Posted inଜାତୀୟ

ପାଣି ମାଗିବାକୁ ଆସିଥିବା ମହିଳାଙ୍କୁ ମଝି ରାସ୍ତାରେ ଗୋଇଠା ମାରିଲେ ଭାଜପା ବିଧାୟକ: ଭିଡ଼ିଓ ଭାଇରାଲ

ଅହମ୍ମଦାବାଦ୍‌,୩।୬: ଗୁଜରାଟରେ ପାଣି ମାଗିବାକୁ ଆସିଥିବା ଜଣେ ମହିଳାଙ୍କୁ ଭାଜପା ବିଧାୟକ ମଝି ରାସ୍ତାରେ ଗୋଇଠା ମାରିଛନ୍ତି। ଏହି ଘଟଣାର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହା ଗୁଜରାଟର ନରୋଡ଼ାରେ ଘଟିଛି। ମହିଳା ବିଧାୟକ ବଳରାମ ଥାଓ୍ବାଣୀଙ୍କୁ ପିଇବା ପାଣି ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ। ଏହାଶୁଣି ବଳରାମ ନିୟନ୍ତ୍ରଣ ହରାଇ ମହିଳାଙ୍କୁ ପିଟିବା ଆରମ୍ଭ କରିଥିଲେ। ବିଧାୟକଙ୍କ ସମର୍ଥକମାନେ ମଧ୍ୟ ମହିଳାଙ୍କୁ ପିଟୁଥିବା ଭିଡ଼ିଓରେ ଦେଖିବାକୁ ମିଳୁଛି। ଏନେଇ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ନୂଆ ଟିମ୍‌ରେ ୪ ଡାକ୍ତର

ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତ୍ରିମଣ୍ଡଳ ବୁଧବାର ସମ୍ପ୍ରସାରଣ ହୋଇଛି। ୪୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ ନେଇଛନ୍ତି। ଗୁରୁତ୍ୱପୂର୍ଣ୍ଣ ବିଷୟ ମୋଦିଙ୍କ ନୂଆ ଟିମ୍‌ରେ ୪...

ଇନ୍ଦୋରରେ ଅନ୍‌ଲକ୍‌ ପାଇଁ ପ୍ରସ୍ତୁତି: ସାନିଟାଇଜ୍‌ କରାଗଲା ଫଳ, ପନିପରିବା ଦୋକାନ

ଇନ୍ଦୋର,୨୫।୫: ଦେଶରେ କରୋନାର ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଥିବା ବେଳେ ମଧ୍ୟପ୍ରଦେଶ ସରକାର ସହର ଅନ୍‌ଲକ୍‌ ପାଇଁ ପ୍ରସ୍ତୁତ ହେଉଛନ୍ତି। ରାଜ୍ୟର ସବୁଠାରୁ ଅଧିକ...

ପଢ଼ିବା ପାଇଁ ଏମିତି ପଦକ୍ଷେପ ନେଲେ ଏହି ଗରିବ ଛାତ୍ରୀ, ଜାଣିଲେ କରିବେ ପ୍ରଶଂସା

ମୁମ୍ବାଇ,୨୨ା୮: ମହାରାଷ୍ଟ୍ରର ସିନ୍ଧୁଦୁର୍ଗ ଜିଲାରେ ରହୁଥିବା ଜଣେ ଛାତ୍ରୀ ଗାଁରେ ଇଣ୍ଟରନେଟ୍‌ ସୁବିଧା ନ ଥିବାରୁ ଉତ୍ସର୍ଗୀକୃତ ମନୋଭାବ ଏବଂ ପରିଶ୍ରମ ଯୋଗୁ ସେ ପାହାଡ଼ିଆ...

ଲକ୍‌ଡାଉନ: ଭାଜପା ନେତାଙ୍କ ଭିନ୍ନ ଧରଣର ପ୍ରଦର୍ଶନ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ସଂକ୍ରମିତଙ୍କ ବୃଦ୍ଧିକୁ ନେଇ ଚିନ୍ତା ବଢୁଥିବା ବେଳେ କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗ ସରକାରଙ୍କ ମଧ୍ୟରେ ତୁତୁମେମେ ଜାରି ରହିଛି। ଭାରତୀୟ...

ଥମୁନି ମୁକୁଲ-ଶୁଭେନ୍ଦୁଙ୍କ କଳି

କୋଲକାତା,୧୩।୭: ପଶ୍ଚିମବଙ୍ଗର ବରିଷ୍ଠ ନେତା ମୁକୁଲ ରୟ ଭାଜପା ଛାଡ଼ି ତୃଣମୂଳକ କଂଗ୍ରେସରେ ଯୋଗଦେବା ପରଠୁ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ମଧ୍ୟରେ ଚାଲିଥିବା...

ହସ୍ପିଟାଲର ଲମ୍ବା ବିଲ୍‌: କରୋନା ରୋଗୀଙ୍କୁ ଦେବାକୁ ପଡିଲା ୧୨ ଲକ୍ଷ ଟଙ୍କା

ସୁରଟ,୧୦।୬: କରୋନା ସଙ୍କଟବେଳେ ଡାକ୍ତରମାନେ ଯୋଦ୍ଧା ଭାବରେ ପ୍ରଶଂସିତ ହେଉଛନ୍ତି। ଗୁଜରାଟରେ ଏକ ବେସରକାରୀ ଡାକ୍ତରଖାନାରେ କରୋନା ପଜିଟିଭ ରୋଗୀଙ୍କଠାରୁ ୧୨ଲକ୍ଷରୁ ଅଧିକ ଟଙ୍କା ସଂଗ୍ରହ...

କୃଷକ ମୃତ୍ୟୁକୁ ନେଇ ପୁଣି କେନ୍ଦ୍ର ସରକାରଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୧୮ ।୧୨: କଗ୍ରେସ ନେତା ରାହୁଲ ଗାନ୍ଧୀ କୃଷକ ଆନ୍ଦୋଳନକୁ ନେଇ ପୁଣିଥରେ କେନ୍ଦ୍ର ସରକାରଙ୍କୁ ଘେରିଛନ୍ତି । ଗଣମାଧ୍ୟମର ଏକ ରିପୋର୍ଟର ଦାବି ଅନୁଯାୟୀ...

ରାଜନୈତିକ ହିଂସା: ମମତା ସରକାର କାଠଗଡ଼ାରେ

ନୂଆଦିଲ୍ଲୀ,୨୩।୧୨: ପଶ୍ଚିମବଙ୍ଗରେ ଜାରି ରହିଥିବା ରାଜନୈତିକ ହିଂସାକୁ ନେଇ ସୁପ୍ରିମ୍‌କୋର୍ଟରେ ଏକ ମାମଲା ଦାଖଲ କରାଯାଇଛି। ଏହାକୁ ଆଇନଜୀବୀ ବିନିତ ଢଣ୍ଡା ଦାଖଲ କରିଛନ୍ତି। ରାଜ୍ୟରେ...

Advertisement


Archives

Model This Week