ବୁଗୁଡ଼ା,୧୬ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟି ନିକଟସ୍ଥ ଦିଗବାରିଣୀ ପାହାଡ଼ରୁ ଶୁକ୍ରବାର ବୁଗୁଡ଼ା ପୋଲିସ ଜଣେ ନାବାଳକଙ୍କ କଙ୍କାଳ ଉଦ୍ଧାର କରିଛି। ନାବାଳକ ଜଣକ ହେଲେ ଝୋଲରୀ ଗ୍ରାମର ପରମେଶ୍ୱର ଜେନାଙ୍କ ପୁଅ ଯଜ୍ଞସେନ (୧୫)। ଅଞ୍ଜଳିଙ୍କ ଏତଲା କ୍ରମେ ପୋଲିସ ନଂ. ୨୬୫/୧୯ରେ ମାମଲା ରୁଜୁ କରି ଜରଡ଼ା ଥାନା ହରଡ଼ାମରା ଗ୍ରାମର କୃଷ୍ଣଚନ୍ଦ୍ର ଗୌଡ଼ଙ୍କୁ ଅଟକ ରଖିଛି।
ଯେ, ସେପ୍ଟେମ୍ବର ୨ ତାରିଖରେ କୃଷ୍ଣଚନ୍ଦ୍ର ଯଜ୍ଞସେନଙ୍କୁ ତାଙ୍କ ବଡ଼ଭାଇ ପାଖରେ ଛାଡ଼ିଦେବି କହି ଜବରଦସ୍ତି ନେଇଯାଇଥିଲେ। ସେହିଦିନଠାରୁ ଯଜ୍ଞସେନ ବଡ଼ ଭାଇ ପାଖରେ ନ ଥିଲେ କି ତାଙ୍କର କୌଣସି ପତ୍ତା ମିଳି ନ ଥିଲା। ପୁଅ କେଉଁଠି ଅଛି ଆଣିକି ଦିଅ ବୋଲି ଅଞ୍ଜଳି କୃଷ୍ଣଙ୍କୁ ପଚାରିବାରୁ ସେ ସମୟ ଗଡ଼ାଉଥିଲେ। କିନ୍ତୁ ନ ଆଣିବାରୁ ଅଞ୍ଜଳି ଗୁରୁବାର ଥାନାରେ ଅଭିଯୋଗ କରିଥିଲେ। ବୁଗୁଡ଼ା ପୋଲିସ ତଦନ୍ତ ଆରମ୍ଭ କରି କେ.ନୂଆଗାଁ ପୋଲିସ ସହାୟତାରେ ଅପରାହ୍ନରେ ଯଜ୍ଞସେନଙ୍କ କଙ୍କାଳ ଦିଗବାରିଣୀ ପାହାଡ଼ରୁ ଉଦ୍ଧାର କରିଥିଲା। କୌଣସି କାରଣରୁ ନାବାଳକଙ୍କୁ କୃଷ୍ଣ ହତ୍ୟା କରି ପାହାଡ଼ରେ ଫୋପାଡ଼ି ଦେଇଥିବା ପୋଲିସ ସନ୍ଦେହ କରୁଛି।
ପ୍ରଭାକର ସ୍ମାରକୀ ଭଲିବଲ୍ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ
ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...
ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍
ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...
ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ
ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...
ଏନ୍ଏସ୍ଏସ୍ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…
ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...
ଆଇନର ବିଭିନ୍ନ ଦିଗ ଉପରେ ସଚେତନ କରାଇଲେ ଅତିରିକ୍ତ ଜିଲା ଦୌରାଜଜ୍
ଛତ୍ରପୁର/ଗଞ୍ଜାମ,୨ା୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ତାଲୁକ ଆଇନ ସେବା କମିଟି ପକ୍ଷରୁ ଗଞ୍ଜାମସ୍ଥିତ ଗ୍ରାସିମ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ ପରିସରରେ ‘ପରିବେଶଗତ ନ୍ୟାୟ’ ସମ୍ବନ୍ଧୀୟ ଏକ ଆଇନ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍: ପୁରୁଷୋତ୍ତମପୁର ଏସ୍ଡିପିଓ, ଗଞ୍ଜାମ ଥାନା ପ୍ରଥମ
ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍ ନେଟ୍ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍ଏସ୍) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍...
ଗଞ୍ଜାମ ଜିଲା ଭାଜପା ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...
Archives


