Posted inଜାତୀୟ

ପାଲିଙ୍କିରେ ବୁହାହେଲେ ବାବୁ

ଜମ୍ମୁ,୨୫ା୭(ପି.ଟି.): ଜମ୍ମୁ-କଶ୍ମୀରର ରାମବନ ଜିଲାରେ କାର୍ଯ୍ୟରତ ଜଣେ ଅଧିକାରୀଙ୍କୁ ପାଲିଙ୍କିରେ ବୋହି ଛତା ଘୋଡ଼ାଇ ନିଆଯାଉଛି। ଏହି ଫଟୋ ବୁଧବାର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜିଲା ଉନ୍ନୟନ କମିଶନର ଶୌକତ୍‌ ଅଜାଜ୍‌ଙ୍କୁ କେତେଜଣ ଲୋକ ଏକ ପାଲିଙ୍କିରେ ବସାଇ ନେଉଛନ୍ତି। ଶୌକତ୍‌ କହିଛନ୍ତି, ପୂର୍ବରୁ କୌଣସି ଅଧିକାରୀଙ୍କ ପାଦ ପଡ଼ି ନ ଥିବା ଏକ ଗାଁକୁ ସେ ପ୍ରଥମଥର ପାଇଁ ପରିଦର୍ଶନରେ ଯାଇଥିଲେ। ଏଥିପାଇଁ ତାଙ୍କୁ ୧୦ କି.ମି. ପାଦରେ ଚାଲି ଯିବାକୁ ପଡ଼ିଥିଲା। ପରେ ସେ ଅଳ୍ପ ବାଟ ପାଲିଙ୍କିରେ ଯାଇଥିଲେ ବୋଲି ସଫେଇ ଦେଇଛନ୍ତି। ବ୍ରିଟିଶ୍‌ ଶାସନ ବେଳେ ଅଧିକାରୀମାନେ କୌଣସି ସ୍ଥାନ ପରିଦର୍ଶନ କରିବା ସମୟରେ ଗରିବ ଲୋକେ ଯେମିତି ପାଲିଙ୍କିରେ ବୋହି ସେବା କରୁଥିଲେ, ଏହି ଫଟୋ ସେହି ସ୍ମୃତିକୁ ଉଜ୍ଜୀବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କୁ ଜବାବ ଦେଲେ ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୯ ।୩: ଜ୍ୟୋତିରାଦିତ୍ୟ ସିନ୍ଧିଆ ଯଦି କଂଗ୍ରେସରେ ଥାଆନ୍ତେ ତେବେ ମୁଖ୍ୟମନ୍ତ୍ରୀ ହୋଇପାରି ଥାଆନ୍ତେ । ହେଲେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ରହି ସେ ବ୍ୟାକ୍...

୨ ଖବରଦାତାଙ୍କୁ ମିଳିଲା ଜାମିନ

ଅଗରତାଲା, ୧୫।୧୧: ତ୍ରିପୁରା ସାମ୍ପ୍ରଦାୟିକ ହିଂସା ସମ୍ପର୍କିତ ଉତ୍ତେଜନା ସୃଷ୍ଟିକାରୀ ଖବର ସୋସିଆଲ ମିଡିଆରେ ଛାଡ଼ିବା ଅଭିଯୋଗରେ ଗିରଫ ୨ ମହିଳା ଖବରଦାତାଙ୍କୁ ସୋମବାର ତ୍ରିପୁରାର...

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେନାହିଁ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ଆସନ୍ତା ୧୬ରେ ତୃତୀୟ ଥର ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ରାମ...

ମୋଦିଙ୍କ ଆତ୍ମନିର୍ଭର ଅଭିଯାନ: ସିଏପିଏଫ୍‌ କ୍ୟାଣ୍ଟିନ୍‌ରେ ଜୁନ୍‌ ୧ରୁ ବିକ୍ରି ହେବ ସ୍ବଦେଶୀ ଉତ୍ପାଦ

ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ଲକ୍‌ଡାଉନ୍‌ ଯୋଗୁ ଦେଶର ଅର୍ଥନୀତି ଖରାପ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଚଣ୍ଡୀପ୍ରସାଦ ହୋଇପାରନ୍ତି ସ୍ଥଳସେନା ମୁଖ୍ୟ

ନୂଆଦିଲ୍ଲୀ, ୧୨ା୧୨: ସ୍ଥଳସେନା ଉପାଧ୍ୟକ୍ଷ ଲ୍ୟୁଟ୍‌ନାଣ୍ଟ ଜେନେରାଲ ଚଣ୍ଡୀପ୍ରସାଦ ମହାନ୍ତି ସ୍ଥଳସେନା ଅଧ୍ୟକ୍ଷ ପଦରେ ଅବସ୍ଥାପିତ ହୋଇପାରନ୍ତି। ଜଗତ୍‌ସିଂହପୁର ଜିଲାରେ ଜନ୍ମିତ ଏହି ବରିଷ୍ଠ ସେନା...

ସ୍ଥିତାବସ୍ଥାରେ ପରିବର୍ତ୍ତନ ଗ୍ରହଣୀୟ ନୁହେଁ

ନୂଆଦିଲ୍ଲୀ,୧୫ା୭: ଚାଇନା ଦ୍ୱାରା ସୀମାନ୍ତ ସ୍ଥିତାବସ୍ଥାରେ କୌଣସି ପ୍ରକାର ଏକପାଖିଆ ପରିବର୍ତ୍ତନକୁ ଭାରତ ଗ୍ରହଣ କରିବ ନାହିଁ। ଦ୍ୱିପାକ୍ଷିକ ସମ୍ପର୍କରେ ଉନ୍ନତି ପାଇଁ ପୂର୍ବାବସ୍ଥା ଫେରାଇ...

ହେମା ମାଳିନୀଙ୍କ ଗାଲ ସହ ସଡକକୁ ତୁଳନା କରି କ୍ଷମା ମାଗିଲେ ମନ୍ତ୍ରୀ

ମୁମ୍ବାଇ,୨୦।୧୨: ମହାରାଷ୍ଟ୍ର ମନ୍ତ୍ରୀ ତଥା ବରିଷ୍ଠ ଶିବସେନା ନେତା ଗୁଲାବରାଓ ପାଟିଲ ଜଲଗାଓଁ ଜିଲାର ସଡକକୁ ଅଭିନେତ୍ରୀ ହେମା ମାଳିନୀଙ୍କ ଗାଲ ସହ ତୁଳନା କରିବା...

ଅହମ୍ମଦାଦରେ ଭୁଶୁଡିଲା ୩ମହଲା କୋଠା

ଅହମ୍ମଦାବାଦ,୫।୯: ଗୁଜରାଟ ଅହମ୍ମଦାବାଦ ଅମରାଇଓ୍ବାଡିରେ ଗୁରୁବାର ଦ୍ୱିପହରରେ ଏକ ୩ମହଲା ବିଶିଷ୍ଟ କୋଠା ଘର ଭୁଶୁଡିପଡ଼ିଛି। ଘରର କାନ୍ଥ ପଡ଼ିବାରୁ ଏହାର ଭଗ୍ନାବଶେଷ ତଳେ ବହୁ...

Advertisement


Archives

Model This Week