Posted inଜାତୀୟ

ପିଆଜର ଦରବୃଦ୍ଧି ମୋ ଉପରେ କୌଣସି ପ୍ରଭାବ ପକାଉନି: ସୀତାରାମଣ

ନୂଆଦିଲ୍ଲୀ,୫।୧୨: ସାରା ଦେଶରେ ପିଆଜର ଦରବୃଦ୍ଧି ଏବେ ବ୍ୟବସାୟୀଙ୍କଠାରୁ ଆରମ୍ଭ କରି ଖାଉଟିଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ଉପରେ ପ୍ରଭାବ ପକାଇଛି। ଏହାକୁ ନେଇ ସଂସଦର ଶୀତକାଳୀନ ଅଧିବେଶନରେ ମଧ୍ୟ ପ୍ରଶ୍ନ ଉଠିଛି। ପିଆଜଦ ଦର ବୃଦ୍ଧିକୁ ନେଇ ଜଣେ ଏମ୍‌ପି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣଙ୍କୁ ପ୍ରଶ୍ନ କରିବାରୁ ସେ ଏହାର ମଜାଳିଆ ଉତ୍ତର ଦେଇଛନ୍ତି। ସେ କହିଛନ୍ତି ପିଆଜର ଦରବୃଦ୍ଧି ମୋ ଉପରେ ସେମିତି କୌଣସି ପ୍ରଭାବ ପକାଇ ନାହିଁ। କାରଣ ମୁଁ ଓ ମୋ ପରିବାର ପିଆଜ, ରସୁଣ ପ୍ରାୟତଃ ବ୍ୟବହାର କରି ନ ଥାଉ। ଏହାପରେ କିନ୍ତୁ ସେ ଏହାର ଉତ୍ତର ରଖି କହିଥିଲେ ସରକାର ପିଆଜ ଦରବୃଦ୍ଧିକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା ଜାରି ରଖିଛନ୍ତି। ଅଳ୍ପଦିନ ମଧ୍ୟରେ ଏହାର ସମାଧାନ ହୋଇଯିବ ବୋଲି ସେ କହିଛନ୍ତି। ତେବେ ସେ ନିଜେ କମ୍‌ ପିଆଜ ବ୍ୟବହାର କରୁଥିବା କହିବା ପରେ ଏହି କଥା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଆଲୋଚନାର ପରିସରକୁ ଚାଲି ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ସରକାର ଅନୁଧ୍ୟାନ କରି….

ଭୁବନେଶ୍ୱର,୬।୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି ।…

ମା’ଙ୍କ ପାଇଁ ଔଷଧ ଆଣିବାକୁ ଯାଇ ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ୨୪ ଘଣ୍ଟା ପରେ…

ଆଳି,୬ା୮(ବନମାଳୀ ସେନାପତି): ମା’ଙ୍କ ଔଷଧ ପାଇଁ ସିଂହପୁର ଯିବା ସମୟରେ ମାନପୁର ଘୋଷରାରେ ପ୍ରବାହିତ ବନ୍ୟା ସ୍ରୋତରେ ଜଣେ ଯୁବକ ମଙ୍ଗଳବାର ସନ୍ଧ୍ୟାରେ ଭାସି ଯାଇଥିଲେ। ବୁଧବାର…

ଶ୍ରାବଣରେ ବିରଳ ମହାସଂଯୋଗ! ୧୮ ବର୍ଷ ପରେ ଲାଗିବ ସୂର୍ଯ୍ୟଗ୍ରହଣ-ଚନ୍ଦ୍ରଗ୍ରହଣ, ଜାଣନ୍ତୁ କ’ଣ କରିବେ ନ କରିବେ…

ଚଳିତ ବର୍ଷ ଶ୍ରାବଣ ମାସର ଅମାବାସ୍ୟା ଓ ପୂର୍ଣ୍ଣିମାରେ ଗ୍ରହଣ ପଡ଼ିବ। ପ୍ରାୟ ୧୮ ବର୍ଷ ପରେ ଏଭଳି ଏକ ବିରଳ ସଂଯୋଗ ସୃଷ୍ଟି ହେଉଛି, ଯେତେବେଳେ…

୧୬ ବର୍ଷ ପରେ ଭଞ୍ଜନଗର କେଭି ପାଳିଲା ପ୍ରତିଷ୍ଠା ଦିବସ, ବିଧାୟକ କହିଲେ ଆତ୍ମନିର୍ଭର ଭାରତର ସ୍ବପ୍ନ…

ଭଞ୍ଜନଗର,୬ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ସ୍ଥାପନାର ୧୬ ବର୍ଷ ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରତିଷ୍ଠା ଦିବସ ଧୂମ୍‌ଧାମରେ ପାଳନ କରିଛି।…

ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି ଖବର: ଏତିକି ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ ବଢ଼ିଯିବ ଦରମା

ନୂଆଦିଲ୍ଲୀ,୬।୮: କେନ୍ଦ୍ର ସରକାରଙ୍କ ୧ କୋଟିରୁ ଅଧିକ କର୍ମଚାରୀ ଓ ପେନନସନଭୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତିର ଖବର ଆସିଛି। ଜୁଲାଇ ୨୦୨୬ରୁ ସେମାନଙ୍କ ମହଙ୍ଗା ଭତ୍ତା (DA)…

ଅବସର ପରେ ରାହାଣେଙ୍କ ବଡ଼ ବୟାନ, ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ସବୁଠାରୁ କନିଷ୍ଠ ଖେଳାଳି। ସେ ସେହି ଚୟନିତ କ୍ରିକେଟରଙ୍କ ମଧ୍ୟରୁ…

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri