ପାରାଦୀପ ଗଡ଼ରେ ଅଗ୍ନିକାଣ୍ଡ, ୩ ଦୋକାନ ଜଳିଗଲା

ପାରାଦୀପ,୧୪।୧୨(ସ୍ବ.ପ୍ର.): ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗ୍ରାମର ଗେଟ୍‌ବଜାରରେ ଶନିବାର ଅଗ୍ନିକାଣ୍ଡ ଘଟି ୩ ଦୋକାନଘର ପାଉଁଶ ହୋଇଯାଇଛି। ଏଥିରେ କେହି ମୃତାହତ ହୋଇ ନ ଥିଲେ ହେଁ ପ୍ରାୟ ୭ଲକ୍ଷରୁ ଅଧିକ ଟଙ୍କାର ଆସବାବପତ୍ର ଏବଂ ଦୋକାନ ସାମଗ୍ରୀ ଜଳିଯାଇଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ତେବେ ବିଦ୍ୟୁତ୍‌ ଶର୍ଟ ସର୍କିଟ ପାଇଁ ଅଗ୍ନିକାଣ୍ଡ ଘଟିଥାଇପାରେ ବୋଲି ଅନୁମାନ କରାଯାଉଛି। ସକାଳେ ଜଣେ ପୂଜକ ଉକ୍ତ ବାଟ ଦେଇ ଯିବା ବେଳେ ଦୋକାନ ଘର ଜଳୁଥିବା ଦେଖିଥିଲେ। ସେ ଏନେଇ ଖବର ଦେବା ପରେ ସ୍ଥାନୀୟ ଲୋକେ ଓ କୁଜଙ୍ଗ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

କୋଇଲା ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼, ୧୭।୫ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ପ୍ରତିଷ୍ଠିତ କୋଇଲା ପରିବହନ ବ୍ୟବସାୟୀ ସଞ୍ଜୟ ନନ୍ଦ (ପିଲୁ)ଙ୍କ ବାସଭବନ ଉପରକୁ ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼…

ବାଇକରେ ଆସି ଛେଳି ଗୁହାଳରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଅମରପାଲି, ୧୭।୦୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ସଂଗ୍ରାମପୁର ପଞ୍ଚାୟତର ଦୁର୍ଗାଦେବୀପାଲି ଗ୍ରାମରେ ଜଣେ ଚାଷୀଙ୍କ ଛେଳି ଗୁହାଳରେ ଦୁର୍ବୃତ୍ତମାନେ ନିଆଁ ଲଗାଇଦେଇଥିବା…

ରାୟଗଡ଼ା ଲିଙ୍ଗମଝୋଲା ଗାଁରେ ହାତୀ ଉପଦ୍ରବ: ଘର ଭାଙ୍ଗିଲେ, ଲେକେ ଦୌଡ଼ିଲେ

କଲ୍ୟାଣସିଂହପୁର, ୧୭।୫ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ପାର୍ସଲି ପଞ୍ଚାୟତର ଲିଙ୍ଗମଝୋଲା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ରାତି ଅଧରେ ଏକ ୧୦ଟିକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri