ପାନ ଛେପ ପକାଇବା ପଡ଼ିଲା ମହଙ୍ଗା: ୫୦୦ ଜରିମାନା ଗଣିଲେ ବ୍ୟକ୍ତି

ରାଉରକେଲା ଅଫିସ,୨୮।୨: ରାଉରକେଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଭିତରେ ପାନ, ଗୁଟ୍‌ଖା ଖାଇବାକୁ ଶୁକ୍ରବାରଠାରୁ ବାରଣ କରାଯାଇଛି। କର୍ମଚାରୀଙ୍କ ସହ କାର୍ଯ୍ୟାଳୟକୁ ଆସୁଥିବା ସାଧାରଣ ଲୋକ ମଧ୍ୟ ଏହି ନିୟମ ପାଳନ କରିବାକୁ ରାଉରକେଲା ପରିବହନ ଅଧିକାରୀ (ଆର୍‌ଟିଓ ) ବିଶ୍ୱରଞ୍ଜନ ବେହେରା ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ପାନ କିମ୍ବା ଗୁଟ୍‌ଖା ଖାଇ କାର୍ଯ୍ୟାଳୟ ପରିସରରେ ଛେପ ପକାଇଲେ ଜରିମାନା ଦେବାକୁ ପଡ଼ିବ ।
ତେବେ ଏହି ନିୟମ ଲାଗୁ ହେବା ପୂର୍ବରୁ ଗୁରୁବାର ଜଣେ ବ୍ୟକ୍ତି କାର୍ଯ୍ୟାଳୟ ପରିସରରେ ପାନ ଛେପ ପକାଇବାରୁ ତାଙ୍କଠୁ ୫୦୦ ଜରିମାନା ଆଦାୟ କରାଯାଇଛି। ତେବେ ମାର୍ଚ୍ଚ ପହିଲାରୁ ଏହି ନିୟମ କଡ଼ାକଡ଼ି ଲାଗୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri