Posted inଅପରାଧ

ପାରିବାରିକ କଳହ: ସାନଭାଇ କଟୁରି ଚୋଟରେ ବଡ଼ଭାଇ ମୃତ

ନୟାଗଡ଼ ଅଫିସ,୫।୬: ପାରିବାରିକ କଳହକୁ କେନ୍ଦ୍ରକରି ସାନଭାଇ କଟୁରି ଚୋଟରେ ବଡ଼ଭାଇର ମୃତ୍ୟୁ ଘଟିଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛିି ନୟାଗଡ଼ ଜିଲା ଶରଣକୁଳ ଥାନା ଚଢ଼େୟାପଲ୍ଲୀ ଗ୍ରାମରେ। ମୃତକ ବଡ଼ଭାଇ ଜଣଙ୍କ ହେଲେ କୁବେର ସାହୁ।
ପ୍ରକାଶ ଯେ, କୁବେର ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଛାତ ଉପରେ ଶୋଇଥିବା ବେଳେ ସାନ ଭାଇ ଧନେଶ୍ୱର ଏକ କଟୁରିରେ ହାଣି ତାଙ୍କୁ ହତ୍ୟା କରିଥିଲେ। ପରେ ସେ ଥାନାରେ ଆତ୍ମସମର୍ପଣ କରିଥିଲେ। ହତ୍ୟାରେ ବ୍ୟବହୃତ କଟୁରିକୁ ପୋଲିସ ଜବତ କରିଛି। କୁବେରଙ୍କ ସ୍ତ୍ରୀ କୁନି ସାହୁଙ୍କ ଅଭିଯୋଗକୁ ଭିତ୍ତିକରି ଶରଣକୁଳ ପୋଲିସ ୪୪/୧୯ ରେ ମାମଲା ରୁଜୁ କରି ତଦନ୍ତ କରୁଥିବା ଥାନା ଅଧିକାରୀ କିରଣ ହେମ୍ରମ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଅଷ୍ଟମଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାର ପର୍ଦ୍ଦାଫାଶ: ୨ ଛାତ୍ର ଗିରଫ

ବ୍ରହ୍ମପୁର ଅଫିସ ,୧୫।୧ – ଗଞ୍ଜାମ ଜିଲାରେ ଜଣେ ଅଷ୍ଟମଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ଗଣବଳାତ୍କାର ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି । ଏଥିରେ ସାମିଲ...

୩ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ: ଜଣେ ଗିରଫ

ଖୋର୍ଦ୍ଧା ଅଫିସ,୧୧।୬: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ସ୍ବପ୍ନେଶ୍ୱରସାହି ଉପରେ ମଙ୍ଗଳବାର କଟକ ଓ ଖୋର୍ଦ୍ଧା ଫ୍ଲାଇଂ ସ୍କ୍ବାଡ୍‌ ପକ୍ଷରୁ ଚଢ଼ାଉ କରାଯାଇ ୩୦ ଗ୍ର୍ରାମ...

ଦୁର୍ଦ୍ଦାନ୍ତ ପଥର ମାଫିଆ ସଞ୍ଜୟ ଗିରଫ

ଭୁବନେଶ୍ୱର,୩ା୬(ବ୍ୟୁରୋ): ଖୋର୍ଦ୍ଧା ଅଞ୍ଚଳରେ ଆତଙ୍କ ଖେଳାଉଥିବା ଦୁର୍ଦ୍ଦାନ୍ତ ପଥର ମାଫିଆ ସଞ୍ଜୟ କୁମାର ପାଇକରାୟଙ୍କୁ ରବିବାର କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ରବିବାର ଗିରଫ କରିଛି। ଏଥିସହ ତାଙ୍କ...

୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବାଣପୁର ବ୍ଲକ ଜେଇ

ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଜିଲା ବାଣପୁର ବ୍ଲକର କନିଷ୍ଠଯନ୍ତ୍ରୀ(ଜେଇ) ଦୁର୍ଗା ପ୍ରସାଦ ଦଳେଇ ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭୁବନେଶ୍ୱର ଭିଜିଲାନ୍ସ ହାତରେ ସୋମବାର...

ଲକ୍‌ଡାଉଡ୍‌ ନିୟମ ନ ମାନିଲେ ମୃତ୍ୟୁ ଦଣ୍ଡ

କରୋନା ସଂକ୍ରମଣ ଯୋଗୁ ସମଗ୍ର ବିଶ୍ୱରେ ଲକ୍‌ଡାଉନ୍‌ ଜାରିରହିଛି। କେତେକ ସ୍ଥାନରେ ଲକ୍‌ଡାଉନ୍‌ ଶେଷ ହୋଇଥିବା ବେଳେ ଆଉ କେଉଁଠି ଦ୍ୱିତୀୟ, ତୃତୀୟ ଥର ଲକ୍‌ଡାଉନ୍‌...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସମବାୟ ସମିତି ସମ୍ପାଦକ

କଟକ ଅଫିସ, ୭ା୧- ଅଢେଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାଲିଅନ୍ତା ଥାନା ଅଧୀନ କାକରୁଦ୍ରପୁର ସେବା ସମବାୟ ସମିତି ସମ୍ପାଦକ...

ଓଡ଼ିଶା ଯୁବକଙ୍କୁ ଉଠାଇ ନେଲା ଗୁଜରାଟ ପୋଲିସ

ଦିଗପହଣ୍ଡି,୯।୧(ଡି.ଏନ୍‌.ଏ.): ଗଞ୍ଜେଇ ଚୋରା ଚାଲାଣ ରାକେଟର ଚେର ଓଡ଼ିଶାରୁ ଗୁଜରାଟକୁ ଲମ୍ବିଛି। ଚୋରା ଚାଲାଣ ରାକେଟର ମୁଖ୍ୟଙ୍କୁ ଗୁଜରାଟ କ୍ରାଇମବ୍ରାଞ୍ଚ ପୋଲିସ ପାଟପୁର ପୋଲିସ ସହାୟତାରେ...

ମିଠା ଦୋକାନୀଙ୍କୁ ଗୋଡାଇ ହାଣିବା ଘଟଣା: ଏନ୍‌କାଉଣ୍ଟର ଭୟରେ ଆତ୍ମସମର୍ପଣ କଲେ ରାଜା

ଭୁବନେଶ୍ୱର,୯ା୧୦(ବ୍ୟୁରୋ):ସାମନ୍ତରାପୁର ଛକରେ ମିଠା ଦୋକାନୀଙ୍କୁ ହତ୍ୟା କରିବା ଘଟଣାରେ ଜଣେ ଷଡ଼ଯନ୍ତ୍ରକାରୀ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ଅଭିଯୁକ୍ତ ହେଲେ ଧଉଳି...

Advertisement
Archives

Model This Week