Posted inଜାତୀୟ

ପିଆଜ ମାଳ ପିନ୍ଧି ବିଧାନସଭାରେ ପହଞ୍ଚିଲେ ବିଧାୟକ

ପାଟନା,୨୭।୧୧: ବିହାରରେ ଜଣେ ବିଧାୟକ ପିଆଜ ମାଳ ପିନ୍ଧି ବିଧାନସଭାରେ ପହଞ୍ଚିଛନ୍ତି। ଏହାକୁ ନେଇ ଏବେ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ବୁଧବାର ଆର୍‌ଜେଡି ବିଧାୟକ ଶିବଚନ୍ଦ୍ର ରାମ ଏଭଳି କରିଛନ୍ତି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ପିଆଜ ଦାମ ବୃଦ୍ଧି ସମ୍ପର୍କରେ ଜଣାଇବା ପାଇଁ ସେ ଏହା କରିଥିବା କହିଛନ୍ତି। ପିଆଜ ସାଧାରଣ ଲୋକଙ୍କ ଆଖିରେ ଲୁହ ଭରିଥିବା କହି ସେ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିପଥ ଯୋଜନା, ପ୍ରଦର୍ଶନକାରୀ ଯୁବବର୍ଗଙ୍କୁ ସମର୍ଥନ ଦେବ ଚାଷୀ ସଂଗଠନ…

ନୂଆଦିଲ୍ଲୀ, ୨୧।୬ : ଭାରତୀୟ ସେନାରେ ନୂତନ ନିଯୁକ୍ତି ଯୋଜନା ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ବିରୋଧ ଚାଲିଛି। କେନ୍ଦ୍ର ସରକାରଙ୍କ ଏହି ଯୋଜନାକୁ...

ଜାମିଆ ପରିଦର୍ଶନ କଲେ ଏନ୍‌ଏଚ୍‌ଆର୍‌ସି ଟିମ୍‌

ନୂଆଦିଲ୍ଲୀ,୧୫ା୧: ମଙ୍ଗଳବାର ଜାତୀୟ ମାନବ ଅଧିକାର କମିଶନଙ୍କ ଏକ ଟିମ୍‌ ଜାମିଆ ମିଲିଆ ଇସ୍‌ଲାମିଆ ପରିଦର୍ଶନ କରି ପୋଲିସ କାର୍ଯ୍ୟାନୁଷ୍ଠାନରେ ଆହତ ହୋଇଥିବା ଛାତ୍ରୀଛାତ୍ରଙ୍କ ପ୍ରତିକ୍ରିୟା...

ସଞ୍ଜୟ ରାଉତଙ୍କ ସମର୍ଥନରେ ଶିବ ସେନାର ପୋଷ୍ଟର

ମୁମ୍ବାଇ,୨୯।୧୨: ଶିବ ସେନା ନେତା ସଞ୍ଜୟ ରାଉତଙ୍କ ପତ୍ନୀ ବର୍ଷା ରାଉତଙ୍କୁ ପିଏମ୍‌ସି ବ୍ୟାଙ୍କ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଡକାଇବା ପରେ ରାଜ୍ୟ...

ଆପତ୍ତିଜନକ ଅବସ୍ଥାରେ ପ୍ରେମୀ ଯୁଗଳଙ୍କୁ ଦେଖି ତୁରନ୍ତ ବିବାହ କରାଇଦେଲେ ଗ୍ରାମବାସୀ

ପାଟନା,୧୦।୯: ବିହାରର ସୁପୌଲ ଜିଲାରେ ଏକ ପ୍ରେମୀ ଯୁଗଳଙ୍କୁ ଆପତ୍ତିଜନକ ସ୍ଥିତିରେ ଦେଖିବା ପରେ ଗ୍ରାମବାସୀ ରାଗି ଯାଇଥିଲେ। ଆଉ ଏହାର ଫଳ ସ୍ବରୂପ ସେମାନେ...

କାଉଡି ଯାତ୍ରାରେ ମାତାପିତାଙ୍କୁ ଭାର କରି ନେଲେ ୪ ଭାଇ

ଶାମଲି,୨୮।୭: ହରିୟାନା ପାନିପଥର ୪ ଭାଇ କାଉଡି ଯାତ୍ରାରେ ବାହାରିଥିବା ବେଳେ ସେମାନେ ତାଙ୍କ ମାତାପିତାଙ୍କୁ ଉତ୍ତରାଖଣ୍ଡର ହରିଦ୍ୱାରଠାରୁ ଭାରରେ ବୋହି ରବିବାର ଶାମଲିରେ ପହଞ୍ଚିଛନ୍ତି।...

ପୁଣେରେ ଅକ୍ସଫୋର୍ଡ ଟିକାର ତୃତୀୟ ପର୍ଯ୍ୟାୟ ଟ୍ରାଏଲ

ପୁଣେ,୨୦ା୯: ମହାମାରୀ କରୋନା ଭାଇରସ୍‌ ରୋକିବାକୁ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଓ ଭାରତର ପୁଣେସ୍ଥିତ ସିରମ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ପ୍ରସ୍ତୁତ ହେଉଥିବା ଟିକା କୋଭିସିଲ୍ଡର ତୃତୀୟ ପର୍ଯ୍ୟାୟ...

ଦାଦନଙ୍କ ପାଇଁ ବ୍ୟବସ୍ଥା କର

ନୂଆଦିଲ୍ଲୀ, ୩୦ା୪: ସମ୍ପ୍ରତି ମହାମାରୀ କରୋନା ଆମକୁ ଦେଶର ଶ୍ରମିକମାନଙ୍କ ଦୁର୍ଦ୍ଦଶା ସମ୍ପର୍କରେ ଚିନ୍ତା କରିବାକୁ ବାଧ୍ୟ କରିଛି। ଏହି ଭାଇରସ୍‌ ଗୋଟିଏପଟେ ଶ୍ରମିକଙ୍କ ସ୍ବାସ୍ଥ୍ୟକୁ...

କାହିଁକି ହେଉନି ପେଗାସସ୍‌ ତଦନ୍ତ

ନୂଆଦିଲ୍ଲୀ,୨୮ା୭ :ଇସ୍ରାଏଲ କମ୍ପାନୀ ଏନ୍‌ଏସ୍‌ଓ ଗ୍ରୁପ୍‌ ପକ୍ଷରୁ ବିକଶିତ ସ୍ପାଏଓ୍ବେରକୁ ନେଇ ବିଶ୍ୱବ୍ୟାପୀ ହଇଚଇ ସୃଷ୍ଟି ହୋଇଛି। ନେତା, ଖବରଦାତା, ମାନବାଧିକାର କର୍ମୀ ଓ ବିଜ୍‌ନେସମ୍ୟାନଙ୍କ...

Advertisement
Archives

Model This Week