Posted inଜାତୀୟ

ପାସେଞ୍ଜର ଟ୍ରେନ୍‌ର ୪ ବଗି ଲାଇନଚ୍ୟୁତ: ଷ୍ଟେଶନ କାନ୍ଥ ଭାଙ୍ଗି ବାହାରକୁ ମାଡ଼ିଗଲା

କାନପୁର, ୨୮।୮: ଉତ୍ତରପ୍ରଦେଶ କାନପୁର ସେଣ୍ଟ୍ରାଲ ରେଳ ଷ୍ଟେଶନ୍‌ରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। କାନପୁର-ଲକ୍ଷ୍ନୌ ପାସେଞ୍ଜର ଟ୍ରେନ୍‌ର ୪ ବଗି ଲାଇନଚ୍ୟୁତ ହୋଇଛି। ଏହାଯୋଗୁ ପ୍ଲାଟର୍ଫମ ୩ରେ ଆସୁଥିବା ଟ୍ରେନ୍‌ଟି ଷ୍ଟେଶନ କାନ୍ଥ ଭାଙ୍ଗି ବାହାରକୁ ମାଡ଼ି ଯାଇଛି। ତେବେ ଏହି ଘଟଣାରେ କେହି ମୃତାହତ ହୋଇ ନ ଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଖବର ପାଇ ରେଳବିଭାଗର ସମସ୍ତ ଉଚ୍ଚ ଅଧିକାରୀ ଏଠାରେ ପହଞ୍ଚିଛନ୍ତି। ବଗି ଗୁଡ଼ିକୁ ଲାଇନକୁ ଅଣାଯିବାର ପ୍ରୟାସ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିଲେ ଅଳ୍ପେଶ ଠାକୁର

ଗାନ୍ଧୀନଗର,୧୯ା୭ (ପି.ଟି.):ଗୁଜରାଟରେ କଂଗ୍ରେସର ପୂର୍ବତନ ବିଧାୟକ ଅଳ୍ପେଶ ଠାକୁର ଓ ଧବଳସିଂ ଜାଲା ଭାଜପାରେ ସାମିଲ ହୋଇଛନ୍ତି। ଦଳର ମୁଖ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଏମାନେ...

୧୦୫ କିମି ସାଇକେଲ ଚଲାଇ ପୁଅକୁ ପରୀକ୍ଷା କେନ୍ଦ୍ର ନେଇଥିବା ପିତାଙ୍କ ପାଇଁ ଦେବଦୂତ ସାଜିଲେ ଆନନ୍ଦ ମହିନ୍ଦ୍ରା

ଭୋପାଳ,୨୩।୮: ମଧ୍ୟପ୍ରଦେଶ ଧାର ଜିଲାରେ ଜଣେ ପିତା ପୁଅ ପରୀକ୍ଷା ଦେବା ପାଇଁ ଦୀର୍ଘ ୧୦୫ କିଲୋମିଟର ସାଇକେଲ ଚଲାଇବା ଘଟଣା ନିକଟରେ ସୋସିଆଲ ମିଡିଆରେ...

ବୟଫ୍ରେଣ୍ଡଙ୍କ ଆକୁଳ ନିବେଦନ: ମୁଖ୍ୟମନ୍ତ୍ରୀ ମହାଶୟ ବିବାହ ବନ୍ଦ କରିଦିଅନ୍ତୁ, ମୋ ଗର୍ଲଫ୍ରେଣ୍ଡ…

ଜୟପୁର,୯।୫: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ କରୋନା ମହାମାରୀ ଯୋଗୁ ବିବାହ ନ କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଥିଲେ। ଏବେ ଜଣେ ଯୁବକ ମୁଖ୍ୟମନ୍ତ୍ରୀଙ୍କୁ ବିବାହ...

ଗ୍ରାମାଞ୍ଚଳକୁ ସଂକ୍ରମଣ ମୁକ୍ତ ରଖିବା ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୨ା୫(ପି.ଟି.): କରୋନା ମହାମାରୀର ମୁକାବିଲା ଲାଗି ଆଗକୁ ସନ୍ତୁଳିତ ରଣନୀତି ପ୍ରସ୍ତୁତ କରିବା ସହ ଏହାକୁ କାର୍ଯ୍ୟକାରୀ କରିବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ପଛକୁ ଘୁଞ୍ଚିଲା ଚାଇନା

ନୂଆଦିଲ୍ଲୀ,୯।୬: ଭାରତ ଓ ଚାଇନା ପୂର୍ବ ଲଦାଖର କେତୋଟି ସ୍ଥାନରେ ମୁତୟନ ଥିବା ସେନାଙ୍କ ସଂଖ୍ୟାକୁ କମାଇ ଦେଇଛି। ସରକାରୀ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ,...

ହଠାତ୍‌ ଗୁରୁଦ୍ୱାରା ପହଞ୍ଚିଲେ ମୋଦି: ଗୁରୁ ତେଗ୍‌ ବାହାଦୂରଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୦।୧୨: ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଆନ୍ଦୋଳନରେ ପଞ୍ଜାବ ଏବଂ ହରିୟାଣାର ଚାଷୀ ସଂଗଠନ ଗୁଡ଼ିକ କୃଷି ଆଇନ ହଟାଇବା ନେଇ ଦାବି ଜାରି...

କଂଗ୍ରେସ-ଏନ୍‌ସିପିର ୪ ବିଧାୟକଙ୍କ ଇସ୍ତଫା: ବୁଧବାର ଭାଜପାରେ ଦେବେ ଯୋଗ

ମୁମ୍ବାଇ,୩୦।୭: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ କଂଗ୍ରେସ-ଏନ୍‌ସିପିର ୪ ବିଧାୟକ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ସେମାନେ ବୁଧବାର ଭାଜପାରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିବା...

ରାହୁଲଙ୍କ ନାଁରେ ଅଭିଯୋଗ ଆଣିଲେ ଆଇନଜୀବି

ମୁମ୍ବାଇ,୨୪।୬: ଅଡୁଆରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ମୁମ୍ବାଇର ଆଇନଜୀବି ଅଟଳ ବିହାରି ଦୁବେ ରାହୁଲଙ୍କ ନାଁରେ ଏକ ଅଭିଯୋଗ କରିଛନ୍ତି। ଅନ୍ତର୍ଜାତୀୟ ଯୋଗ ଦିବସରେ...

Advertisement


Archives

Model This Week

Why Dharitri