ମହାକାଳପଡ଼ା, ୨୦।୨(ଡି.ଏନ୍.ଏ.): ପାରିବାରିକ କଳହକୁ କେନ୍ଦ୍ରକରି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବରକନ୍ଧା ପଞ୍ଚାୟତ ଛେଡାକଣି ଗ୍ରାମର ଜନୈକା ମହିଳା ଗୁରୁବାର ସକାଳେ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସେ ହେଲେ ଗ୍ରାମର ବିପିନ ସାହୁଙ୍କ ସ୍ତ୍ରୀ ଉର୍ମିଳା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କେନ୍ଦ୍ରାପଡା ଓ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ପାରିବାରିକ କଳହ: ଦେହରେ ନିଆଁ ଲଗାଇଲେ ମହିଳା, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
Posted inଆମ ଜିଲା ଖବର, କେନ୍ଦ୍ରାପଡ଼ା View All

ଖାଲି ଷ୍ଟାଡିୟମରେ ଖେଳାଯାଇପାରେ ଲକ୍ଷ୍ନୌ, କୋଲକାତା ଦିନିକିଆ ମ୍ୟାଚ୍
ନୂଆଦିଲ୍ଲୀ,୧୨।୩(ପି.ଟି.)- ଭାରତ ଓ ଦକ୍ଷିଣ ଦିନିକଆ ସିରିଜ୍ର ପ୍ରଥମ ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇସାରିଥିବାବେଳେ ଦ୍ୱିତୀୟ ଓ ତୃତୀୟ ମ୍ୟାଚ୍ ଖାଲି ଷ୍ଟାଡିୟମରେ ଖେଳାଯାଇପାରେ।...

ଗଞ୍ଜାମ ଜିଲା ପ୍ରଶାସନ ନଜରରେ ଭୁବନେଶ୍ବର ଫେରନ୍ତା
ଛତ୍ରପୁର,୬ା୪(ଡି.ଏନ୍.ଏ.)-ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସେଠାରୁ ଗଞ୍ଜାମ ଜିଲାକୁ ଫେରୁଥିବା ଲୋକଙ୍କ ଉପରେ ନଜର ରଖାଯିବ। ଭୁବନେଶ୍ୱର ଫେରନ୍ତାଙ୍କ ଚିହ୍ନଟ କରି ତୁରନ୍ତ କ୍ୱାରାଣ୍ଟାଇନ୍ରେ...

ଘୁମୁସର ଇତିହାସ ବହୁ ପୁରୁଣା
ଭଞ୍ଜନଗର,୨୬ା୧୨(ଡି.ଏନ.ଏ.)- ଘୁମୁସର ଇତିହାସ ଅତି ପୁରୁଣା। ଏହାର ଅଧିକ ଗବେଷଣା ସହ ପ୍ରଚାର ଓ ପ୍ରସାର ଆବଶ୍ୟକ ବୋଲି ଘୁମୁସର ଗବେଷଣା ପ୍ରତିଷ୍ଠାନର ଦ୍ୱିତୀୟ ବାର୍ଷିକୋତ୍ସବରେ...

ଦରବୃଦ୍ଧି ପ୍ରତିବାଦରେ ପେଟ୍ରୋଲ ପମ୍ପ ସମ୍ମୁଖରେ କଂଗ୍ରେସର ବିକ୍ଷୋଭ
ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଂଗ୍ରେସ ତରଫରୁ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଦର ବୃଦ୍ଧି, ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ସାଙ୍ଗକୁ ଆର୍ଥିକ...

ଆଇଟିଆଇ ଛାତ୍ରୀଛାତ୍ରଙ୍କ ପ୍ରଥମ ବିଶ୍ୱ ରେକର୍ଡ : ବ୍ରହ୍ମପୁର ଆଇଟିଆଇକୁ ‘ଗ୍ରାଣ୍ଡମାଷ୍ଟର’ ଟାଇଟଲ
ବ୍ରହ୍ମପୁର ଅଫିସ,୨୨ା୮-ଆବର୍ଜନା ତଥା ସ୍କ୍ରାପ୍ ସାମଗ୍ରୀର ପୁନଃ ବ୍ୟବହାର କରି ବିଶ୍ୱସ୍ତରରେ ନିଜ ନାମ ସ୍ଥାନିତ କରିଛନ୍ତି ବ୍ରହ୍ମପୁର ସରକାରୀ ଆଇଟିଆଇ ଛାତ୍ରୀଛାତ୍ର। ସ୍କ୍ରାପ୍ ସାମଗ୍ରୀରୁ...

ବିଭିନ୍ନ ଦାବି ନେଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସର ବିକ୍ଷୋଭ
ଆନନ୍ଦପୁର,୧୭।୩(ସ୍ବ.ପ୍ର.): ଘସିପୁରା ବ୍ଲକ କଂଗ୍ରେସ ପକ୍ଷରୁ ବୁଧବାର ଘସିପୁରା ବ୍ଲକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଆନନ୍ଦପୁର ପୌରପରିଷଦ ଶୈଲଙ୍ଗସ୍ଥିତ କଂଗ୍ରେସ କାର୍ଯ୍ୟାଳୟରୁ କଂଗ୍ରେସ କର୍ମୀମାନେ...

ପୌରପାଳିକା ହାତରେ ଦେବୋତ୍ତର ବିଭାଗ ରାଜସ୍ୱ
ବାରିପଦା ଅଫିସ,୨୫।୯- ମୟୂରଭଞ୍ଜ ଜିଲାରେ ଥିବା ମଠ ମନ୍ଦିର ସମ୍ପତ୍ତିିରୁ ମ୍ୟୁନିସିପାଲିଟି ପକ୍ଷରୁ ଟିକସ ଆଦାୟ କରାଯାଇ ସହରବାସୀଙ୍କ କ୍ଷେତ୍ରରେ ବିନିଯୋଗ କରାଯାଉଛି। ମାତ୍ର ମଠମନ୍ଦିର...

ନକଲି ଓଷଧ ବିକ୍ରି ମାମଲା: ପରିଚାଳନା ନିର୍ଦ୍ଦେଶକ ଶିବ ଜେନା ଗିରଫ
କଟକ ଅଫିସ,୨୫।୬: ନକଲି କରୋନା ଔଷଧ ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଗୁରୁବାର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ...