ଯୋଡା,୬ା୫(ଡି.ଏନ୍.ଏ.)- କେନ୍ଦୁଝର ଜିଲା ବାମେବରୀ ଅନ୍ତର୍ଗତ ତାଡପାଣି ଅଞ୍ଚଳରେ ମଙ୍ଗଳବାର ପାରିବାରିକ କଳହରୁ ମଞ୍ଜ ମୁଣ୍ଡା ନାମ୍ନୀ ଜଣେ ମହିଳା ଗଛରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ ମାମମଲା (ନଂ.୧୬/୨୦୨୦) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଖବର ନେବାରୁ ଜଣାପଡ଼ିଛି ଯେ, ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ସୋମବାର ସନ୍ଧ୍ୟାରେ କୌଣସି କାରଣରୁ କଳହ ହୋଇଥିଲା ା ପରେ ବିଳମ୍ବିତ ରାତିରେ ମଞ୍ଜୁ ଘରୁ ବାହାରି ନିକଟସ୍ଥ ଏକ ଗଛରେ ଫାଶି ଲଗାଇ ଆତ୍ମହତ୍ୟା କରିଥିବା ସ୍ଥାନୀୟ ଲୋକେ ପୋଲିସକୁ ଜଣାଇଥିଲେ।
Posted inଆମ ଜିଲା ଖବର, କେନ୍ଦୁଝର View All
ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ
ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…
ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…
ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…
ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…
କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…
ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ
ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…
ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ
ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…
୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍ରେ ରାଜନୈତିକ ଉଷ୍ମତା
ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

