ପାରାଦୀପରେ ବିଜେଡିର ହ୍ୟାଟ୍ରିକ୍‌

ପାରାଦୀପ,୨୪।୫(ସ୍ବ.ପ୍ର.): ସମସ୍ତ କଳ୍ପନା ଜଳ୍ପନାର ଅବସାନ ଘଟାଇ ପାରାଦୀପ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ସମ୍ବିତ ରାଉତରାୟ ବିଜୟୀ ହୋଇଛନ୍ତି। ୨୦୦୯ରେ ଏହି ନିର୍ବାଚନମଣ୍ଡଳୀ ପୁନର୍ଗଠିତ ହେବା ପରଠାରୁ ଏହାକୁ ମିଶାଇ ବିଜେଡିର ହ୍ୟାଟ୍ରିକ ବିଜୟ ହୋଇଛି। ୨୦୦୯ ଓ ୨୦୧୪ରେ ତତ୍କାଳୀନ ବିଜେଡି ପ୍ରାର୍ଥୀ ଦାମୋଦର ରାଉତ ବିଜୟୀ ହୋଇଥିଲେ। ଚଳିତଥର ବିଜେଡି ଜିତିବା ପରେ ପାରାଦୀପ ବିଜେଡିର ଗଡ଼ ଭାବେ ପରିଗଣିତ ହୋଇଛି। ଗୁରୁବାର ରାତି ୮.୩୦ ସୁଦ୍ଧା ବିଜେଡି ପ୍ରାର୍ଥୀ ସମ୍ବିତ ରାଉତରାୟ ୨୦ହଜାରରୁ ଊର୍ଦ୍ଧ୍ୱ ଭୋଟ୍‌ରେ ବିଜୟୀ ହୋଇଥିବା ଜଣାପଡିଛି। ଏହି ଖବର ପ୍ରଚାରିତ ହେବା ପରେ ଦଳୀୟ କର୍ମୀମାନେ ବାଣ ଫୁଟାଇ ମିଠା ବାଣ୍ଟି ଉତ୍ସବ ପାଳିଛନ୍ତି। ସେହିପରି ସମ୍ବିତ ନିର୍ବାଚନମଣ୍ଡଳୀ ବୁଲି କର୍ମୀଙ୍କୁ ଉତ୍ସାହିତ କରିଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ଓ ଭାଜପା ଶିବିରରେ ନୈରାଶ୍ୟ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri