ପାହାଡରୁ ଧସିଲା ପଥର, ଯାତାୟତରେ ବାଧାପ୍ରାପ୍ତ

ଗୁଣପୁର,୨୪ା୧୦(ଡି.ଏନ.ଏ)-ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ଏକ ବଡ଼ ପଥର ଖସି ରାୟଗଡା ଜିଲା ଗୁଣପୁର ବ୍ଲକ ପୁଟାସିଂ ପଞ୍ଚାୟତ ରିଜିଂତାଲ ରାସ୍ତାରେ ପଡ଼ିଛି ା ଫଳରେ ଯାତାୟତାରେ ବାଧାସୃଷ୍ଟି ହୋଇଛି ା ହେଲେ ଏଥିରେ କେହି ମୃତାହତ ହୋଇନାହାନ୍ତି ା ପୁଟାସିଂ ସହ ଶଗଡା, ଆବାଡା ପଞ୍ଚାୟତର ଲୋକମାନେ ଦୈନନ୍ଦିନ କାମ ପାଇଁ ଗୁଣପୁର ସହର ଉପରେ ନିର୍ଭର କରିଥାନ୍ତି ା ହେଲେ ବର୍ତ୍ତମାନ ପଥର ରାସ୍ତା ଉପରେ ପଡି ରହିବା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା ଖବରପାଇ ବ୍ଲକ ଅଧ୍ୟକ୍ଷା ଦେବକୀ ଗମାଙ୍ଗ, ଉପାଧ୍ୟକ୍ଷ ଏସୋ ଶବର, ଜିଲାପରିଷଦ ସଭ୍ୟ ଅଶ୍ୱିନି ଗମାଙ୍ଗ, ବିଡିଓ ଶାନ୍ତିିପ୍ରଭା ପ୍ରଧାନ, ସହକାରୀ ଯନ୍ତ୍ରୀ ଦୂର୍ଯ୍ୟୋଧନ ଜାନି ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି ା ପ୍ରଶାସନ ପକ୍ଷରୁ ତୁରନ୍ତ ରାସ୍ତାରୁ ପଥର ହଟାଇବା ପାଇଁସାଧାରଣରେ ଦାବି ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡି ବିଜେଡିରେ ଯୋଗଦେଲେ ତଳମଲା ସମିତିସଭ୍ୟା:ଜୁନାଗଡ ବ୍ଲକ ରାଜନିତୀ ସରଗରମ

ଜୁନାଗଡ,୧୧।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳମଲା ପଞ୍ଚାୟତ ସମିତିସଭ୍ୟା ଗୀତାଞ୍ଜଳୀ ହଂସ ଶନିବାର ଭାଜପା ଛାଡି ବିଜେଡିରେ ଯୋଗଦେଇଛନ୍ତି। କଳାହାଣ୍ଡି ଜିଲା ଜୁନାଗଡ ସହର...

ରେଳପଥ ପାଇଁ ଉଜୁଡିବ ୩୨.୭୯୨ ହେକ୍ଟର ଜଙ୍ଗଲ: ଦଶପଲ୍ଲା ରେଞ୍ଜରେ ଚିହ୍ନଟ ପ୍ରକ୍ରିୟା ଶେଷ

ନୟାଗଡ଼ ଅଫିସ,୨୧ା୩: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ନିର୍ମାଣ ଉଦ୍ଦେଶ୍ୟରେ ନୟାଗଡ଼ ବନଖଣ୍ଡ ଦଶପଲ୍ଲା ରେଞ୍ଜର ଅରାସାହି, କୁଞ୍ଜବନଗଡ, ନିଜ ଅନ୍ଧାରକୋଟ ରେଭିନ୍ୟୁ ଓ ରିଜର୍ଭ ଫରେଷ୍ଟର ୩୨.୭୯୨...

୨ ପୁଅ, ମା’ଙ୍କ ମୃତଦେହ ମିଳିବା ଘଟଣା: ସ୍ବାମୀ ହିଁ ହତ୍ୟାକାରୀ, ପ୍ରେମିକାଙ୍କ ସମେତ ୩ ଅଟକ

ଭବାନୀପାଟଣା,୧୧।୯(ସ୍ବ.ପ୍ର.)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନାଠାରୁ ୧୦ କି.ମି. ଦୂର ସିଂଝରଣ ଗ୍ରାମରେ ସୋମବାର ୨ ଶିଶୁଙ୍କ ସମେତ ସ୍ତ୍ରୀଙ୍କୁ ତଣ୍ଟି କାଟି ହତ୍ୟା କରିବା...

ରାଜ୍ୟରେ ଗଞ୍ଜେଇ ଚାଷକୁ ଅନୁମତି ଦିଆଯିବ ନାହିଁ: ଅବକାରୀ ସଚିବ

ଭୁବନେଶ୍ୱର,୧୯୧୧(ବ୍ୟୁରୋ): ରାଜ୍ୟରେ ଗଞ୍ଜେଇ ଚାଷ କରିବାକୁ ଅନୁମତି ଦିଆଯିବ ନାହିଁ ବୋଲି ଅବକାରୀ ସଚିବ ସୁଶୀଲ କୁମାର ଲୋହାନି ସୂଚନା ଦେଇଛନ୍ତି। ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା...

ପିକ୍‌ଅପ୍‌ ଭ୍ୟାନରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଆର.ଉଦୟଗିରି,୧୬ା୮(ଡି.ଏନ.ଏ.)- ମୋହନା ପୋଲିସ ଏକ ଗାଡ଼ି ସହ ୧୩ ବସ୍ତା ଗଞ୍ଜେଇ ଜବତ କରିଛି। ଆର୍‌.ଉଦୟଗିରି ଏସଡିପିଓ ଅନିଲ କୁମାର ପ୍ରଧାନଙ୍କ ତତ୍ତ୍ୱାବଧାନରେ ମୋହନା ଆଇଆଇସି...

ଅବାଧ, ନିରପେକ୍ଷ ନିର୍ବାଚନ ପାଇଁ ସଚେତନତା କାର୍ଯ୍ୟକ୍ରମ

ବାଲେଶ୍ୱର ଅଫିସ, ୨୦।୪-ବାଲେଶ୍ୱର ସହର ଆଇଟିଆଇ ସ୍ଥିତ ଏକ ଘରୋଇ ସମ୍ମିଳନୀ କକ୍ଷରେ ମାନବାଧିକାର ଇଲେକ୍ସନ ୱାଚ୍‌ କମିଟି ପକ୍ଷରୁ ଅବାଧ ଓ ନିରପେକ୍ଷ ନିର୍ବାଚନ...

ଜିଲା ସମୀକ୍ଷା କଲେ କେନ୍ଦ୍ରୀୟ ସଚିବ:ଅନ୍‌ଲାଇନରେ ଠିକ୍‌ ତଥ୍ୟ ପ୍ରଦାନ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ, ୬।୧୨ କେନ୍ଦ୍ର ସରକାରଙ୍କ ଅତିରିକ୍ତ ଶାସନ ସଚିବ ତଥା ଆଇଏଏସ୍‌ ଅଧିକାରୀ ଯତୀନ୍ଦ୍ରନାଥ ସ୍ବାଇଁ ଗୁରୁବାର ଢେଙ୍କାନାଳ ଗସ୍ତରେ ଆସି ଆଂକାକ୍ଷା ଜିଲା...

ଜିଲା ଚିଠି: ଦେବଗଡ଼ରେ ହାତୀ ଆତଙ୍କ

ଦେବଗଡ଼ ଜିଲାର ବିଭିନ୍ନ ଗ୍ରାମରେ ଗତ କିଛିଦିନ ହେବ ହାତୀ ଆତଙ୍କ ଦେଖାଦେଇଛି। ସହର ବି ସେଥିରୁ ବାଦ୍‌ ପଡ଼ିନି। ବଣ ଜଙ୍ଗଲ ଛାଡ଼ି ଗାଁ...

Advertisement
Archives

Model This Week