Odisha Elections 2024
Posted inଜାତୀୟ

ପାର୍ଲାମେଣ୍ଟ ଭବନରେ ଥର୍ମାଲ ସ୍କ୍ରିନିଂ ବ୍ୟବସ୍ଥା

ନୂଆଦିଲ୍ଲୀ,୧୭।୩(ପି.ଟି.):କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପାର୍ଲାମେଣ୍ଟ ଭବନ ପରିସରକୁ ଆସୁଥିବା ଦର୍ଶକମାନଙ୍କ ପାଇଁ ସୋମବାର ଥର୍ମାଲ ସ୍କ୍ରିନିଂ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପାର୍ଲାମେଣ୍ଟ ଭିତରକୁ ଯାଉଥିବା କର୍ମଚାରୀ ଓ ଖବରଦାତାଙ୍କର ଥର୍ମାଲ ଯାଞ୍ଚ କରାଯିବ। ପାର୍ଲାମେଣ୍ଟ ଅଧିବେଶନ ଦେଖିବା ଲାଗି ଆଗ୍ରହୀ ଲୋକମାନଙ୍କୁ ପାସ୍‌ ଇସ୍ୟୁ ବନ୍ଦ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାକି ଟଙ୍କା ନ ଶୁଝି ଚା’ ସିଗାରେଟ କିଣୁଥିଲେ ଯୁବକ, ଦୋକାନୀ ବିରୋଧ କରିବାରୁ କରିଦେଲେ ହତ୍ୟା

ଅଗରତାଲା,୨୩।୫: ତ୍ରିପୁରାର ଅଗରତାଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକ ଜଣେ ଚା ’ଦୋକାନୀଙ୍କୁ ଏକ ଇଟା ଦ୍ୱାରା ଅତି...

କଂଗ୍ରେସକୁ ମିଳିବ ଏତିକି ଆସନ: ଶାହା କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୩।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ନିର୍ବାଚନ ସମାବେଶକୁ ସମ୍ବୋଧିତ କରୁଥିବାବେଳେ ବିରୋଧୀ ଦଳକୁ ଟାର୍ଗେଟ୍‌ କରିଛନ୍ତି। ଏଥର ନିର୍ବାଚନରେ କଂଗ୍ରେସ ଏବଂ...

ଭାରତ ନିଜର ସୁନା ଇଂଲଣ୍ଡରେ କାହିଁକି ରଖିଥାଏ? ଦେଶର ରାଜକୋଷରେ ଅଛି ଏତିକି ଟନ୍‌ ସୁନା…

ନୂଆଦିଲ୍ଲୀ,୨୩।୫: ଦେଶକୁ ସଙ୍କଟରୁ ମୁକ୍ତ କରିବାର ସବୁଠାରୁ ବଡ ମାଧ୍ୟମ ହେଉଛି ସୁନା। ଏଥିପାଇଁ ଗୋଲ୍ଡ ରିଜର୍ଭ(ସୁନା ସଂରକ୍ଷଣ) ପ୍ରସ୍ତୁତ କରାଯାଇଥାଏ। ଭାରତରେ ମଧ୍ୟ ସୁନା...

ପ୍ରଥମ ସାକ୍ଷାତକାରରେ ଭାବପ୍ରବଣ ହେଲେ ସ୍ବାତୀ, କହିଲେ ମୁଁ ଯେତେବେଳେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲି…

ନୂଆଦିଲ୍ଲୀ,୨୩ା୫: ପ୍ରଥମଥର ପାଇ ଏଏପିର ରାଜ୍ୟ ସଭା ଏମ୍‌ପି ସ୍ବାତୀ ମାଲିଓ୍ବାଲ ଏକ ସାକ୍ଷାତକାର ଦେଇଛନ୍ତି। ଏହି ସାକ୍ଷାତକାରରେ ସେ କହିଛନ୍ତି, ମେ’ ୧୩ରେ ସେ...

ଭାରତୀୟ ଜ୍ୟୋତିଷ କଲେ ପୁର୍ବାନୁମାନ, ଏହିଦିନ ହେବ ତୃତୀୟ ବିଶ୍ୱଯୁଦ୍ଧ!

ନୂଆଦିଲ୍ଲୀ,୨୩।୫: ତୃତୀୟ ବିଶ୍ୱଯୁଦ୍ଧର ଚର୍ଚ୍ଚା ଅନେକ ଦଶନ୍ଧି ଧରି କଳ୍ପନା ଏବଂ ବିତର୍କର ବିଷୟ ହୋଇଆସୁଛି। ପ୍ରଥମ ଦୁଇଟି ବିଶ୍ୱଯୁଦ୍ଧର ଘାତକ ପ୍ରଭାବ ବିଶ୍ୱର ସ୍ମୃତିରେ...

ଖୁବ୍‌ଶୀଘ୍ର ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ସ୍ଥାୟୀ ସଦସ୍ୟ ହେବ ଭାରତ: ଜୟଶଙ୍କର ଦେଲେ ସଙ୍କେତ

ନୂଆଦିଲ୍ଲୀ,୨୩।୫: ମିଳିତ ଜାତିସଂଘ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟ ହେବାକୁ ଭାରତ ନିରନ୍ତର ଚେଷ୍ଟା କରୁଛି। ପ୍ରତ୍ୟେକଥର ଚାଇନା ଏଥିରେ ବାଧା ସୃଷ୍ଟି କରୁଛି। କିନ୍ତୁ...

ବାହାଘର ପରେ କିସ୍‌ କଲେ ନବଦମ୍ପତି, ମଞ୍ଚରେ ମାଡ ଖାଇଲେ ବର ପକ୍ଷ

ନୂଆଦିଲ୍ଲୀ,୨୩।୫: ବାହାଘର ପରେ ବର କନ୍ୟା ପ୍ରତି ସର୍ବସାଧାରଣରେ ଭଲ ପାଇବା ଦେଖାଇବା ମହଙ୍ଗା ସାବ୍ୟସ୍ତ ହୋଇଛି। ବର କନ୍ୟାକୁ ବିବାହ ସମୟରେ କିସ୍‌ କରିବା...

‘ଜୁନ ୪ରେ ପାଣି ନେଇକି ବସିବ’, ଭାଜପାର ବଡ଼ ବିଜୟ ଉପରେ ଭବିଷ୍ୟବାଣୀ କରିଥିବା ପ୍ରଶାନ୍ତ କିଶୋର ବିରୋଧୀଙ୍କୁ ଦେଲେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ପ୍ରଶାନ୍ତ କିଶୋରଙ୍କ ବିବୃତ୍ତି ଭାଇରାଲ ହେବାରେ ଲାଗିଛି। ପ୍ରଶାନ୍ତ କିଶୋର କହିଛନ୍ତି ଯେ ମୋଦି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri