Posted inଜାତୀୟ

ପିଆଜ ପରେ ଏବେ ଟମାଟୋ ପାଳି: କିଲୋ ୬୦ ଟପିଲା

ନୂଆଦିଲ୍ଲୀ,୨୯।୯: ପାର୍ବଣ ଋତୁ ଆସିବା ପୂର୍ବରୁ ପନିପରିବା ଦର ଆକାଶଛୁଆଁ ହୋଇଛି। ରାଜଧାନୀ ଦିଲ୍ଲୀ ଏବଂ ଏହାର ଆଖପାଖ ସହରରେ ପିଆଜ କିଲୋ ପିଛା ୮୦ ଟଙ୍କାରେ ବିକ୍ରି ହେଉଥିବାବେଳେ ଏବେ ଟମାଟୋ କିଲୋ ୬୦ ଟଙ୍କା ଟପିଛି। ଆଗକୁ ଏହି ଦର ଆହୁରି ବଢିବ ବୋଲି ବ୍ୟବସାୟୀମାନେ ମତ ଦେଇଛନ୍ତି। ସୂଚନାଯୋଗ୍ୟ, ଦେଶରେ ପିଆଜ ଦର ଆକାଶ ଛୁଆଁ ହୋଇଛି । ବାଣିଜ୍ୟନଗରୀ ମୁମ୍ବାଇରେ ପିଆଜ କିଲୋଗ୍ରାମ ପିଛା ୭୫ରୁ ୮୦ ଟଙ୍କାରେ ବିକ୍ରି ହେଉଛି । ଦିଲ୍ଲୀରେ ବି ଗତ କିଛି ଦିନ ତଳେ କେଜି ପିଛା ପିଆଜ ୩୦ରୁ ୪୦ ଟଙ୍କାରେ ବିକ୍ରି ହେଉଥିବାବେଳେ ଏବେ ୮୦ ପାଖାପାଖି ପହଞ୍ଚିଲାଣି । ଏଭଳି ଭାବେ ହଠାତ ପିଆଜର ଦର ବୃଦ୍ଧି ସିଧାସଳଖ ଲୋକଙ୍କ ପକେଟକୁ ମାଡ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରେନ୍‌ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ: ୩୫ ମିନିଟ୍‌ ଅଟକି ରହିଲା ମେଟ୍ରୋ ଟ୍ରେନ୍‌

କୋଲକତା,୧୨।୯: କୋଲକତା ବେଲ୍‌ଗାଛିଆ ଷ୍ଟେଶନରେ ଗୁରୁବାର ଜଣେ ଯୁବକ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଛନ୍ତି। ଫଳରେ ଏଠାରେ ୩୫ ମିନିଟ୍‌ ଧରି ମେଟ୍ରୋ ସେବା ବାଧାପ୍ରାପ୍ତ...

ତ୍ରୟମ୍ବକେଶ୍ୱର ମନ୍ଦିରରେ ପଶିଲା ବନ୍ୟାଜଳ

ନାସିକ,୪।୮: ମହାରାଷ୍ଟ୍ରରେ ଚଳିତ ବର୍ଷ ବନ୍ୟାରେ ସ୍ଥିତି ଗମ୍ଭିର ହୋଇଛି। ଏଠାକାର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଥିବା ବେଳେ ମୁମ୍ବାଇ ସହର ଏବେବି ଜଳବନ୍ଦୀ ହୋଇ...

ପ୍ରତ୍ୟେକ ଚଳଚ୍ଚିତ୍ର ଉପରେ ବିବୃତ୍ତି ଦେବାର କ’ଣ ଆବଶ୍ୟକ: ମୋଦି

ନୂଆଦିଲ୍ଲୀ,୧୮।୧: ଭାଜପାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ମଙ୍ଗଳବାର ଶେଷ ହୋଇଛି। ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫିଲ୍ମ ଉପରେ ବିବୃତ୍ତି ନ ଦେବାକୁ ପରାମର୍ଶ ଦେଇଛନ୍ତି।...

ମାତୋଶ୍ରୀରେ ହନୁମାନ ଚାଳିସା ପାଠ,ନବନୀତ-ରବି ଗିରଫ…

ମୁମ୍ବାଇ, ୨୩।୪ : ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ବାସଭବନ ମାତୋଶ୍ରୀରେ ହନୁମାନ ଚାଳିସା ପାଠକୁ ନେଇ ବିବାଦ ଥମିବାର ନା ଧରୁନି। ଶିବସେନା କର୍ମକର୍ତ୍ତାଙ୍କ...

ଠାକ୍‌ରେ-ଆମ୍ବେଡକରଙ୍କ ମେଣ୍ଟର କୌଣସି ପ୍ରଭାବ ପଡ଼ିବ ନାହିଁ: କେନ୍ଦ୍ର ମନ୍ତ୍ରୀ

ମୁମ୍ବାଇ,୨୪।୧:ମୁମ୍ବାଇ ସମେତ ମହାରାଷ୍ଟ୍ରର କେତେକ ସହରରେ ମହାନଗର ନିଗମ ଓ ପୌର ନିର୍ବାଚନ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା ଗୋଷ୍ଠୀ(ୟୁବିଟି) ପ୍ରକାଶ...

ରାଜ୍ୟ ସଭାରେ ସରୋଗେସି ବିଲ୍‌: ସର୍ତ୍ତ କୋହଳ ଲାଗି ଦାବି

ନୂଆଦିଲ୍ଲୀ, ୨୦ା୧୧(ପି.ଟି.) : ସରକାରଙ୍କ ପକ୍ଷରୁ ମଙ୍ଗଳବାର ରାଜ୍ୟ ସଭାରେ ସରୋଗାସି (ରେଗୁଲେଶନ) ବିଲ୍‌-୨୦୧୯ ଆଗତ କରାଯାଇଛି। ଏହା ଦେଶରେ ସରୋଗାସିକୁ ନିୟନ୍ତ୍ରଣ କରିବାରେ ସଫଳ...

ଦେଶରେ ୧୮ ଲକ୍ଷ ଟପିଲା ସକ୍ରିୟ ମାମଲା

ନୂଆଦିଲ୍ଲୀ,୧୮।୪: କରୋନା ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ କରୁଛି। ରବିବାର ସକାଳ ସୁଦ୍ଧା ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୬୧,୫୦୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା...

କରୋନାର ନୂଆ ଷ୍ଟ୍ରେନ୍ ବଢାଇଲାଣି ଚିନ୍ତା ଆଉ ୨୦ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୫ ।୧: ବ୍ରିଟେନରୁ ଫେରିଥିବା ଯାତ୍ରୀଙ୍କ ମଧ୍ୟରେ ସାର୍ସ କୋଭିଡ-୨ ନୂଆ ଷ୍ଟ୍ରେନରେ ଏବେ ପର୍ଯ୍ୟନ୍ତ ଦେଶରେ ୫୮ ଜଣଙ୍କୁ ଚିହ୍ନଟ କରାଗଲାଣି । ମଙ୍ଗଳବାର...

Advertisement
Archives

Model This Week