ପାଣି ଲାଗି ହଟହଟା ପଡ଼ାବାସୀ

ବିନିକା,୧୬ା୫(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଞ୍ଚାୟତ ଅନ୍ତର୍ଗତ ସାଲମାଟିକ୍ରାର ସମଲେଇ ପଡା। ଏହି ପଡ଼ାବାସୀ ଏବେ ଘୋର ପାନୀୟ ଜଳାଭାବର ସମ୍ମୁଖୀନ ହୋଇଛନ୍ତି। ପଡ଼ାରେ ନାହିଁ ଗୋଟିଏ ବି ନଳକୂପ। ପୂର୍ବରୁ ସେମାନେ ପଡ଼ା ନିକଟ ଦେଇ ଯାଇଥିବା ସର୍ଗୁଣା-ଜାମପାଲି କେନାଲରୁ ପାଣି ସଂଗ୍ରହ କରି ଚଳୁଥିଲେ। କେନାଲ ପାଣି ଶୁଖି ଯିବାରେ ଗତ କିଛିଦିନ ହେଲା ସେମାନେ ପଡ଼ାଠାରୁ ୧କିମି ଦୂର ବିଶାଳପାଲି ବିଦ୍ୟୁତ୍‌ ଗ୍ରୀଡ୍‌ ସବ୍‌ଷ୍ଟେଶନ ନିକଟରେ ଥିବା ବୋରିଂ ପଏଣ୍ଟରୁ ପାଣି ନେଉଥିଲେ। ହେଲେ କରୋନା ମହାମାରୀ ସଂକ୍ରମଣର ଭୟାବହତା ଯୋଗୁ ପଡ଼ାବାସୀଙ୍କୁ ସେଠାରୁ ପାଣି ନେବାକୁ କେତେକ ବାରଣ କଲେ। ଏହି ପରିସ୍ଥିତିରେ ଏକ ନଳକୂପ ଖୋଳି ଜଳାଭାବ ଦୂର କରିବା ଦିଗରେ ପଦକ୍ଷେପ ନେବାକୁ ପଡ଼ାର ସୁବାସିନୀ ସାଲମା, ବିଳାସିନୀ ସାଲମା, ସୁନୀତା ସାଲମା, କୌଶଲ୍ୟା ସାଲମା, ମୁଡୁ ପୋଢ଼, ରୋହିଣୀ ପୋଢ଼ ଓ ସୁରଭି ପୋଢ଼ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri