Posted inଜାତୀୟ

ପାଣ୍ଠି ହେର୍‌ଫେର୍‌ ଅଭିଯୋଗ: ଅଷ୍ଟ୍ରିଆରେ ଅବସ୍ଥାପିତ ରାଷ୍ଟ୍ରଦୂତଙ୍କୁ ଫେରାଇ ଆଣିଲେ ଭାରତ ସରକାର

ନୂଆଦିଲ୍ଲୀ,୩୦।୧୨: ପାଣ୍ଠି ହେର୍‌ଫେର୍‌ ଅଭିଯୋଗ ଆସିବା ପରେ ଭାରତ ସରକାର ଅଷ୍ଟ୍ରିଆରେ ଅବସ୍ଥାପିତ ଥିବା ରାଷ୍ଟ୍ରଦୂତ ରେନୁପାଲଙ୍କୁ ଫେରାଇ ଆଣିଛନ୍ତିି। ରେନୁଙ୍କ କାର୍ଯ୍ୟକାଳ ପୂରଣ ହେବାର ଏକ ମାସ ପୂର୍ବରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ୧୯୮୮ ବ୍ୟାଚ୍‌ ଏହି ଆଇଏଫ୍‌ଏସ୍‌ ଅଧିକାରୀଙ୍କୁ ଡିସେମ୍ବର ୩୦ ସୁଦ୍ଧା ସ୍ବଦେଶ ଫେରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରେନୁଙ୍କୁ ଏସମ୍ପର୍କିତ ନିର୍ଦ୍ଦେଶ ୨୦୧୯ ଡିସେମ୍ବର ୯ରେ ପ୍ରଦାନ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିବଙ୍କ ଆଗରେ କମଲ ନଇଁବା ନିଶ୍ଚିତ: ସଙ୍କଟ ମୁକ୍ତ ଭାଜପା ସରକାର

ଭୋପାଳ,୧୦।୧୧: ମଧ୍ୟପ୍ରଦେଶ ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ସମ୍ମୁଖରେ କଂଗ୍ରେସର କମଲନାଥଙ୍କୁ ନିଶ୍ଚିତ ନଇଁବାକୁ ପଡ଼ିବ ବୋଲି ପ୍ରାଥମିକ ଫଳାଫଳରୁ ଜଣାପଡୁଛି। ରାଜ୍ୟରେ...

ଯୁବକଙ୍କ କାନରୁ ବାହାରିଲେ ୧୦ ଅସରପା

ନୂଆଦିଲ୍ଲୀ: ଚାଇନାରେ ଜଣେ ଲୋକଙ୍କ କାନରୁ ବାହାରିଛି ୧୦ ଅସରପା। ଯୁବକଙ୍କ କାନରେ ପ୍ରବଳ କଷ୍ଟ ଅନୁଭବ ହେବାରୁ ସେ ଡାକ୍ତରଙ୍କ ପାଖକୁ ଯାଇ ଦେଖାଇଥିଲେ।...

ଲାଇଭ ଟେଲିକାଷ୍ଟ ସୁପ୍ରିମ କୋର୍ଟକୁ ଜନତାଙ୍କ ହୃଦୟ ପର୍ଯ୍ୟନ୍ତ ପହଞ୍ଚାଇ ପାରିଛି, ସିଜେଆଇ ଚନ୍ଦ୍ରଚୁଡ

ନୂଆଦିଲ୍ଲୀ,୧୦।୫: ଭାରତର ସୁପ୍ରିମ କୋର୍ଟ ଖୁବଶୀଘ୍ର ସେଠାରେ ହେଉଥିବା ମାମଲାର ଶୁଣାଣି ଅନଲାଇନରେ ପ୍ରସାରଣ ହେଉଥିବା ବେଳେ ଏହାକୁ ଭାରତୀୟ ଭାଷାରେ ପ୍ରସାରଣ କରିବାର ବ୍ୟବସ୍ଥା...

ପ୍ରଶାନ୍ତଙ୍କୁ ଚେତାବନୀ ଦେଲେ ମମତା

କୋଲକାତା,୨୧ ।୧୨: ଆସନ୍ତା ବର୍ଷ ହେବାକୁ ଯାଉଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ହେଲେ ଏହି ସମୟରେ ଶାସନ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ନେତା ଦଳ ଛାଡି...

ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ନେଇ ଚର୍ଚ୍ଚା କଲେ ଜୟଶଙ୍କର…

ଷ୍ଟକହୋମ,୧୪।୫ : ଫ୍ରାନ୍ସ, ଅଷ୍ଟ୍ରିଆ, ବେଲଜିୟମ, ବୁଲଗେରିଆ, ସାଇପ୍ରସ, ଲାଟଭିଆ, ଲିଥୁଆ ଏବଂ ରୋମାନିଆର ପ୍ରତିପକ୍ଷଙ୍କ ସହ ସ୍ବିଡେନରେ ସାକ୍ଷାତ ସମୟରେ ଭାରତ-ପ୍ରଶାନ୍ତ ମହାସାଗରୀୟ ଏବଂ...

ମଝି ସମୁଦ୍ରରେ ଦୁର୍ଘଟଣା: ଅଳ୍ପକେ ବର୍ତ୍ତିଲେ କୋଷ୍ଟ ଗାର୍ଡ

ଗାନ୍ଧିନଗର,୨୭ ।୧୧: ଗୁଜରାଟ କଚ୍ଛର ସମୁଦ୍ର କୂଳରେ ଶୁକ୍ରବାର ରାତିରେ ଏକ ବଡ ଘଟଣା ଘଟିଛି । ଏଠାରେ ଦୁଇ ପାଣି ଜାହାଜ ପରସ୍ପର ମଧ୍ୟରେ...

ଆମେ ମୋଦିଙ୍କ ‘ମନ କି ବାତ୍‌’ ଶୁଣୁଛୁ, ଏବେ ସେ ଆମ ମନ କଥା ଶୁଣନ୍ତୁ

ନୂଆଦିଲ୍ଲୀ,୬।୧୨: ନୂତନ କୃଷି ଆଇନ ବିରୋଧରେ କୃଷକଙ୍କ ବିରୋଧ ଏକାଦଶ ଦିନରେ ପ୍ରବେଶ କରିଛି। ଗତ ୧୦ ଦିନ ହେବ ୨୪ ଘଣ୍ଟା ଦିଲ୍ଲୀ-ହରିୟାଣାର ସିନ୍ଦୂର...

୪୩ ବର୍ଷ ପରେ ମେ ମାସରେ ବାତ୍ୟା: ୫ ରାଜ୍ୟର ୯୦ ଜିଲା ପ୍ରଭାବିତ ହେବା ଆଶଙ୍କା

ନୂଆଦିଲ୍ଲୀ,୨।୫: ମାଡ଼ିଆସୁଛି ବାତ୍ୟା ଫନୀ। ଦୀର୍ଘ ୪୩ ବର୍ଷ ପରେ ପୁଣି ମେ ମାସରେ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଏଭଳି ଏକ ବାତ୍ୟା। ଏହାଦ୍ୱାରା...

Advertisement
Archives

Model This Week