ପିଆଜ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ

ଖୋର୍ଦ୍ଧା ଅଫିସ,୪।୬: ଖୋର୍ଦ୍ଧା ଜିଲା ୫୭ ନଂ ଜାତୀୟ ରାଜପଥ ସଦର ଥାନା ଅଞ୍ଚଳରୁ ଗୁରୁବାର ଅପରାହ୍ନରେ ଏକ ପିଆଜ ଟ୍ରକ୍‌ରୁ ୭ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ସୂଚନା ମିଳିଛିି।

ସୂଚନାନୁଯାୟୀ, ଭାରତ ସରକାରଙ୍କ ନାର୍କୋଟିକସ କଣ୍ଟ୍ରୋଲ ବ୍ୟୁରୋ ଭୁବନେଶ୍ବର ଅଧୀକ୍ଷକ ସୁରଜିତ ସେନ୍‌ଙ୍କ ନେତୃତ୍ୱରେ ୮ଜଣିଆ ଟିମ୍‌ ସଦର ପୋଲିସ ସହାୟତାରେ ଛପି ରହିଥିଲେ। ଜାତୀୟ ରାଜପଥରେ ଆନ୍ଧ୍ରରୁ ଆସୁଥିବା ପିଆଜ ଟ୍ରକ (ନଂ. ଏପି-୩୭-ଓ୍ବାଇ-୪୬୭୭)କୁ ଅଟକାଇଥିଲେ। ପରେ ସେଥିରେ ଗଞ୍ଜେଇ ଥିବା ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଚକାତଳେ ଚାପି ହୋଇ ସ୍କୁଟି ଆରୋହୀ ମୃତ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଖଲ୍ଲିକୋଟ,୨ା୧୧(ଡି.ଏନ.ଏ.)-ଖଲ୍ଲିକୋଟ ସହର କରଣ ସାହି ରାସ୍ତାରେ ଶୁକ୍ରବାର ଅପରାହ୍ନରେ ବସ୍‌ ଚକାତଳେ ଚାପିହୋଇ ଜଣେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୋଦଳା ମାଗୁରା...

ମାଲକାନଗିରି ଜିଲାକୁ ପୁଣି ଛୁଇଁଲା କରୋନା

କୋରୁକୋଣ୍ଡା, ୯।୬(ଡି.ଏନ.ଏ): ମାଲକାନଗିରି ଜିଲାକୁ ପୁଣି ଛୁଇଁଲା କରୋନା। ଗତ ସୋମବାର ଜିଲା ପ୍ରଶାସନ ସମଗ୍ର ଜିଲାକୁ କରୋନା ମୁକ୍ତ ବୋଲି ଘୋଷଣା କରିଥିବାବେଳେ ମଙ୍ଗଳବାର...

ମୋବାଇଲ ଚୋରି: ଜଣେ ଗିରଫ

ବଡବିଲ, ୫।୬(ସ୍ବ.ପ୍ର.):କେନ୍ଦୁଝର ଜିଲା ବଡବିଲ ଥାନା ପୋଲିସ ବୁଧବାର ମୋବାଇଲ ଚୋରୀ ଘଟଣାରେ ସଞ୍ଜୟ ମହାନ୍ତ ନାମକ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କ...

ଟ୍ରେଲରରୁ ୬୦ରୁ ଊର୍ଦ୍ଧ୍ୱ ଶ୍ରମିକ ଉଦ୍ଧାର, ୧୦ ହଜାର ଜରିମାନା

ଭଦ୍ରକ ଅଫିସ, ୩୧ା୩- ୧୬ ନଂ. ଜାତୀୟ ରାଜପଥ ନିକଟରେ ଏକ ଶ୍ରମିକ ବୋଝେଇ ଟ୍ରେଲରକୁ ସୋମବାର ସନ୍ଧ୍ୟାରେ ପରିବହନ ବିଭାଗ ଜବତ କରିଛି। ଉକ୍ତ...

ସାଇକେଲ୍‌କୁ ଧକ୍କା ଦେଲା କାର୍‌: ୨ ଛାତ୍ର ମୃତ

ଭଦ୍ରକ ଅଫିସ,୧୦।୯: ଭଦ୍ରକ ଜିଲା ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ସକାଳେ ଏକ ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କୁଆଁସ ଗାଁର...

ଖାତରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ନୟାଗଡ ଅଫିସ/ରଣପୁର,୨୬।୫(ସ୍ବ.ପ୍ର.):ନୟାଗଡ଼ ଜିଲା ରଣପୁର ଥାନାର ବିରୁଡ଼ା ଅଞ୍ଚଳରେ ଏକ ମୃତଦେହ ଖାଲରେ ପଡିରହିଛି। ମୃତକ ହେଲେ ରାଇପଡାର ଆଦିତ୍ୟ ବେହେରା। ତେବେ ଆଦିତ୍ୟଙ୍କୁ ପୋଲିସ...

ପୋଡ଼ି ହୋଇ ବାପାପୁଅ ଗୁରୁତର

ଧାମନଗର, ୧୯।୧୦(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ କଟସାହି ପଞ୍ଚାୟତର ଶ୍ୟାମଚାନ୍ଦ ପାଟଣା ଗ୍ରାମରେ ଶନିବାର ଅଗ୍ନିକାଣ୍ଡ ଘଟି ବାପପୁଅ ଗୁରୁତର ହୋଇଛନ୍ତି। ସେମାନେ ହେଲେ...

କୋଇଲା ଅଭାବ: ଟିଟିପିଏସ୍‌ର ୩ଟି ୟୁନିଟ୍‌ ବନ୍ଦ

ତାଳଚେର,୧୬ା୯(ନି.ପ୍ର.): କୋଇଲା ଅଭାବରୁ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌)ର ୩ଗୋଟି ୟୁନିଟ ରବିବାର ସନ୍ଧ୍ୟାରୁ ବନ୍ଦ ହୋଇଛି। ଫଳରେ ଉକ୍ତ ବିଦ୍ୟୁତ ପ୍ରକଳ୍ପରୁ ବିଦ୍ୟୁତ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *