Posted inଜାତୀୟ

ପାରିକରଙ୍କ ପୋଷ୍ୟ ଗ୍ରାମ ବୁଲିଲେ ସ୍ମୃତି, ସାଓ୍ବନ୍ତ

ପଣଜୀ,୨୨।୬: ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ମନୋହର ପାରିକର ଆମେଥିର ଯେଉଁ ଗ୍ରାମକୁ ପୋଷ୍ୟ ଭାବେ ଗ୍ରହଣ କରିଥିଲେ ସେହି ଗ୍ରାମ ଗସ୍ତରେ ଶନିବାର ଯାଇଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନି ଓ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ। ଏଠାରେ ସେ ସାଧାରଣ ଜନତାଙ୍କ ସହ ମିଶିଛନ୍ତି ଓ ସେମାନଙ୍କର ଭଲମନ୍ଦ ସମ୍ପର୍କରେ ପଚାରି ବୁଝିଛନ୍ତି। ତେବେ ଗତ ମାସରେ ମୃତ୍ୟୁ ହୋଇଥିବା ବରାଉଲିର ଗାଁ ମୁଖିଆ ସୁରେନ୍ଦ୍ର ସିଂଙ୍କ ଘରକୁ ମଧ୍ୟ ଯାଇଛନ୍ତି ସ୍ମୃତି ଓ ପ୍ରମୋଦ।


Enter your email to get our daily news in your inbox.

All Right Reserved By Dharitri.Com

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri