ପାରିବାରିକ କଳହ ଯୋଗୁ ନଦୀକୁ ଡେଇଁ ପଡ଼ିଲେ ଯୁବକ

ମହାକାଳପଡ଼ା,୫।୫(ଡି.ଏନ.ଏ.)-ପାରିବାରିକ କଳହ ଯୋଗୁ ନଦୀକୁ ଡେଇଁ ପଡ଼ିଲେ ଯୁବକ। ପରେ ସ୍ଥାନୀୟ ଲୋକ ଓ ସ୍ଥାନୀୟ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉକ୍ତ ଯୁବକଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ମଙ୍ଗଳପୁର ପଞ୍ଚାୟତ ଗୋଜାବନ୍ଧ ଗ୍ରାମରେ। ଉଦ୍ଧାର ଯୁବକ ଜଣକ ନିଶାମଣି ନାୟକଙ୍କ ପୁଅ ବୁଦ୍ଧିଆ ନାୟକ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ମାସ ବିତିଲା, ଅପହୃତାଙ୍କ ପତ୍ତା ମିଳୁନି: ଉଦ୍ଧାର ପାଇଁ ନିବେଦନ କଲେ ଅଜା

ମହାକାଳପଡ଼ା, ୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଥା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ବତୀଘର ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ଗତ ମାର୍ଚ୍ଚ ୧୧ତାରିଖ…

ଡାକ୍ତରୀ ପଢ଼ିବେ ଗରିବ ମେଧାବୀ ଛାତ୍ର ସୌମ୍ୟରଞ୍ଜନ: ସହଯୋଗର ହାତ ବଢାଇଲେ ସମବାୟବିତ୍‌

ମହାକାଳପଡ଼ା,୨୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟ ନଗର ପଞ୍ଚାୟତ ସାହାବାଜପୁର ଗ୍ରାମର କୈଳାସ ଚନ୍ଦ୍ର ସାହୁଙ୍କ ଆର୍ଥିକ ସ୍ଥିତି ଗମ୍ଭୀର। ମୁଣ୍ଡ ଗୁଞ୍ଜିବାକୁ…

ଅପହଞ୍ଚ ଗାଁ ପାଣିଖିଆ: ମୌଳିକ ସୁବିଧାରୁ ବଞ୍ଚିତ ଲୋକେ

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ ):୮୦ ବର୍ଷ ହେଲା ସ୍ବାଧୀନତା ମିଳିଲାଣି। ହେଲେ ଏବେବି ଅନେକ ନିପଟ ମଫସଲ ଗାଁରେ ସ୍ବାଧୀନତା ଅପହଞ୍ଚ ପାଲଟିଛି। ଲୁଣା ହେନ୍ତାଳ…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୬ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri