ପାର୍ଶ୍ୱତଳି ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମରେ ସାମିଲ ଦାବି ନେଇ ବୈଠକ

ବ୍ରହ୍ମପୁର ଅଫିସ,୧୧।୮: ଗଞ୍ଜାମ ଜିଲା ବ୍ରହ୍ମପୁର ସହର ନିକଟ ତଥା ପାର୍ଶ୍ୱତଳି ଅଞ୍ଚଳକୁ ବ୍ରହ୍ମପୁର ମହାନଗର ନିଗମରେ ସାମିଲ ଦାବି ସମ୍ପର୍କରେ ରବିବାର ଏକ ସତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ସହରତଳି ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଗୋବିନ୍ଦବିହାର ୫ମ ଗଳି ଶାନ୍ତି କଲ୍ୟାଣ ମଣ୍ଡପ ପରିସରରେ ଆୟୋଜିତ ବୈଠକରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ। ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ଯୋଗଦେଇ ସହରତଳି ଅଞ୍ଚଳକୁ ବିଏମ୍‌ସିରେ ଆଗାମୀ ପୌର ନିର୍ବାଚନ ପୂର୍ବରୁ ସାମିଲ କରାଯିବା ପ୍ରକ୍ରିୟା ଚାଲିଥିବା ସୂଚାଇଥିଲେ। ଖୁବ୍‌ଶୀଘ୍ର ଏନେଇ ଗୋପାଳପୁର ବିଧାୟକ, ଗୃହ ନଗର ଉନ୍ନୟନ ବିଭାଗ ସଚିବ ଓ ବିଭାଗୀୟ ମନ୍ତ୍ରୀଙ୍କ ସହ ଆଲୋଚନା କରାଯିବ ବୋଲି ଏମ୍‌ପି ସାହୁ କହିଥିଲେ। ଏହି ଅବସରରେ ନବ ନିର୍ବାଚିତ ବିଧାୟକ ଓ ଏମ୍‌ପିଙ୍କୁ କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। କମିଟି ସଭାପତି ସଞ୍ଜୀବ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ କମିଟିର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେପୁର ଉପନିର୍ବାଚନ : ପ୍ରାର୍ଥୀଙ୍କ କଥା, ସେମାନଙ୍କ ମୁହଁରୁ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ବରଗଡ ଜିଲା ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀ। ମାତ୍ର ୧୮ ମାସ ମଧ୍ୟରେ ତୃତୀୟ ଥର ପାଇଁ ଭୋଟ ଦେବେ ବିଜେପୁରବାସୀ। ୨୦୧୮ ପରି ୨୦୧୯ରେ...

ଜଙ୍ଗଲ ପରେ ରାସ୍ତାପାର୍ଶ୍ୱ ବୃକ୍ଷ ଉପରେ ମାଫିଆଙ୍କ ନଜର

ଓଡ଼ଗାଁ,୧୯ା୫(ସ୍ବ.ପ୍ର.): ନୟାଗଡ଼ ବନଖଣ୍ଡ ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ବିଭିନ୍ନ ସଂରକ୍ଷଣ ଜଙ୍ଗଲ କାଠ ମାଫିଆ ସଫା କରିବା ପରେ ଏବେ ରାସ୍ତା ପାର୍ଶ୍ୱ ବୃକ୍ଷ ଉପରେ...

ପୁଣି ଥରେ ବିଦ୍ୟାଭାରତୀଙ୍କୁ ଜେରା : ଏଥର ମିଳିବ କି କିଛି ତଥ୍ୟ

ଉଦଳା,୩।୨(ଡି.ଏନ୍‌.ଏ.): ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ଏସିଏଫ) ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ଘଟଣାର ୨୩ ଦିନ ପରେ ମଧ୍ୟ ସସ୍ପେନ୍ସ ଲାଗି ରହିଛି। ଏହା ଏକ...

୫ ମାସ ହେଲା ଅକାମୀ ହୋଇ ପଡ଼ିଛି କେସିଙ୍ଗା ରେଳଷ୍ଟେଶନର ନୂତନ କାର୍ଯ୍ୟାଳୟ, ଗେଟ୍‌: ଗମନାଗମନରେ ସମସ୍ୟା

କେସିଙ୍ଗା, ୨୬।୭ (ଡି.ଏନ୍‌.ଏ.): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗାସ୍ଥିତ ରେଳ ଷ୍ଟେଶନର ନୂତନ ମୁଖ୍ୟ କାର୍ଯ୍ୟାଳୟ ଓ କମ୍ପ୍ୟୁଟର ଗୃହ ଆଜକୁ ୫ମାସ ହେବ...

ସ୍ମାଟ କ୍ଲାସରେ ଚାଲିଲା ପୁଷ୍ପା ଭିଡିଓ

ଭୁବନେଶ୍ୱର,୨।୫(ବ୍ୟୁରୋ): ଆଧୁନିକ ପଦ୍ଧତିରେ ପାଠ ପଢ଼ା ପାଇଁ ରାଜ୍ୟ ସରକାର ସ୍କୁଲରେ ସ୍ମାଟ କ୍ଲାସର ବ୍ୟବସ୍ଥା କରିଛନ୍ତି। ସ୍ମାଟ କ୍ଲାସରେ ରହିଛି ଟିଭି ଭଳି ଅତ୍ୟଧୁନିକ...

ରାଜନୈତିକ ଦଳ ପ୍ରତିନିଧିଙ୍କ ସହ ପ୍ରଶାସନର ବୈଠକ: ଆସନ୍ତା ୧୫ରୁ ଭୋଟର ତାଲିକା ସଂଶୋଧନ

ଅନୁଗୋଳ ଅଫିସ, ୧୧।୧୦- ଭାରତର ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ଭୋଟର ତାଲିକାକୁ ଶତ ପ୍ରତିଶତ ତ୍ରୁଟିଶୂନ୍ୟ କରିବା ପାଇଁ ଚଳିତ ମାସ ୧୫ ତାରିଖରୁ ଭୋଟର...

ଦୋଷୀଙ୍କୁ ଦଣ୍ଡ ଦାବିରେ ସଙ୍କଳ୍ପ ପଦଯାତ୍ରା

ଖଇରା,୪।୧୨(ଡି.ଏନ.ଏ.): ହାଇଦ୍ରାବାଦ ସମେତ ରାଜ୍ୟ ଓ ଦେଶର ବିଭିନ୍ନ ସ୍ଥାନରେ ଗଣବଳାତ୍କାର ଓ ନାରୀ ନିର୍ଯାତନା ଘଟଣା ବୃଦ୍ଧି ପାଉଥିବାରୁ ଏହାର ପ୍ରତିବାଦ ଜଣାଇବା ସହ...

ରଥଯାତ୍ରା ହେଲେ କରୋନା ଭୟ ଦୂର ହୋଇଯିବ

ପୁରୀ ଅଫିସ, ୧୬।୬: ଚଳିତ ବର୍ଷ କରୋନା ପାଇଁ ରଥଯାତ୍ରା ହେବ କି ନାହିଁ ସେ ନେଇ କିଛି ସ୍ପଷ୍ଟ ହୋଇ ନାହିଁ। ସମସ୍ତେ ମହାପ୍ରଭୁଙ୍କ...

Advertisement
Archives

Model This Week