ପାନୀୟ ଜଳ ସଙ୍କଟରେ ଜାମ୍ବୁ ସାହି

ଖଜୁରିପଡ଼ା (ଡି.ଏନ.ଏ.)/ ବଲସକୁମ୍ପା,୧୬ା୧୨-ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନା ମାଧ୍ୟମରେ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରୁଛନ୍ତି। ଏଥିସହ କେତେକ ଅଞ୍ଚଳରେ ଉଠା ଜଳସେଚନ ବ୍ୟବସ୍ଥା କରି ଲୋକଙ୍କ ପାଖରେ ପାନୀୟ ଜଳ ଯୋଗାଉଛନ୍ତି। ହେଲେ ଏବେ ମଧ୍ୟ ଅନେକ ସ୍ଥାନରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଏହା ଦେଖିବାକୁ ମିଳିଛି ଖଜୁରିପଡ଼ା ବ୍ଲକ ଅଧୀନରେ ଥିବା ବଲସକୁମ୍ପା ଗ୍ରାମପଞ୍ଚାୟତର (ନବଗୁବା) ଜାମ୍ବୁ ସାହିରେ। ଗ୍ରାମପଞ୍ଚାୟତଠାରୁ ୩ କିମି ଦୂରରେ ଅବସ୍ଥିତ ଏହି ଗ୍ରାମ।

ଗ୍ରାମରେ ପ୍ରାୟ ୧୮ ବସ୍ତିବାସିନ୍ଦା ରହୁଛନ୍ତି। କିନ୍ତୁ ଏଠାରେ ବର୍ତ୍ତମାନ ପର୍ଯ୍ୟନ୍ତ ପକ୍କା ରାସ୍ତା ନ ଥିବା ବେଳେ ଜଳସେଚନ ବ୍ୟବସ୍ଥା ନାହିଁ। ଏହି ଅଞ୍ଚଳରେ ଥିବା ଗୋଟିଏ ନଳକୂପ ଖରାପ ହୋଇଯାଇଛି। ତେଣୁ ଲୋକମାନେ ନଦୀ ଏବଂ ଚୁଆର ପାଣି ବ୍ୟବହାର କରୁଛନ୍ତି, ଯାହାଦ୍ୱାରା ଜନସାଧାରଣ ରୋଗଗ୍ରସ୍ତ ହେବାର ଆଶଙ୍କା ରହିଛି। ଏ ନେଇ ଲୋକେ ସରପଞ୍ଚ ଅଜୟ କୁମାର ମଲ୍ଲିକଙ୍କ ଜରିଆରେ ସରକାରଙ୍କୁ ଅନୁରୋଧ ଓ ଆବେଦନ କରିଛନ୍ତି। ସରପଞ୍ଚ ଅଜୟ ମଲ୍ଲିକ କହିଛନ୍ତି, ସେ ଏହି ସମସ୍ୟା ଉପରିସ୍ଥ ଅଧିକାରୀମାନଙ୍କୁ ଜଣାଇବା ସହିତ ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ଜଳ ସମସ୍ୟାକୁ ଶୀଘ୍ର ସମାଧାନ କରାଯିବ। ଜଳ ସମସ୍ୟା ଦୂରୀକରଣ କରିବା ପାଇଁ ପ୍ରକାଶ ବେହେରା, କର୍ଣ୍ଣ ବେହେରା, ରଥିଆ ବେହେରା, କାଳିଆ ବେହେରା, ପ୍ରମୋଦ କହଁର, ଶ୍ରୀକାନ୍ତ ବେହେରା, ବିଦୁର ବେହେରା ସରକାରଙ୍କ ନିକଟରେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri