ପାପୁଆ ନ୍ୟୁ ଗିନିରେ ଭୂକମ୍ପ

କାନ୍‌ବେରା,୧୫ା୫(ଏପି): ମଙ୍ଗଳବାର ସନ୍ଧ୍ୟାରେ ପାପୁଆ ନ୍ୟୁ ଗିନିରେ ଶକ୍ତିଶାଳୀ ଭୂକମ୍ପ ସୃଷ୍ଟି ହେବା ଫଳରେ ସୁନାମି ସତର୍କତା ଜାରି କରାଯାଇଛି। ଆମେରିକାର ଜିଓଲୋଜିକାଲ ସର୍ଭେ (ୟୁଏସ୍‌ଜିଏସ୍‌)ର ସୂଚନା ଅନୁଯାୟୀ, ରିକ୍ଟର ସ୍କେଲ୍‌ରେ ଭୂକମ୍ପର ମାତ୍ରା ୭.୫। ଏହାର କେନ୍ଦ୍ରସ୍ଥଳ କୋକୋପୋଠାରୁ ଉତ୍ତର-ପୂର୍ବକୁ ୪୫ କିଲୋମିଟର ଦୂରରେ ଭୂପୃଷ୍ଠଠାରୁ ୧୦କିଲୋମିଟର ଗଭୀରତାରେ ଠାବ କରାଯାଇଛି।
ଅଧିକ କ୍ଷୟକ୍ଷତି କରିବା ଆଶଙ୍କା ଅଛି। କିନ୍ତୁ ବିକ୍ଷିପ୍ତ ଜନବସତି ପାଇଁ ମୃତାହତ ସଂଖ୍ୟା କମ୍‌ ହୋଇପାରେ ବୋଲି ୟୁଏସ୍‌ଜିଏସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଇଣ୍ଡୋନେସିଆର ପୂର୍ବକୁ ନ୍ୟୁ ଗିନିର ପୂର୍ବ ଅର୍ଦ୍ଧାଂଶରେ ପାପୁଆ ନ୍ୟୁ ଗିନି ଅବସ୍ଥିତ। ପ୍ରଶାନ୍ତ ମହାସାଗରର ‘ରିଙ୍ଗ୍‌ ଅଫ୍‌ ଫାୟାର’ ମଧ୍ୟରେ ଏହା ଅବସ୍ଥିତ ଥିବାରୁ ଅଧିକାଂଶ ସମୟରେ ଏଠାରେ ଭୂକମ୍ପ ଓ ଅଗ୍ନି ଉଦ୍‌ଗିରଣ ଘଟିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

ଟ୍ରମ୍ପଙ୍କ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ: ପର୍ଯ୍ୟବେକ୍ଷକ ଭାବେ ସାମିଲ ହେଲା ଭାରତ

ୱାଶିଂଟନ,୨୦।୨: ଓ୍ୱାଶିଂଟନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ସଂଗଠନ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ସବୁଠାରୁ ବଡ଼ ଖବର ହେଉଛି, ଭାରତ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri