ପିଆଜର ଉପକାରୀ ଗୁଣ

ଆୟୁର୍ବେଦ ଅନୁଯାୟୀ ପିଆଜ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ବେଶ୍‌ ସହାୟକ ହୋଇଥାଏ। ଏଥିରେ ରହିଛି ସଲଫର, ଏମିନୋ ଏସିଡ ଓ ଭିଟାମିନ୍ସ। ବିଶେଷ କରି କଞ୍ଚା ପିଆଜ ଖାଇଲେ ଏହା ଉପକାର ଅନେକ।
-ନିୟମିତ ଖାଦ୍ୟରେ କଞ୍ଚା ପିଆଜ ଖାଇଲେ ଏଥିରେ ଥିବା ସଲ୍‌ଫର କ୍ୟାନସର ଭଳି ମାରାତ୍ମକ ରୋଗଠାରୁ ଆମକୁ ଦୂରେଇ ରଖିଥାଏ। କାରଣ ଶରୀରରେ ଥିବା କ୍ୟାନସର ଜୀବାଣୁକୁ ସଲଫର ବଢିବାକୁ ଦେଇ ନ ଥାଏ।
-ଖରାଦିନେ ନିୟମିତ କଞ୍ଚା ପିଆଜ ଖାଇଲେ ଲୁ ଠାରୁ ଦୂରେଇ ରହିବା ସହଜ।
-ପେଟ ପାଇଁ କଞ୍ଚା ପିଆଜ ଭଲ କାମ ଦିଏ। ପେଟ ସମ୍ବନ୍ଧୀୟ ସମସ୍ତ ସମସ୍ୟାଠାରୁ ଦୂରେଇ ରଖେ କଞ୍ଚା ପିଆଜ।
-ଫାଇବରରେ ଭରପୁର ଥିବା ପିଆଜ କୋଷ୍ଠ କାଠିନ୍ୟ ସମସ୍ୟାକୁ ଠିକ୍‌ କରିଥାଏ।
-ନିୟମିତ ୨ ଚାମଚ ପିଆଜ ରସ ପିଇଲେ କିଡ୍‌ନୀ ଷ୍ଟୋନ ଭଳି ସମସ୍ୟା ଠିକ୍‌ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୫ ରାଜ୍ୟ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୪।୩: ମାର୍ଚ୍ଚ-ଏପ୍ରିଲରେ ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇ ଭାଜପା ନିଜର ପ୍ରାର୍ଥୀ ଘୋଷଣା କରିଛି। ରବିବାର ଭାଜପା ସାଧାରଣ ସମ୍ପାଦକ ଅରୁଣ...

କରୋନା: ବିଦେଶୀଙ୍କୁ ଅରୁଣାଚଳ ମନା

ଥିରୁଭାନନ୍ଥପୁରମ୍‌,୯ା୩(ପି.ଟି.): କେରଳରୁ ଆଉ ୫ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଦେଶରେ ରୋଗୀସଂଖ୍ୟା ୩୯କୁ ବୃଦ୍ଧି ପାଇଛି। କେରଳର ପଥନାମଥିଟ୍ଟା ଜିଲାରୁ ଚିହ୍ନଟ...

ଗଣତନ୍ତ୍ରରେ ବିପକ୍ଷ ସତର୍କ ରହିବା ଆବଶ୍ୟକ: ମୋଦି

ନୂଆଦିଲ୍ଲୀ,୧୭।୬: ଗଣତନ୍ତ୍ରରେ ବିପକ୍ଷ ସତର୍କ ରହିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ତମ ଲୋକସଭାର ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଏପରି...

ମହଙ୍ଗା ହେଲା ରୋଷେଇ ଗ୍ୟାସ ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୬: ଦେଶରେ ସୋମାବାର ଅନ୍‌ଲକ୍‌ ୧.୦ ଆରମ୍ଭ ହୋଇଛି। ପ୍ରଥମ ଦିନରୁ ହିଁ ସାଧାରଣ ଜନତାଙ୍କ ଉପରେ ପଡିଛି ମହଙ୍ଗା ମାଡ। ଦେଶର ଅଏଲ ମାର୍କେଟିଂ...

ଯେଉଁଠି ରାତିରେ କଳା ରଙ୍ଗ ହୋଇଯାଏ ବାଲି

ଗୁଜରାଟର ଦୁମାସ୍‌ ସମୁଦ୍ରତଟ ଆଜି ବି ଲୋକଙ୍କ ମନରେ ଭୟ ସଞ୍ଚାର କରି ରଖିଛି। ଜନଶ୍ରୁତି ଅନୁସାରେ, ଏଠାରେ ପାପ ଶକ୍ତିଙ୍କ ପ୍ରଭାବ ରହିଥିବା ଜଣାଯାଏ।...

ଇଭାଙ୍କାଙ୍କ ସହ ସେଲ୍‌ଫି ନେଲେ ପ୍ରଶଂସକ

ଅହମଦାବାଦ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ, ଝିଅ ଇଭାଙ୍କା ଟ୍ରମ୍ପ ଓ ଜ୍ୱାଇଁ ଜେରେଡ ସୋମବାର ଭାରତ ଗସ୍ତରେ ଆସିଛନ୍ତି।...

‘ଜନସମ୍ପର୍କ ଅଭିଯାନ’ରେ ସାମିଲ ହେଲେ ଶାହା

ନୂଆଦିଲ୍ଲୀ,୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ଏହାକୁ ନେଇ ପ୍ରଚାର ଯୋରସୋରରେ ଚାଲିଛି। ରବିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କ୍ୟାଣ୍ଟନମେଣ୍ଟ ଅଞ୍ଚଳରେ...

ମହାରାଷ୍ଟ୍ରରେ କ୍ଷମତା ଲୋଭରେ ହୋଇଛି ମେଣ୍ଟ: ନଡ୍ଡା

ମୁମ୍ବାଇ,୧୬।୨: ମହାରାଷ୍ଟ୍ରରେ ଜନସାଧାରଣଙ୍କର ହିତ ପାଇଁ ନୁହେଁ ବରଂ କ୍ଷମତା ଲୋଭରେ ମେଣ୍ଟ ସରକାର ଗଠନ କରାଯାଇଛି। ଲୋକଙ୍କ କଲ୍ୟାଣ ଓ ବିକାଶକୁ ଦୃଷ୍ଟିରେ ରଖି...

Advertisement


Archives

Model This Week

Why Dharitri