ପାଣ୍ଠି ଆଦାୟ କରୁଛନ୍ତି ବ୍ଲକ ଅଧ୍ୟକ୍ଷ

ଭୁବନ, ୧୧।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ସୋମବାରଠାରୁ ଗଁ। ଗଁ। ବୁଲି କରୋନା ସହାୟତା ପାଣ୍ଠି ଆଦାୟ କରୁଛନ୍ତି। ବ୍ଲକ ଅଞ୍ଚଳରୁ ସେ ୪ ଲକ୍ଷ ଟଙ୍କା ଆଦାୟ କରିବାକୁ ଲକ୍ଷ୍ୟ ରଖିଥିବାବେଳେ ଅଦ୍ୟାବଧି ୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆଦାୟ କରିସାରିଲେଣି। ଏ ନେଇ ବ୍ଲକ ଅଧ୍ୟକ୍ଷ କୁହନ୍ତି, ଏପରି ସଙ୍କଟ ସମୟରେ ପ୍ରତି ବ୍ୟକ୍ତି ନିଜର ସାମର୍ଥ୍ୟ ଅନୁଯାୟୀ ସହାୟତା କରିବାକୁ ଆଗେଇ ଆସିବା ଉଚିତ। ସେ ଯମୁନାକୋଟ ଗ୍ରାମରୁ ସହାୟତା ଭିକ୍ଷା ଆରମ୍ଭ କରିଥିଲେ। ଇତିମଧ୍ୟରେ ମାର୍ଥାପୁର, ଦିଘି ଆଦି ପଞ୍ଚାୟତର ବିଭିନ୍ନ ଗ୍ରାମ ବୁଲି ସାରିଲେଣି। ପଞ୍ଚାୟତ ପ୍ରତିନିଧିମାନେ ମଧ୍ୟ ଏଥିରେ ସହଯୋଗ କରୁଛନ୍ତି। ଆଦାୟ ଅର୍ଥକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଙ୍ଗୋ ହବ୍‌ ପରିତ୍ୟକ୍ତ

ଢେଙ୍କାନାଳ ଅଫିସ, ୧୬।୪ ଜାତୀୟସ୍ତରରେ ସୁନାମ ଅର୍ଜିଛି ଢେଙ୍କାନାଳର ଆମ୍ବ। ବିଦେଶରେ ମଧ୍ୟ ଏହାର ଆଦର କିଛି କମ୍‌ ନୁହେଁ। ଜିଲାର ଆମ୍ବ ଚାଷୀ ଏବଂ...

୩ ବର୍ଷ ପରେ ୨ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ମାଳମାଳ ଯୋଜନା ଘୋଷଣା ହେଉଛି। ତେବେ ସେଥିରୁ ଲୋକେ କେତେ ଉପକୃତ ହେଉଛନ୍ତି ତାହାର ଉତ୍ତର ଖୋଜିବା ଲାଗି ସରକାରୀ ସ୍ତରରେ ସେତେଟା ତତ୍ପରତା...

ଆଜି କରୋନା ନେଲା ୪ ଜୀବନ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୪ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୩୬୮...

କଟକରୁ ଆଜି ୨୧୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୬।୯-କଟକ ସହରରୁ ଆଜି ଆଉ ୨୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୨୯ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୯୮...

ରାଜଧାନୀର ମୁକୁଳା ଡ୍ରେନରେ ଭାସିଗଲେ ଛାତ୍ର

ଭୁବନେଶ୍ୱର,୧୯।୯(ବ୍ୟୁରୋ): ବର୍ଷାପାଣିରେ ଖୋଲା ଡ୍ରେନରେ ରବିବାର ଅପରାହ୍ନରେ ଜଣେ ୧୫ ବର୍ଷୀୟ ଛାତ୍ର ଭାସିଯାଇଛନ୍ତି। ସେହି ଛାତ୍ର ଜଣଙ୍କ ଶିରିପୁର ଶତାଦ୍ଦୀନଗର ବ୍ୟାଙ୍କ କଲୋନୀର ଛାତ୍ର...

‘ମେଟଲ୍‌ ମିଟ୍‌-୨୦୧୯’; ଗ୍ରାଣ୍ଡ ଫିନାଲେକୁ ଗଲେ ଜୁନିୟର ଟପ୍‌ ୮ ଟିମ୍‌: ଭୁବନେଶ୍ୱରର ସର୍ବାଧିକ ୬ ସ୍କୁଲ

ଭୁବନେଶ୍ୱର,୩।୮(ବ୍ୟୁରୋ): ଶେଷ ହୋଇଛି ‘ମେଟଲ୍‌ ମିଟ୍‌-୨୦୧୯’ର ପ୍ରିଲିମ୍ସ ରାଉଣ୍ଡ। ଗ୍ରାଣ୍ଡ ଫିନାଲେ ପାଇଁ ଚୁଡ଼ାନ୍ତ ହୋଇଛି ‘ଟପ୍‌-୮’ଟିମ୍‌। ଫାଇନାଲକୁ ଯାଇଥିବା ଜୁନିୟର ଟିମ୍‌ଗୁଡ଼ିକମଧ୍ୟରେ ଭୁବନେଶ୍ୱରର ସର୍ବାଧିକ...

ଗୋପାଳପୁର ବନ୍ଦରରେ ଲାଗିଲା ପ୍ରଥମ ବୃହତ ଜାହାଜ

ବ୍ରହ୍ମପୁର ଅଫିସ୍‌/ଛତ୍ରପୁର ୧୫ା୧୦ (ଡି.ଏନ.ଏ)-ଗଞ୍ଜାମ ଜିଲା ଗୋପାଳପୁର ବନ୍ଦରରେ ପ୍ରଥମ ଥର ଲାଗି ବୃହତ ମାଲ୍‌ବାହୀ ଜାହାଜ ଲାଗିଛି । ଏଥିରେ ୧ ଲକ୍ଷ ୫ହଜାର...

ମାସ୍କ ପିନ୍ଧିବା ଲାଗି ରାଜ୍ୟବାସୀଙ୍କୁ ପରାମର୍ଶ ଦେଲେ ନବୀନ, ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୩।୪(ବ୍ୟୁରୋ): ସାରା ଦେଶରେ ପୁଣି ଥରେ କରୋନା ମହାମାରୀ ବ୍ୟାପୁଥିବା ବେଳେ ମାସ୍କ ବ୍ୟବହାରକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସତର୍କ କରାଇଛନ୍ତି।...

Advertisement
Archives

Model This Week