Posted inଜାତୀୟ

ପାର୍ଲାମେଣ୍ଟ ଭବନରେ ଥର୍ମାଲ ସ୍କ୍ରିନିଂ ବ୍ୟବସ୍ଥା

ନୂଆଦିଲ୍ଲୀ,୧୭।୩(ପି.ଟି.):କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପାର୍ଲାମେଣ୍ଟ ଭବନ ପରିସରକୁ ଆସୁଥିବା ଦର୍ଶକମାନଙ୍କ ପାଇଁ ସୋମବାର ଥର୍ମାଲ ସ୍କ୍ରିନିଂ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପାର୍ଲାମେଣ୍ଟ ଭିତରକୁ ଯାଉଥିବା କର୍ମଚାରୀ ଓ ଖବରଦାତାଙ୍କର ଥର୍ମାଲ ଯାଞ୍ଚ କରାଯିବ। ପାର୍ଲାମେଣ୍ଟ ଅଧିବେଶନ ଦେଖିବା ଲାଗି ଆଗ୍ରହୀ ଲୋକମାନଙ୍କୁ ପାସ୍‌ ଇସ୍ୟୁ ବନ୍ଦ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷ ମଧ୍ୟରେ ୬ ଶହ ଦୁର୍ନୀତିଗ୍ରସ୍ତ ଠକ ଅଫିସରଙ୍କୁ ଦଣ୍ଡିତ କରିଛନ୍ତି ଯୋଗୀ ସରକାର

ଲକ୍ଷ୍ନୌ,୩।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଗତ ୨ ବର୍ଷ ମଧ୍ୟରେ ୬ ଶହ ଦୁର୍ନୀତିଗ୍ରସ୍ତ ଠକ ଅଫିସରଙ୍କୁ ଦଣ୍ଡିତ କରିଛନ୍ତି। ସେମାନଙ୍କ ମଧ୍ୟରୁ...

ନିର୍ବାଚନ ପ୍ରଚାର କରିବାକୁ ବାରଣ ପରେ ହନୁମାନଙ୍କ ଶରଣ ନେଲେ ଯୋଗୀ

ଲକ୍ଷ୍ନୌ,୧୬।୪: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନିର୍ବାଚନ କମିଶନ (ଇସି) ୭୨ ଘଣ୍ଟା ପାଇଁ ନିର୍ବାଚନ ପ୍ରଚାର କରିବାକୁ ବାରଣ କରିବା ପରେ ସେ...

୨ମାସରୁ ବନ୍ଦ ଥିବା ଓପିଡି ସେବା ପୁଣି ଖୋଲିବାକୁ ସରକାରଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୪।୬: ଦେଶରେ ଜାରି ରହିଥିବା କରୋନାର ଦ୍ୱିିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦେଶର ବିଭିନ୍ନ ରାଜ୍ୟରେ ଦୈନିକ ସଂକ୍ରମଣ ବର୍ତ୍ତମାନ ହ୍ରାସ...

ବିଭୀଷଣଙ୍କୁ ଦେଖିଲେ କଂଗ୍ରେସ ସଦସ୍ୟଙ୍କୁ ମନେପଡୁଛନ୍ତି ଜ୍ୟୋତିରାଦିତ୍ୟ ସିନ୍ଧିଆ !

ନୂଆଦିଲ୍ଲୀ,୧୬।୪: ଦେଶରେ କରୋନା ସଂକ୍ରମଣକୁ ନେଇ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏପରିସ୍ଥଳେ କୌଣସି ନୂଆ ଶୁଟିଂ ନ ହୋଇ ପାରିବାରୁ ରାମାନନ୍ଦ ସାଗରଙ୍କ ଦ୍ୱାରା...

କରୋନାର ଦୁଇ ବର୍ଷ: ଦେଶରେ ୪ କୋଟିରୁ ଅଧିକ ସଂକ୍ରମିତ, ୪.୯୪ ଲକ୍ଷ ମୃତ୍ୟୁ, ଭାଇରସର ୪୦୦ରୁ ଅଧିକ ମ୍ୟୁଟେସନ

ନୂଆଦିଲ୍ଲୀ,୩୧ ।୧: ଦେଶରେ କରୋନା ମହାମାରୀକୁ ୨ ବର୍ଷ ପୁରଣ ହୋଇ ଗଲାଣି । ଏହାରି ଭିତରେ ଟିକା ଓ ସତର୍କତା ଆମକୁ କରୋନାଠାରୁ ଦୂରେଇ...

ପୁଅ ମୋଦିଙ୍କ କ୍ୟାବିନେଟରେ ମନ୍ତ୍ରୀ, ମାତାପିତା କାମ କରନ୍ତି କ୍ଷେତରେ

ନୂଆଦିଲ୍ଲୀ,୧୮ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ସପ୍ତାହ ପୂର୍ବରୁ ତାଙ୍କ କ୍ୟାବିନେଟର ବିସ୍ତାର କରିଛନ୍ତି । ଏଥିରେ ୪୩ ମନ୍ତ୍ରୀ ଶପଥ ଗ୍ରହଣ କରିଥିଲେ...

କୃଷକ ସଂଗଠନର ଚେତାବନୀ: ନିଆଁ ସହ ନ ଖେଳନ୍ତୁ ସରକାର

ନୂଆଦିଲ୍ଲୀ,୨୩।୧୨: କୃଷକ ଆଇନ ବିରୋଧରେ କୃଷକଙ୍କ ଆନ୍ଦୋଳନ ୨୮ତମ ଦିନରେ ପହଞ୍ଚିଛି। ଏହି ଆନ୍ଦୋଳନକୁ ଶେଷ କରିବା ପାଇଁ ସରକାର ପୁଣି ଥରେ ବୁଝାମଣା ପାଇଁ...

ଭାରତରେ ଓମିକ୍ରନ ସବ-ଭାରିଆଣ୍ଟ ଏକ୍ସବିବି.୧.୫ ଚିହ୍ନଟ…

ନୂଆଦିଲ୍ଲୀ,୧।୧ : ନୂଆ ବର୍ଷର ଉତ୍ସବ ମଧ୍ୟରେ ଏକ ଖବର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଓମିକ୍ରନର ସବ-ଭାରିଆଣ୍ଟ ଏକ୍ସବିବି.୧.୫ ଭାରତରେ ଚିହ୍ନଟ ହୋଇଛି।...

Advertisement
Archives

Model This Week