ପାରାଦୀପ, ୧୬।୩(ସ୍ବ.ପ୍ର.): ପାରାଦୀପ ବନ୍ଦର ଆଙ୍କରେଜ ଏରିଆରେ ଥିବା ଏକ ପଣ୍ୟବାହୀ ଜାହାଜରେ ସୋମବାର ଜଣେ ୟୁକ୍ରେନ୍ ନାଗରିକଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଜାହାଜ କ୍ୟାପ୍ଟେନ ୟୁଦିନ ବିଟାଲୀ(୪୭)। ଏହା ଜଣାପଡ଼ିବା ପରେ ପୋର୍ଟ ପିଏଚ୍ଓ(ପୋର୍ଟ ହେଲ୍ପ ଅଫିସ) ପକ୍ଷରୁ ସ୍ବତନ୍ତ୍ର ଟିମ୍ ଘଟଣାସ୍ଥଳକୁ ଯାଇଛନ୍ତି। ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି।
ୟୁଏଇରୁ ଆସିଥିବା ଏମ୍ଭି ନିୟୁ ଡେଷ୍ଟିନ ନାମକ ଜାହାଜ ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇକରି ଚାଇନା ଅଭିମୁଖେ ଯିବାର ଥିବା ପୋର୍ଟ ଡିଟିଆଇ(ଡେଲି ଟ୍ରାଫିକ ରିପୋର୍ଟ) ରୁ ଜଣାଯାଇଛି। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ ଏହା ହୃଦ୍ଘାତଜନିତ ବୋଲି କୁହାଯାଉଛି।
Posted inଆମ ଜିଲା ଖବର, ଜଗତ୍ସିଂହପୁର View All
ଲୋକକଳା ପାଇଁ ଦିନଟିଏ
ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…
ହାତୀ ଆକ୍ରମଣରେ ଜଣେ ଗୁରୁତର
ରୁପ୍ରାରୋଡ୍,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…
ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…
ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…
୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା
ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…
ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା
ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…
ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା
ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…
ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ
କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…
ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା
ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…
Archives

