ପାରାୟଣସ୍ଥଳର ୪ ହୁଣ୍ଡିରୁ ଚୋରି

ଚିକିଟିି,୧୦ା୧୧(ଡି.ଏନ.ଏ.)- ଚିକିଟି ବ୍ଲକ୍‌ ଅନ୍ତର୍ଗତ ଚାନ୍ଦପୁର ବଜାରରେ ଚାଲିଥିବା ରାମଚରିତ ମାନସ ପାରାୟଣସ୍ଥଳରେ ଥିବା ୪ଟି ହୁଣ୍ଡିରୁ ଶୁକ୍ରବାର ମଧ୍ୟରାତ୍ରିରେ ଟଙ୍କା ଚୋରି ହୋଇଛି। ଏହାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତାଷ ଦେଖାଦେଇଛି। ଗତ ୩୧ ତାରିଖରୁ ଚାନ୍ଦପୁର ବଜାରରେ ଅଞ୍ଚଳବାସୀଙ୍କ ସହଯୋଗରେ ରାମ ଚରିତ ମାନସ ପାରାୟଣ ଚାଲିଛି। ସେଠାରେ ପ୍ରତିଦିନ ପୂଜା, ହୋମଯଜ୍ଞ ହେଉଛି। ବିଭିନ୍ନ ସ୍ଥାନରୁ ଭକ୍ତମାନେ ଆସି ପାରାୟଣରେ ସାମିଲ ହେଉଥିଲେ ା କାର୍ତ୍ତିକ ମାସ ହେତୁ ପ୍ରତ୍ୟେକ ଦିନ ପ୍ରାୟ ୨ରୁ ୩ହଜାର ଲୋକଙ୍କ ସମାଗମ ହେଉଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ପାରାୟଣ ସ୍ଥଳ ନିଛାଟିଆ ଥିବା ବେଳେ ସେଠାରେ ଥିବା ୭ ହୁଣ୍ଡି ମଧ୍ୟରୁ ୪ଟିକୁ କେହି ଦୁର୍ବୃତ୍ତ ଭାଙ୍ଗି ଟଙ୍କା ଲୁଟି ନେଇଥିବା କମିଟି ପକ୍ଷରୁ ସଭାପତି ଗୋବିନ୍ଦ ଚନ୍ଦ୍ର ସାହୁ ଓ ଓ ସମ୍ପାଦକ ବନ ପ୍ରଧାନଙ୍କ ସମେତ ସଭ୍ୟମାନେ ମୌଖିକ ଭାବେ ନୂଆପଡା ଫାଣ୍ଡିରେ ଅଭିଯୋଗ କରିଛନ୍ତିି ା ଫାଣ୍ଡି ଅଧିକାରୀ କେ.ସି. ବେହେରା ଘଟଣାର ତଦନ୍ତ ଚାଲୁ ରହିଥିବା କହିଛନ୍ତିି ା


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପଞ୍ଚାୟତିରାଜ ବ୍ୟବସ୍ଥାକୁ ଶକ୍ତିଶାଳୀ କରିବାରେ ରାଜୀବଙ୍କ ଅବଦାନ ଅତୁଳନୀୟ

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ଥାନୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri