ଚଣ୍ଡିଖୋଲ,୨୫।୧୧(ଡ.ଏନ୍.ଏ.): ଯାଜପୁର ଜିଲା ଚଣ୍ଡିଖୋଲ ସ୍ଥିତ ଏକ ହୋଟେଲରେ ଜଣେ ବ୍ୟାଙ୍କ ଅଧିକାରୀ ବେକରେ ବେଡସିଟ୍ ଗୁଡ଼ାଇ ଗୁରୁବାର ରାତିିରେ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଯାଜପୁର ଥାାନା ଅନ୍ତର୍ଗତ ନରହରିପୁର ଗ୍ରାମର ଆଶିଷ ରଞ୍ଜନ ସାମଲ। ସେ ଗୌହାଟିରେ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ(ଆର୍ବିଆଇ)ର ଜେନେରାଲ ମ୍ୟାନେଜର ଭାବେ କାମ କରୁଥିଲେ। ଗୁରୁବାର ମା’ଙ୍କୁ ଦେଖା କରିବା ଲାଗି ସେ ନିଜ ଘରକୁ ଆସିଥିଲେ। ସେଠାରୁ ସ୍ତ୍ରୀ ଏବଂ ପିଲାଙ୍କୁ ଦେଖିବା ଲାଗି ଭୁବନେଶ୍ୱର ଯାଇଥିଲେ। ଏହାପରେ ସେ ଉକ୍ତ ହୋଟେଲରେ ରୁମ୍ ବୁକ୍ କରି ଆତ୍ମହତ୍ୟା କରିଛନ୍ତି। ତେବେ ପାରିବାରିକ ଅଶାନ୍ତିରୁ ସେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, ଯାଜପୁର, ରାଜ୍ୟ View All
ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର
ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…
ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି
ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…
ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ
କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…
ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି
କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…
ନିଟ୍ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ
ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…
ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ
ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…
ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍…
ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ…
ପୁରୀ,୨୧ା୭(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…
Archives

