ପାରିବାରିକ କଳହ ହେଲା ଅସହ୍ୟ: ଏଭଳି ଚରମ ନିଷ୍ପତ୍ତି ନେଲେ ବୃଦ୍ଧ ଦମ୍ପତି

ସମ୍ବଲପୁର,୪।୧୧(ବ୍ୟୁରୋ): ପାରିବାରିକ କଳହ ହେଲା ଅସହ୍ୟ। ଶେଷରେ ଆତ୍ମହତ୍ୟାର ଚରମ ନିଷ୍ପତ୍ତି ନେଲେ ଦମ୍ପତି। ବିଷ ପିଇ ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ମହିଳା ଜଣଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ସମ୍ବଲପୁର ଜିଲା ବୁର୍ଲା ଥାନା ଅଞ୍ଚଳରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଝାର ମୁଣ୍ଡା ଗାଁର ଟଙ୍କଧର ମହାକୁଡ଼। ଟଙ୍କଧରଙ୍କ ସ୍ତ୍ରୀ ବୃନ୍ଦାବତୀଙ୍କ ଅବସ୍ଥା ଗୁରୁତର ରହିଛି।
ସୂଚନାଯୋଗ୍ୟ, ବୁଧବାର ସନ୍ଧ୍ୟା ସମୟରେ ଗୋଶାଳା ଆଇଆଇଏମ୍‌ ରାସ୍ତା ଅଞ୍ଚଳର ଏକ ଧାନ କ୍ଷେତରେ ବୃଦ୍ଧ ଦମ୍ପତି ସଜ୍ଞାହୀନ ଅବସ୍ଥାରେ ପଡ଼ିଥିବା ପରିବାର ଲୋକ ଦେଖି ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଟଙ୍କଧରଙ୍କର ମୃତ୍ୟୁ ଘଟିଥିବା ବେଳେ ବୃନ୍ଦାବତୀଙ୍କ ଅବସ୍ଥା ଗୁରୁତର ଥିଲା। ତେବେ ପାରିବାରିକ କଳହ କାରଣରୁ ଦମ୍ପତିି ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri