ପାନୀୟ ଜଳ, ବିଜୁଳି, ଡ୍ରେନେଜ ଉପରେ ପଞ୍ଚାୟତ ସମିତିର ଗୁରୁତ୍ୱ

ସଜନାଗଡ଼,୧୩ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କାର୍ଯ୍ୟାଳୟ ପରିସରରେ ସାଧାରଣ ନିର୍ବାଚନ ପରେ ପ୍ରଥମଥର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ଜାନକୀ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ନୀଳଗିରି ବିଧାୟକ ଇଂ ସୁକାନ୍ତ କୁମାର ନାୟକ, ବିଡିଓ ରାମ ଦାସ ଟୁଡୁ, ସାଂସଦ ପ୍ରତିନିଧି କରୁଣାକର ପଣ୍ଡା, ଅନୀଲ ପଣ୍ଡା, ସମସ୍ତ ବିଭାଗୀୟ ଅଧିକାରୀ, ସରପଞ୍ଚ, ସମିତିସଭ୍ୟ ସଭ୍ୟା ଯୋଗ ଦେଇ ବିଭିନ୍ନ ପ୍ରକଳ୍ପ ବିଷୟରେ ଆଲୋଚନା କରିଥିଲେ। ବିଶେଷକରି ପାନୀୟଜଳ, ବିଜୁଳି, ରାସ୍ତା, ଡ୍ରେନେଜ, କୃଷି, ଜଳସେଚନ ଓ ଶିକ୍ଷା ଉପରେ ଗୁରୁତ୍ୱ ଦିଆଯାଇ ଏହାର ସମାଧାନ ଦିଗରେ ପଦକ୍ଷେପ ନିଆଯିବାକୁ ନିଷ୍ପତ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri