ବୁଗୁଡ଼ା,୧୬ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟି ନିକଟସ୍ଥ ଦିଗବାରିଣୀ ପାହାଡ଼ରୁ ଶୁକ୍ରବାର ବୁଗୁଡ଼ା ପୋଲିସ ଜଣେ ନାବାଳକଙ୍କ କଙ୍କାଳ ଉଦ୍ଧାର କରିଛି। ନାବାଳକ ଜଣକ ହେଲେ ଝୋଲରୀ ଗ୍ରାମର ପରମେଶ୍ୱର ଜେନାଙ୍କ ପୁଅ ଯଜ୍ଞସେନ (୧୫)। ଅଞ୍ଜଳିଙ୍କ ଏତଲା କ୍ରମେ ପୋଲିସ ନଂ. ୨୬୫/୧୯ରେ ମାମଲା ରୁଜୁ କରି ଜରଡ଼ା ଥାନା ହରଡ଼ାମରା ଗ୍ରାମର କୃଷ୍ଣଚନ୍ଦ୍ର ଗୌଡ଼ଙ୍କୁ ଅଟକ ରଖିଛି।
ଯେ, ସେପ୍ଟେମ୍ବର ୨ ତାରିଖରେ କୃଷ୍ଣଚନ୍ଦ୍ର ଯଜ୍ଞସେନଙ୍କୁ ତାଙ୍କ ବଡ଼ଭାଇ ପାଖରେ ଛାଡ଼ିଦେବି କହି ଜବରଦସ୍ତି ନେଇଯାଇଥିଲେ। ସେହିଦିନଠାରୁ ଯଜ୍ଞସେନ ବଡ଼ ଭାଇ ପାଖରେ ନ ଥିଲେ କି ତାଙ୍କର କୌଣସି ପତ୍ତା ମିଳି ନ ଥିଲା। ପୁଅ କେଉଁଠି ଅଛି ଆଣିକି ଦିଅ ବୋଲି ଅଞ୍ଜଳି କୃଷ୍ଣଙ୍କୁ ପଚାରିବାରୁ ସେ ସମୟ ଗଡ଼ାଉଥିଲେ। କିନ୍ତୁ ନ ଆଣିବାରୁ ଅଞ୍ଜଳି ଗୁରୁବାର ଥାନାରେ ଅଭିଯୋଗ କରିଥିଲେ। ବୁଗୁଡ଼ା ପୋଲିସ ତଦନ୍ତ ଆରମ୍ଭ କରି କେ.ନୂଆଗାଁ ପୋଲିସ ସହାୟତାରେ ଅପରାହ୍ନରେ ଯଜ୍ଞସେନଙ୍କ କଙ୍କାଳ ଦିଗବାରିଣୀ ପାହାଡ଼ରୁ ଉଦ୍ଧାର କରିଥିଲା। କୌଣସି କାରଣରୁ ନାବାଳକଙ୍କୁ କୃଷ୍ଣ ହତ୍ୟା କରି ପାହାଡ଼ରେ ଫୋପାଡ଼ି ଦେଇଥିବା ପୋଲିସ ସନ୍ଦେହ କରୁଛି।
ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ
ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…
ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି
ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…
ଭାଜପା ନେତାଙ୍କୁ ଆକ୍ରମଣ
ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…
ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ
ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…
କଲେଜ ବ୍ୟାଗ୍ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ
ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…
ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ
ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…
ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା
ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…
ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା
ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

