ପାନ ପାଇଁ…

ରାଜ କୁମାର ହିରାନୀଙ୍କ ‘ପିକେ’ ଶୁଟିଂ ସମୟର କଥା। ଏହାର ଶୁଟିଂ ଶେଟ୍‌କୁ କିଏ ଆସୁ ବା ନ ଆସୁ, ପ୍ରଥମେ ଜଣେ ପାନ ଦୋକାନୀ ଆସି ପାନର ପସରା ମେଲି ବସୁଥିଲେ। ହେଲେ କାହିଁକି? ଆପଣ ଯଦି ଫିଲ୍ମଟି ଦେଖିଥିବେ, ତେବେ ନିଶ୍ଚୟ ଜାଣିଥିବେ ଯେ ଏଥିରେ ଆମୀର ଖଁା କେତେ ପାନ ଖାଉଥିଲେ। ପୁଣି ଡାଏଲଗ୍‌ କହିବା ସମୟରେ ପାଟି ଲାଲ୍‌ ଦେଖାଯିବା ଦରକାର। ତେଣୁ ଶଟ୍‌ ଦେବା ପୂର୍ବରୁ ମଧ୍ୟ ଆମୀରଙ୍କୁ ପାଖାପାଖି ୧୦-୧୨ଟି ପାନ ଖାଇବାକୁ ପଡୁଥିଲା। ତେଣୁ ଏଥିପାଇଁ ନିର୍ଦ୍ଦେଶକ ଶୁଟିଂ ସେଟ୍‌ରେ ଏପରି ଅଭିନବ ବ୍ୟବସ୍ଥା କରିଥିଲେ। ଯେତେବେଳେ ଆମୀରଙ୍କର ପାନ ଦରକାର ପଡୁଥିଲା, ବିଳମ୍ବ ନ କରି ଶୁଟିଂ ବୟ ସେହି ପାନ ଦୋକାନୀ ପାଖରୁ ପାନ ଆଣି ତାଙ୍କ ପାଖରେ ପହଞ୍ଚାଇ ଦେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଦେଲାଣି ଏମିତି ଚେତାବନୀ ଏବେ ଚୁଲି ଜଳିବା ହେବ ମୁସ୍କିଲ

ତେହରାନ,୨।୬: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ଚାଲିଥିବା ଆଲୋଚନା ମଧ୍ୟରେ, କୌଣସି ଦେଶ ଅନ୍ୟକୁ ଭୟଭୀତ କରିବାକୁ କୌଣସି ପ୍ରୟାସ ଛାଡ଼ୁନାହାଁନ୍ତି। ଡୋନାଲ୍ଡ ଟ୍ରମ୍ପଙ୍କ…

ସୁସ୍ମିତା ସେନଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଲଳିତ ମୋଦି, କହିଲେ ଏମିତି କଥା ସଭିଏଁ ଚକିତ

ନୂଆଦିଲ୍ଲୀ,୨।୬: ୨୦୨୨ ମସିହାରେ, ଏକ ଇନଷ୍ଟାଗ୍ରାମ ପୋଷ୍ଟ ଏତେ ଝଡ଼ ସୃଷ୍ଟି କରିଥିଲା ଯେ ଏହା ସୋସିଆଲ ମିଡିଆ ଠାରୁ ଆରମ୍ଭ କରି ମନୋରଞ୍ଜନ ଜଗତ ପର୍ଯ୍ୟନ୍ତ…

ମଣ୍ଡିରୁ ଉଠୁନି ଧାନ,ଚାଷୀଙ୍କ ରାସ୍ତାରୋକୋ: ଅଟକି ରହିଛି ଶହ ଶହ ଯାନବାହନ

ଭବାନୀପାଟଣା,୨।୬(ଉତ୍ତମ କୁମାର ଦାଶ):ଧାନ ବିକ୍ରି ପ୍ରକ୍ରିୟାରେ ଅନିୟମିତତାକୁ ନେଇ ମଙ୍ଗଳବାର ସକାଳୁ କଳାହାଣ୍ଡି ଜିଲା ମୋଟର -ଜୟପାଟଣା ମୁଖ୍ୟ ରାସ୍ତା ବଡକୁଟରୁ ଛକ ନିକଟରେ ସ୍ଥାନୀୟ ଚାଷୀ…

ଦିଲ୍ଲୀ ଗଲେ ନବୀନ, ବଢୁଛି ଚର୍ଚ୍ଚା: ଦେବୀ କହିଲେ…

ଭୁବନେଶ୍ୱର,୨ା୬(ସୁନିତ୍‌ ମିଶ୍ର):ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ୭ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ନବୀନ ନିର୍ଦ୍ଦିଷ୍ଟ ଭାବେ କେଉଁ ଉଦ୍ଦେଶ୍ୟ ନେଇ ଦିଲ୍ଲୀ…

ଆସିଲା ମୌସୁମୀ, ଖୁବଶୀଘ୍ର ଛୁଇଁବ କେରଳ

ନୂଆଦିଲ୍ଲୀ,୨।୬: ଦେଶର ପାଣିପାଗ ଢାଞ୍ଚାରେ ଏକ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଯେକୌଣସି ମୁହୂର୍ତ୍ତରେ କେରଳରେ ପହଞ୍ଚିପାରେ।…

ଶିମିଳିପାଳରେ ମାଉସ୍‌ ଡିଅର: ଜୋର୍‌ ଧରିଲା ଚର୍ଚ୍ଚା

ବାରିପଦା,୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ଓଡ଼ିଶାର ଏକ ଅନନ୍ୟ ବନ୍ୟପ୍ରାଣୀ ଆବାସସ୍ଥଳୀ ଭାବେ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଠାରେ ବିଶ୍ୱର କ୍ଷୁଦ୍ର…

ଶୈବପୀଠକୁ ୨ କୋଟି ଟଙ୍କା ମଞ୍ଜୁର: ଅଞ୍ଚଳରେ ଖେଳିଗଲା ଖୁସିର ଲହରୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମାସ୍ଥିତ ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ରାଜ୍ୟ ସରକାର ୨କୋଟି ଟଙ୍କା…

ବିନା କଟ୍‌ନୀରେ ମଣ୍ଡିରୁ ଉଠୁନି ଧାନ: ସିଏସ୍‌ଓଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ବିତି ଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ ବିକ୍ରିବଟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ରହିଛି। ଟୋକନ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri