ପାଳଗଦା ଜଳିଗଲା

ଦିଗପହଣ୍ଡି,୭ା୪(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଅଧିନ ବାଲିଘାଇ ଗ୍ରାମ ଇନ୍ଦିରା ଆବାସ କଲୋନୀ ନିକଟରେ ଥିବା ପ୍ରକାଶ ନାଇକଙ୍କ ପାଳଗଦା ଜଳିଯାଇଛି। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ପ୍ରକାଶଙ୍କ ଧାନ ଖଳାରେ ଅଗ୍ନିକାଣ୍ଡ ଘଟି ପ୍ରାୟ ୩ ଏକର ଜମିର ପାଳଗଦା ପୋଡି ଯାଇଥିଲା। ଦିଗପହଣ୍ଡି ଦମକଳବାହିନୀ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri