରେ ଝିଅ ବାହାଘର ହେଉଛି ରାଞ୍ଚିର ପାହାଡି ମନ୍ଦିରରେ। ଏହି ମନ୍ଦିରରେ ପୂଜା କରିବା ବ୍ୟୟବହୁଳ ହୋଇଥିତ୍ବାବେଳେ...

ଦାଢିରେ ୬୩ କିଲୋ ମହିଳାଙ୍କୁ ଉଠାଇ କଲେ ବିଶ୍ୱ ରେକର୍ଡ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୨ ।୧୧: ନିକଟରେ ଗିନିଜ ୱାର୍ଲଡ ରେକର୍ଡ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିବା ପରେ ଏବେ ଏହା ଭାଇରାଲ ହୋଇଛି । ଯେଉଁଥିରେ...

କରୋନା ରୋଗୀଙ୍କୁ ଆମ୍ବୁଲାନ୍ସରେ ୭ କିମି ନେବା ପାଇଁ ଚାର୍ଜ କରାଗଲା ୮ ହଜାର

ମୁମ୍ବାଇ: କରୋନା ମହାମାରୀ ସମୟରେ ଅନେକ ଖବରମାନ ଶୁଣିବାକୁ ମିଳୁଛି। କେତେବେ ରୋଗୀଙ୍କୁ ହସ୍ପିଟାଲରେ ବେଡ୍‌ ମିଳୁ ନାହିଁ ତ ଆଉ କେତେବେଳେ ଆମ୍ବୁଲାନ୍ସ। ଏବେ...

ଭିନ୍ନ ଷ୍ଟାଇଲ୍‌ରେ ବାଳକର କେଶ କାଟିଲେ ‘ଦ ଗ୍ରେଟ୍‌ ଖଲି’, ଭିଡିଓ ଭାଇରାଲ ପରେ…

ଡବ୍ଲ୍ୟୁଡବ୍ଲ୍ୟୁଇରେ ଯେତେବେଳେ ଭାରତୀୟ ରେସଲରଙ୍କ କଥା ଆଲୋଚନା ହୁଏ ସେତେବେଳେ ନିଶ୍ଚିତ ଗ୍ରେଟ୍‌ ଖଲିଙ୍କ ନାଁ ଆଗକୁ ଆସେ। ତାଙ୍କର ଅସଲ ନାଁ ଦିଲୀପ ସିଂ...

Advertisement
Archives

Model This Week